Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Technology
All technology related news will be uploaded in this
ଆଉ ମାତ୍ର କେଇ ଘଣ୍ଟା ପରେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବ ଲ୍ୟାଣ୍ଡର
ଏବେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠର ନିକଟତର ହୋଇଛି । ଆଜି ପୁଣି ଫଟୋ ପଠାଇଛି ଲ୍ୟାଣ୍ଡର । ୨୩ ତାରିଖରେ ଚନ୍ଦ୍ରପୃଷ୍ଠରେ ସଫଳ ଲ୍ୟାଣ୍ଡିଂ କରିବ ଲ୍ୟାଣ୍ଡର । ଚନ୍ଦ୍ରଯାନ-୩ର ଲ୍ୟାଣ୍ଡର ଏବଂ ରୋଭର ଚନ୍ଦ୍ରପୃଷ୍ଠରେ ଓହ୍ଲାଇବା ପାଇଁ ମିଶନ ଶେଷ ପର୍ଯ୍ୟାୟରେ । ଚନ୍ଦ୍ରଯାନ ଲ୍ୟାଣ୍ଡ କରିବା…
ଚନ୍ଦ୍ରପୃଷ୍ଠରେ ଖସିପଡ଼ିଲା ଲୁନା-୨୫: ଲ୍ୟାଣ୍ଡର ୨୩ ତାରିଖ ସଂଧ୍ୟା ୬ଟା ୪ ମିନିଟ୍ ରେ ସଫ୍ଟ ଲ୍ୟାଣ୍ଡିଂ କରିବ
ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାକୁ ଯାଇଥିବା ରୁଷର ଚନ୍ଦ୍ର ମିଶନ୍ ଲୁନା-୨୫ ଯାନ୍ତ୍ରିକ ତ୍ରୁଟି ଫଳରେ ଚନ୍ଦ୍ରପୃଷ୍ଠରେ ଖସିପଡ଼ିଛି । ରୁଷର ମହାକାଶ ସଂସ୍ଥା ରସକସମସ୍ ଏନେଇ ସ୍ପଷ୍ଟ କରିଛି । ରୁଷ୍ ଅଗଷ୍ଟ ୧୧ ରେ ଲୁନା-୨୫ ଲଞ୍ଚ କରିଥିଲା ଓ ତାହା ଅଗଷ୍ଟ ୨୧ରେ ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାର ଥିଲା ।…
ଚନ୍ଦ୍ରଠାରୁ ମାତ୍ର ୨୫ କିଲୋମିଟର୍ ଦୂରରେ ‘ଲ୍ୟାଣ୍ଡର୍ ବିକ୍ରମ’
ଚନ୍ଦ୍ରର ନିକଟତର ହେଉଛି ‘ଲ୍ୟାଣ୍ଡର୍ ବିକ୍ରମ୍’ । ଚନ୍ଦ୍ରଠାରୁ ୨୫x୧୩୪ କିଲୋମିଟର୍ ଦୂର କକ୍ଷ ପଥରେ ରହି ଚନ୍ଦ୍ର ପରିକ୍ରମଣ କରୁଛି ଲ୍ୟାଣ୍ଡର । ଦ୍ବିତୀୟ ତଥା ଚୂଡ଼ାନ୍ତ ବେଗ ହ୍ରାସ ପ୍ରକ୍ରିୟା ସଫଳତାର ସହିତ ‘ଲ୍ୟାଣ୍ଡର୍ ମଡ୍ୟୁଲ୍’ କକ୍ଷପଥ ପରିସୀମା ୨୫x୧୩୪ କିଲୋମିଟର୍କୁ…
ବିକ୍ରମ ଲ୍ୟାଣ୍ଡର ପଠାଇଲା ଫଟୋ
ବିକ୍ରମ ଲ୍ୟାଣ୍ଡର ପଠାଇଲା ଫଟୋ । ଚନ୍ଦ୍ରର ନିକଟତର ହୋଇଛି ବିକ୍ରମ ଲ୍ୟାଣ୍ଡର । ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଲ୍ୟାଣ୍ଡର ବିକ୍ରମ ସଫ୍ଟ ଲ୍ୟାଣ୍ଡିଂ କରିବ । ସେଥିରୁ ପ୍ରଜ୍ଞାନ ବାହାରକୁ ଆସି ଚନ୍ଦ୍ର ପୃଷ୍ଟରୁ ପଠାଇବ ଆବଶ୍ୟକୀୟ ସୂଚନା । ଚନ୍ଦ୍ରପୃଷ୍ଠରେ ବୁଲି କରିବ ଗବେଷଣା ।…
