Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Technology
All technology related news will be uploaded in this
ଲଞ୍ଚପ୍ୟାଡରେ PSLV-C57 ରକେଟ୍ ପ୍ରସ୍ତୁତ
ଶନିବାର ଉତକ୍ଷେପଣ ହେବ ଆଦିତ୍ୟ-L1 । ଲଞ୍ଚପ୍ୟାଡରେ PSLV-C57 ରକେଟ୍ ପ୍ରସ୍ତୁତ । ଆଦିତ୍ୟ-L1 ଆସନ୍ତା ଶନିବାର ଦିନ ୧୧ଟା ୫୦ ରେ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଉତକ୍ଷେପଣ ହେବାକୁ ଥିବା ବେଳେ, ଗତରାତିରେ ୨ ନମ୍ବର ଲଞ୍ଚପ୍ୟାଡକୁ ନିଆଯାଇଛି ଏହି ବିଶାଳ ରକେଟ୍ । …
ସୂର୍ଯ୍ୟ ମିଶନର ଫଟୋ ଜାରି କଲା ଇସ୍ରୋ,ସବୁଠି ଉତ୍ସାହ
ଶ୍ରୀହରିକୋଟା: ସୂର୍ଯ୍ୟ ମିଶନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି । ଟ୍ବିଟର ପେଜରେ ଇସ୍ରୋ ପୋଷ୍ଟ କରିଛି ଏହାର ପ୍ରଥ ଫଟୋ । ଆସନ୍ତା ୨ ତାରିଖରେ ଲଞ୍ଚିଂ ଥିବା ବେଳେ ଇସ୍ରୋ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ଦ୍ବିତୀୟ ଲଞ୍ଚ ପ୍ୟାଡରୁ ଦିନ ୧୧ଟା ୫୦ରେ…
ଚନ୍ଦ୍ରରେ ସଲଫର ସହ ଅକସିଜେନ ରହିଛି
ଚନ୍ଦ୍ରର ଦକ୍ଷିଣ ମେରୁରେ ବିଚରଣ କରୁଥିବା ରୋଭର ପ୍ରଜ୍ଞାନ ସଲଫର ସହିତ ଆଲୁମିନିୟମ, କ୍ୟାଲସିୟମ, ଫେରସ, କ୍ରୋମିୟମ, ଟିଟାନିୟମ, ମାଙ୍ଗାନିଜ, ସିଲିକନ ଓ ଅକ୍ସିଜେନର ସନ୍ଧାନ କରିଛି । ରୋଭର ପ୍ରଜ୍ଞାନରେ ଲାଗିଥିବା LIBS ନାମକ ଏକ ଯନ୍ତ୍ର ଏହା ସ୍ପଷ୍ଟ କରିଛି । ଚନ୍ଦ୍ରରେ ହାଇଡ୍ରୋଜେନ୍…
ପ୍ରଜ୍ଞାନ ରୋଭର ବୁଦ୍ଧି ପାଇଁ ବିଶାଳ ଗର୍ତ୍ତକୁ ବର୍ତ୍ତିଗଲା
ନୂଆଦିଲ୍ଲୀ – ଚନ୍ଦ୍ରଯାନ ୩ ମିସନରେ ପ୍ରଜ୍ଞାନ ରୋଭର ବୁଦ୍ଧି ପାଇଁ ଏକ ଦୁର୍ଘଟଣାରୁ ବର୍ତ୍ତିଯାଇଛି । ଗାତରେ ପଡିବା ପୂର୍ବରୁ ଅଲଗା ବାଟରେ ଯାଇ ରକ୍ଷାପାଇଛି । ପ୍ରଥମ ବାଧାକୁ ସଫଳତାର ସହ ସାମ୍ନା କରିଛି । ପ୍ରଜ୍ଞାନ ରୋଭର ଚନ୍ଦ୍ରରେ ବୁଲି ବିଭିନ୍ନ ତଥ୍ୟ ସଂଗ୍ରହ କରିବା ସହ ଲ୍ୟାଣ୍ଡର…
ପୃଥିବୀଠୁ ୧୫ ଲକ୍ଷ କିମି ଦୂର ହାଲୋ ଅର୍ବିଟକୁ ଯିବ ଆଦିତ୍ୟ-L1
ଚନ୍ଦ୍ରରେ ସଫଳତାର ସହ ଚନ୍ଦ୍ରଯାନ3 ଅବତରଣ କରିବା ପରେ ଏବେ ସୂର୍ଯ୍ୟ ମିଶନରେ ଇସ୍ରୋ । ସେପ୍ଟେମ୍ବର ୨, ଶନିବାର, ଦିନ ୧୧ଟା ୫୦ ରେ ସୂର୍ଯ୍ୟ ଅଭିମୁଖେ ଇସ୍ରୋ ପଠାଇବ 'ଆଦିତ୍ୟ-L1' । ମିଶନ୍ 'ଆଦିତ୍ୟ' ପାଇଁ ଆରମ୍ଭ ହେଲା କାଉଣ୍ଟଡାଉନ୍ । ଚନ୍ଦ୍ରୟାନର ସଫଳତା ପରେ ଉତ୍ସାହର ଶିଖରରେ ଥିବା…
