Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Technology
All technology related news will be uploaded in this
ଜିଓ ଉପଭୋକ୍ତାମାନେ ଏଶିକି ମାଗଣା ନେଟଫ୍ଲିକ୍ସ ସବସ୍କ୍ରିପସନ୍ ସୁବିଧା ପାଇବେ
ରିଲାଏନ୍ସ ଜିଓ ତାର ଗ୍ରାହକମାନଙ୍କୁ ଆକର୍ଷିତ କରିବା ପାଇଁ ଏକ ଭଲ ଅଫର ଆଣିଛି। ଏବେ ଜିଓର କିଛି ମନୋନୀତ ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ସହିତ ଉପଭୋକ୍ତାମାନେ ମାଗଣା ନେଟଫ୍ଲିକ୍ସ ସବସ୍କ୍ରିପସନ୍ ମଧ୍ୟ ପାଇବେ। ଏହା ସହିତ, ଉପଭୋକ୍ତାମାନଙ୍କୁ ପୃଥକ ନେଟଫ୍ଲିକ୍ସ ସବସ୍କ୍ରିପସନ୍ ନେବାକୁ ପଡ଼ିବ…
ଭାରତୀୟ ଡାକର ଡିଜିଟାଲ୍ ପରିବର୍ତ୍ତନ
ଆଇଟି ୨.୦ ଅଧୀନରେ ଏହାର ଡିଜିଟାଲ୍ ପରିବର୍ତ୍ତନର ଏକ ଅଂଶ ସ୍ୱରୂପ ଇଣ୍ଡିଆ ପୋଷ୍ଟ ଆଡଭାନ୍ସଡ୍ ପୋଷ୍ଟାଲ୍ ଟେକ୍ନୋଲୋଜି (ଏପିଟି) ଆପ୍ଲିକେସନର ଏକ ବ୍ୟାପକ ଦେଶବ୍ୟାପୀ ପ୍ରସାରଣ କରିଛି । ପୁରୁଣା ବ୍ୟବସ୍ଥାରୁ ଏହି ପରିବର୍ତ୍ତନ ଦ୍ରୁତ, ସ୍ମାର୍ଟ ଏବଂ ଅଧିକ ଗ୍ରାହକ କୈନ୍ଦ୍ରିକ ଡାକ ସେବା…
ଆମେରିକାରେ ସରକାରୀ କର୍ମଚାରୀଙ୍କୁ ହ୍ୱାଟ୍ସଆପ୍ ନିଷେଧ
ଇରାନ ପରେ ଏବେ ଆମେରିକା ସଂସଦ ସମସ୍ତ ସରକାରୀ ଡିଭାଇସରୁ ହ୍ୱାଟ୍ସଆପ୍କୁ ନିଷିଦ୍ଧ କରିଛି। ରିପୋର୍ଟ ଅନୁସାରେ, ଡାଟା ସୁରକ୍ଷା ଏବଂ ସାଇବର ସୁରକ୍ଷା ସହ ଜଡ଼ିତ ବିପଦ ଏହି ନିଷ୍ପତ୍ତି ପଛର ମୁଖ୍ୟ କାରଣ ବୋଲି କୁହାଯାଉଛି। ତେବେ ଏଠାରେ ପ୍ରଶ୍ନ ଉଠୁଛି ଯେ, କ’ଣ ଆମେରିକା ସରକାର ଏବେ ଆଉ ନିଜ…
ସିଏସଆଇଆର-ଚତୁର୍ଥ ପାରାଡାଇମ୍ ପ୍ରତିଷ୍ଠାନର ନିର୍ଦ୍ଦେଶକ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ଗୋପାଳ କୃଷ୍ଣ…
ଡକ୍ଟର ଗୋପାଳ କୃଷ୍ଣ ପାତ୍ର ବାଙ୍ଗାଲୋର ସ୍ଥିତ ସିଏସଆଇଆର-ଚତୁର୍ଥ ପାରାଡାଇମ୍ ପ୍ରତିଷ୍ଠାନର ନିର୍ଦ୍ଦେଶକ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦେଶର ଅଗ୍ରଣୀ ବିଜ୍ଞାନ ଓ କାରିଗରୀ ବିଦ୍ୟାର ସଂସ୍ଥାନ ବୈଜ୍ଞାନିକ ତଥା ଔଦ୍ୟୋଗିକ ଅନୁସନ୍ଧାନ ପରିଷଦ (ସିଏସଆଇଆର)ର ୩୭ଟି ସଂସ୍ଥାନ ମଧରୁ…
ଆଜି ଆକାଶରେ ସବୁଠୁ ରହସ୍ୟମୟୀ ଏବଂ ସୁନ୍ଦର ଦୃଶ୍ୟ ଦେଖିବାକୁ ମିଳିବ
ଜହ୍ନ ତ ସବୁବେଳେ ସୁନ୍ଦର , ସେ ପୁଣି ପୂର୍ଣ୍ଣମୀର ଜହ୍ନ ଆହୁରି ସୁନ୍ଦର । ଆଜି ବି ଜହ୍ନର ଏକ ଭିନ୍ନ ରଙ୍ଗରେ ଝଲସିବ ଆକାଶ । ୧୧ ଜୁନ୍ ୨୦୨୫ ରାତିରେ ଆକାଶରେ ଦୃଶ୍ୟମାନ ହେବ ବିରଳ ଦୃଶ୍ୟ । ଆଜି ଆକାଶରେ ସବୁଠୁ ରହସ୍ୟମୟୀ ଏବଂ ସୁନ୍ଦର ଦୃଶ୍ୟ ଦେଖିବାକୁ ମିଳିବ । ପୂର୍ଣ୍ଣିମା ରାତିରେ…
