Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Technology
All technology related news will be uploaded in this
ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
ରାଜ୍ୟ ସରକାର ଜାରି କରିଛନ୍ତି କଡ଼ା ନିର୍ଦ୍ଦେଶନାମା। ଏଣିକି ସମସ୍ତ ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ। ସବୁ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍ ବ୍ୟବହାର ହେବ। BSNL ବ୍ରଡ୍ବ୍ୟାଣ୍ଡ୍, ଲ୍ୟାଣ୍ଡଲାଇନ୍, ଲିଜ ଲାଇନ ସେବା ବ୍ୟବହାର ହେବ। ଏନେଇ ଇଲେକ୍ଟ୍ରୋନିକ୍ସ…
ଇସ୍ରୋର ପ୍ରଥମ ଗଗନଯାନ ପରୀକ୍ଷଣ
ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଚଳିତ ଡିସେମ୍ବରରେ ନିଜର ପ୍ରଥମ ଗଗନଯାନ ପରୀକ୍ଷଣ ଅଭିଯାନ ଆରମ୍ଭ କରିବାକୁ ପ୍ରସ୍ତୁତ ବୋଲି ମହାକାଶ ଏଜେନ୍ସି ମୁଖ୍ୟ ଭି ନାରାୟଣନ ସୂଚନା ଦେଇଛନ୍ତି। ଭାରତର ଅନ୍ୟତମ ମହାକାଶଚାରୀ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କ ଦ୍ୱାରା ଏକ ସାମ୍ବାଦିକ…
ଏୟାରଟେଲ୍ ଉପଭୋକ୍ତାମାନଙ୍କୁ ଝଟକା
ଯଦି ଆପଣ ଜଣେ ଏୟାରଟେଲ୍ ଗ୍ରାହକ ଏବଂ ଆପଣ ଏୟାରଟେଲର ଏହି ଶସ୍ତା ପ୍ଲାନକୁ ବ୍ୟବହାର କରୁଥିଲେ ତେବେ ନିଶ୍ଚିୟ ଆପଣଙ୍କ ପାଇଁ ଏହା ଏକ ନିରାଶଜନକ ଖବର ହେବ । ଏୟାରଟେଲ୍ ସମ୍ପ୍ରତି ତାର ଉପଭୋକ୍ତାମାନଙ୍କୁ ଝଟକା ଦେଇଛି। କମ୍ପାନି ଅଗଷ୍ଟ ୨୦ ତାରିଖ ବୁଧବାର ଦିନ ଶସ୍ତା ଟ୍ରୁଲି ଅନଲିମିଟେଡ୍…
ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ -…
ଭାରତ ଫେରିଲେ ଶୁଭାଂଶୁ ଶୁକ୍ଳା
ଭାରତ ଫେରିଲେ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆକ୍ସିଅମ-୪ ମିଶନରେ ସଫଳତାର ସହ ଅଭିଯାନ ସମ୍ପନ୍ନ କରିଥିବା ଶୁଭାଂଶୁ କୁ ଦିଲ୍ଲୀ ଏୟାରପୋର୍ଟରେ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବା ସମ୍ଭାବନା ରହିଛି।…
ଆଜିଠୁ ବାର୍ଷିକ ଫାସ୍ଟ୍ୟାଗ୍