ସେପ୍ଟେମ୍ବର ୨ତାରିଖରେ ଭାରତ ଆରମ୍ଭ କରିବ ସୂର୍ଯ୍ୟ ମିଶନ
ସେପ୍ଟେମ୍ବର ୨ତାରିଖରେ ଭାରତ ଆରମ୍ଭ କରିବ ସୂର୍ଯ୍ୟ ମିଶନ । ସୌରକ୍ଷେତ୍ର ଉପରେ ତଥ୍ୟ ହାସଲ କରିବାକୁ ସ୍ପେସ ମେସିନ ପଠାଇବ ଇସ୍ରୋ । ସୂର୍ଯ୍ୟ-ପୃଥିବୀର ଲାଗରେଞ୍ଜ ପଏଣ୍ଟ-୧ ଚାରିପାଖରେ ଅର୍ଥାତ ପୃଥିବୀଠାରୁ ପ୍ରାୟ ୧୫ ଲକ୍ଷ କିଲୋମିଟର ଦୂରରେ ହାଲୋ ଅରବିଟରେ ଅବସ୍ଥାପିତ ହେବ ଆଦିତ୍ୟ-L1…
ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ଘୂରି ବୁଲିବା ସହ ମାଟିର ତାପମାତ୍ରା ରେକର୍ଡ
ଚନ୍ଦ୍ରରୁ ନୂଆ ତଥ୍ୟ ପଠାଇଛି ଚନ୍ଦ୍ରଯାନ-୩ । ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ଘୂରି ବୁଲିବା ସହ ମାଟିର ତାପମାତ୍ରା ରେକର୍ଡ କରି ରିପୋର୍ଟ ଦେଇଛି ଚାଷ୍ଟି ପେଲୋଡ । ଚନ୍ଦ୍ରସ ସରଫେସ ଥରମୋଫିଜିକାଲ ଏକ୍ସପେରିମେଣ୍ଟ ତାପମାତ୍ରା ପ୍ରୋଫାଇଲ ପ୍ରସ୍ତୁତ କରିଛି । ଗ୍ରାଫରେ ଚନ୍ଦ୍ରପୃଷ୍ଠର…
ପ୍ରତିବର୍ଷ ଅଗଷ୍ଟ ୨୩ରେ ପାଳିତ ହେବ ଜାତୀୟ ମହାକାଶ ଦିବସ
ବେଙ୍ଗାଲୁରୁ : ଅଗଷ୍ଟ ୨୩ ତାରିଖକୁ ଜାତୀୟ ମହାକାଶ ଦିବସ ଭାବେ ଭାରତ ପାଳନ କରିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚନ୍ଦ୍ରଯାନ -୩ର ସଫଳତା ଅବସରରେ ବେଙ୍ଗାଲୁରୁ ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ଏହି ବଡ଼ ଘୋଷଣା କରିଛନ୍ତି। ତା’ ସହିତ ଯେଉଁଠି…
ସେପ୍ଟେମ୍ବରରେ ଲଞ୍ଚ ହେବ ମିଶନ ସୂର୍ଯ୍ୟ ‘ଆଦିତ୍ୟ ଏଲ-୧’: ଇସ୍ରୋ
ନୂଆଦିଲ୍ଲୀ: ମହାକାଶ ଗବେଷଣା କ୍ଷେତ୍ରରେ ନୂତନ ଶିଖରରେ ପହଁଚିଛି ଭାରତ । ପୁଣି ସେପ୍ଟେମ୍ବରରେ ଲଞ୍ଚ ହେବ ମିଶନ ସୂର୍ଯ୍ୟ ‘ଆଦିତ୍ୟ ଏଲ-୧’। ଏନେଇ ସୂଚନା ଦେଇଛନ୍ତି ଇସ୍ରୋ ମୁଖ୍ୟ ଏସ ସୋମନାଥ । ଯାହାକୁ ନେଇ ପୁଣି ଭାରତବାସୀ ଏବଂ ବୈଜ୍ଞାନିକମାନେ ଉତ୍ସାହିତ ହୋଇଛନ୍ତି । ବହୁପ୍ରତୀକ୍ଷିତ…
ଆଉ କିଛି ଘଣ୍ଟା ପରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ ଚନ୍ଦ୍ରଯାନ-୩
ପାଖେଇ ଆସୁଛି ସନ୍ଧ୍ୟା ୬ଟା ୪ ମିନିଟ । ଏହି ସମୟରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ ଚନ୍ଦ୍ରଯାନ-୩ । ଖାଲି ଦେଶରେ ନୁହେଁ ସାରା ବିଶ୍ବରେ ଏନେଇ ପୂଜା ହୋମ ଚାଲିଛି । ମହାକାଶ ବିଜ୍ଞାନୀଙ୍କ ମତରେ ଚନ୍ଦ୍ରଯାନ ୩ର ସଫଳତା ନିଶ୍ଚୟ ହେବ । ଚନ୍ଦ୍ରର କକ୍ଷ ଚାରିପଟେ ଘୁରି ସୁରକ୍ଷିତ…