ସୂର୍ଯ୍ୟଙ୍କ ସଦ୍ୟତମ ଫଟୋ ଜାରି କରିଛି ନାସା
ସୂର୍ଯ୍ୟଙ୍କ ସଦ୍ୟତମ ଫଟୋ ଜାରି କରିଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା। ଯେଉଁ ଫଟୋଟିରେ ସୂର୍ଯ୍ୟଙ୍କର ଏକ ଅଜବ ଦୃଶ୍ୟ ସାମ୍ନାକୁ ଆସିଛି। ସୂର୍ଯ୍ୟଙ୍କ ପୃଷ୍ଠରେ ଏକ ବିଶାଳ ମୁହଁ ସଦୃଶ ଗର୍ତ୍ତ ଦେଖିବାକୁ ମିଳିଛି, ଯାହାର ଆକାର ୫ଟି ବୃହସ୍ପତି ଗ୍ରହର ଆକାର ସହିତ ସମାନ। ଏହା ସହିତ…
ହ୍ୱାଟ୍ସଆପର ନୂଆ ଫିଚର ଲଗ୍ ଆଉଟ୍’
ଯଦି ଆପଣ ଇନଷ୍ଟାଣ୍ଟ ମେସେଜିଂ ଆପ୍ ହ୍ୱାଟ୍ସଆପ୍ ବ୍ୟବହାର କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ହ୍ୱାଟ୍ସଆପ୍ ନିଜ ୟୁଜରଙ୍କ ସୁବିଧା ପାଇଁ ସମୟ ସମୟରେ ନୂଆ ଫିଚର୍ ଆଣିଥାଏ। ଏବେ ଏହି ଆପ୍ଲିକେସନ୍ରେ ଏପରି ଏକ ଆଶ୍ଚର୍ଯ୍ୟଜନକ ଫିଚର୍ ଆସିବାକୁ ଯାଉଛି ଯାହା ବ୍ୟବହାରକାରୀଙ୍କୁ…
ପହଲଗାମ ଆତଙ୍କବାଦୀ ଆକ୍ରମଣ : ପାକିସ୍ତାନ ସରକାରର ସରକାରୀ ‘ଏକ୍ସ’ ଆକାଉଣ୍ଟକୁ ଭାରତରେ ଏବେ ବନ୍ଦ୍ କରାଯାଇଛି
ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ଭାରତୀଙ୍କର ମୃତ୍ୟୁ ହେବା ପରେ ଭାରତ ପାକିସ୍ତାନ ମଧ୍ୟରେ ଗଣ୍ଡଗୋଳ ପୁଣି ତୀବ୍ର ହୋଇଛି। ପାକିସ୍ତାନ ସରକାରର ସରକାରୀ ‘ଏକ୍ସ’ ଆକାଉଣ୍ଟକୁ ଭାରତରେ ଏବେ ବନ୍ଦ୍ କରାଯାଇଛି।
ଏହି ପଦକ୍ଷେପ ନୂଆଦିଲ୍ଲୀ…
ଲେଜର ଆଧାରିତ ଅସ୍ତ୍ର ପ୍ରଣାଳୀର ସଫଳ ପରୀକ୍ଷଣ କରି ଭାରତ ଏହାର ପ୍ରତିରକ୍ଷା କ୍ଷମତାରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ…
ପ୍ରଥମ ଥର ପାଇଁ ୩୦ କିଲୋୱାଟ୍ ଲେଜର ଆଧାରିତ ଅସ୍ତ୍ର ପ୍ରଣାଳୀର ସଫଳ ପରୀକ୍ଷଣ କରି ଭାରତ ଏହାର ପ୍ରତିରକ୍ଷା କ୍ଷମତାରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି। ଏହି ସିଷ୍ଟମ ମାଧ୍ୟମରେ, ଭାରତ ରବିବାର ବିମାନ, କ୍ଷେପଣାସ୍ତ୍ର ଏବଂ ସ୍ୱର୍ମ ଡ୍ରୋନକୁ ଖସାଇ ଦେବାର କ୍ଷମତା ପ୍ରଦର୍ଶନ କରିଛି।…
ଭାରତୀୟ ଉପହାଦେଶ ଦୁଇଭାଗରେ ବିଭକ୍ତ ହୋଇଯିବାର ଆଶଙ୍କା
ଲକ୍ଷ ଲକ୍ଷ ବର୍ଷ ଧରି ସ୍ଥିର ଥିବା ଏକ ବିଶାଳ ଭୂମି ଖଣ୍ଡ ହଠାତ୍ ଭିତର ପାଖରୁ ଭାଙ୍ଗିବାକୁ ଆରମ୍ଭ କଲେ ଏହାର ଫଳାଫଳ କ’ଣ ହେବ ତାହା ଚିନ୍ତା କରିବାର ସମୟ ଆସିଛି।। ଏହା କୌଣସି ବିଜ୍ଞାନ କାଳ୍ପନିକ କାହାଣୀ ନୁହେଁ, ବରଂ ଭାରତର ଭୌଗୋଳିକ ଭବିଷ୍ୟତ ବିଷୟରେ ଏକ ଗମ୍ଭୀର ଚେତାବନୀ। ଆଟଲାଣ୍ଟିସ୍…