ଆଜିଠୁ ଫାସଟ୍ୟାଗ୍ର ବଦଳିଲା ନିୟମ । ଏଣିକି ନିଇତି ଲାଇନ୍ରେ ଛିଡ଼ା ହୋଇ ଆଉ ଗାଡିର ଫାସ୍ଟ୍ୟାଗ୍ କାଟିବାକୁ ପଡ଼ିବନି । କାରଣ ଆଜିଠୁ ବାର୍ଷିକ ଫାସ୍ଟ୍ୟାଗ୍ କରିପାରିବେ ଆପଣ । ଅର୍ଥାତ୍ ବର୍ଷକ ପାଇଁ ଫାସ୍ଟ୍ୟାଗ୍ କଲେ ଆପଣଙ୍କୁ ଅନେକ ଲାଭ ମିଳିବ । ଅଗଷ୍ଟ ୧୫ରୁ ଏହି ନୂଆ ନିୟମ ପୂରା…
ଗଠନ ହେବ ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଟେକ୍ନିକାଲ କମିଟି – ନଗର ଉନ୍ନୟନ ମନ୍ତ୍ରୀ
ଓଡ଼ିଶାରେ ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯିବ। କେନ୍ଦ୍ର ସରକାରଙ୍କ ସହଯୋଗରେ ରାଜ୍ୟରେ ମେଟ୍ରୋ ପ୍ରକଳ୍ପ କରାଯିବ। ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଟେକ୍ନିକାଲ କମିଟି ଗଠନ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି। ଏହି…
ଜିଓ ଉପଭୋକ୍ତାମାନେ ଏଶିକି ମାଗଣା ନେଟଫ୍ଲିକ୍ସ ସବସ୍କ୍ରିପସନ୍ ସୁବିଧା ପାଇବେ
ରିଲାଏନ୍ସ ଜିଓ ତାର ଗ୍ରାହକମାନଙ୍କୁ ଆକର୍ଷିତ କରିବା ପାଇଁ ଏକ ଭଲ ଅଫର ଆଣିଛି। ଏବେ ଜିଓର କିଛି ମନୋନୀତ ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ସହିତ ଉପଭୋକ୍ତାମାନେ ମାଗଣା ନେଟଫ୍ଲିକ୍ସ ସବସ୍କ୍ରିପସନ୍ ମଧ୍ୟ ପାଇବେ। ଏହା ସହିତ, ଉପଭୋକ୍ତାମାନଙ୍କୁ ପୃଥକ ନେଟଫ୍ଲିକ୍ସ ସବସ୍କ୍ରିପସନ୍ ନେବାକୁ ପଡ଼ିବ…
ଭାରତୀୟ ଡାକର ଡିଜିଟାଲ୍ ପରିବର୍ତ୍ତନ
ଆଇଟି ୨.୦ ଅଧୀନରେ ଏହାର ଡିଜିଟାଲ୍ ପରିବର୍ତ୍ତନର ଏକ ଅଂଶ ସ୍ୱରୂପ ଇଣ୍ଡିଆ ପୋଷ୍ଟ ଆଡଭାନ୍ସଡ୍ ପୋଷ୍ଟାଲ୍ ଟେକ୍ନୋଲୋଜି (ଏପିଟି) ଆପ୍ଲିକେସନର ଏକ ବ୍ୟାପକ ଦେଶବ୍ୟାପୀ ପ୍ରସାରଣ କରିଛି । ପୁରୁଣା ବ୍ୟବସ୍ଥାରୁ ଏହି ପରିବର୍ତ୍ତନ ଦ୍ରୁତ, ସ୍ମାର୍ଟ ଏବଂ ଅଧିକ ଗ୍ରାହକ କୈନ୍ଦ୍ରିକ ଡାକ ସେବା…
ଆମେରିକାରେ ସରକାରୀ କର୍ମଚାରୀଙ୍କୁ ହ୍ୱାଟ୍ସଆପ୍ ନିଷେଧ
ଇରାନ ପରେ ଏବେ ଆମେରିକା ସଂସଦ ସମସ୍ତ ସରକାରୀ ଡିଭାଇସରୁ ହ୍ୱାଟ୍ସଆପ୍କୁ ନିଷିଦ୍ଧ କରିଛି। ରିପୋର୍ଟ ଅନୁସାରେ, ଡାଟା ସୁରକ୍ଷା ଏବଂ ସାଇବର ସୁରକ୍ଷା ସହ ଜଡ଼ିତ ବିପଦ ଏହି ନିଷ୍ପତ୍ତି ପଛର ମୁଖ୍ୟ କାରଣ ବୋଲି କୁହାଯାଉଛି। ତେବେ ଏଠାରେ ପ୍ରଶ୍ନ ଉଠୁଛି ଯେ, କ’ଣ ଆମେରିକା ସରକାର ଏବେ ଆଉ ନିଜ…