ଚନ୍ଦ୍ରର ନିକଟତର ହେଉଛି ଲ୍ୟାଣ୍ଡର
ଚନ୍ଦ୍ରଠାରୁ ମାତ୍ର ୧୬୩ କିଲୋମିଟର ଦୂରରେ ରହିଛି ଚନ୍ଦ୍ରଯାନ-୩ । ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବ । ଚନ୍ଦ୍ରଯାନ-୩ରୁ ବିକ୍ରମ ଲ୍ୟାଣ୍ଡର ସଫଳତାର ସହ ଅଲଗା ହୋଇଛି । ଅଗଷ୍ଟ ୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁରେ…
ସଫଳତାର ପାହାଚ ଚଢୁଛି ଇସ୍ରୋ
ବେଙ୍ଗାଲୁରୁ: ସଫଳତାର ପାହାଚ ଚଢୁଛି ଇସ୍ରୋ । ଆଉ ମାତ୍ର ସପ୍ତାହେ ପରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଦିନକୁ ଦିନ ଚନ୍ଦ୍ରର ଖୁବ ନିକଟତର ହେବାରେ ଲାଗିଛି ଚନ୍ଦ୍ରଯାନ-୩ । ଆଜି ହେବ ପଞ୍ଚମ ଲୁନାର ମାନୋଭର ବା କକ୍ଷ ପରିବର୍ତ୍ତନ । କାଲି ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା…
ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩
ହାଇଦ୍ରାବାଦ: ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଚତୁର୍ଥ କକ୍ଷପଥ ପରିବର୍ତ୍ତନ କରିବ ଚନ୍ଦ୍ରଯାନ-୩ । ଏହାପରେ ଚନ୍ଦ୍ରଠୁ ଦୂରତା ଆହୁରି ହ୍ରାସ ପାଇବ । ଆସନ୍ତା ୧୬ତାରିଖରେ ପଞ୍ଚମ କକ୍ଷପଥ ପରିବର୍ତ୍ତନ କରାଯିବ ।୧୭ ଅଗଷ୍ଟରେ ପ୍ରପଲସନ ଓ ଲ୍ୟାଣ୍ଡର ମଡ୍ୟୁଲ ଅଲଗା ହେବେ । ୧୮…
ଚନ୍ଦ୍ରକୁ ଲୁନା-୨୫ ଉତ୍କ୍ଷେପଣ କଲା ରୁଷ୍
ମସ୍କୋ: ଋଷ ପୁଣି ଚନ୍ଦ୍ରକୁ ତାର ମହାକାଶ ଯାନ ଜୟଯାତ୍ରା ଆରମ୍ଭ କରିଛି । କିଛି ଦଶନ୍ଧି ନିରବ ରହିବା ପରେ ପୁଣି ଚନ୍ଦ୍ର ମିଶନ ଆରମ୍ଭ କରିଛି ଋଷ । ଚନ୍ଦ୍ରପୃଷ୍ଠକୁ ଦୀର୍ଘ ୪୭ ବର୍ଷ ପରେ ରୁଷ୍ ପୁଣି ମହାକାଶ ଯାନ ପ୍ରେରଣ କରିଛି। ଭୋଷ୍ଟୋଚିନି କସମୋଡ୍ରମରୁ ମହାକାଶ ଯାନ ସୋୟୁଜ ୨.୧…
ଚନ୍ଦ୍ରର ପ୍ରଥମ ଫଟୋ ପଠାଇଲା ଚନ୍ଦ୍ରଯାନ-୩
ଚନ୍ଦ୍ରଯାନ-୩ ଚନ୍ଦ୍ରର ପ୍ରଥମ ଫଟୋ ପଠାଇଛି। ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ ଚନ୍ଦ୍ରଯାନ ୩ ପ୍ରଥମ ଥର ପାଇଁ ଏକ ସ୍ପଷ୍ଟ ଚିତ୍ର ପଠାଇଛି । ଆଗକୁ ଆହୁରି ସ୍ପଷ୍ଟ ଚିତ୍ର ସହିତ ଅଧିକ ତଥ୍ୟ ପଠାଇବ ବୋଲି ଆଶା ପ୍ରକାଶ କରିଛନ୍ତି ବୈଜ୍ଞାନିକ । ଏଯାଏ ଚନ୍ଦ୍ରଯାନ-୩ର ସମସ୍ତ ପର୍ଯ୍ୟାୟ…
ଶ୍ରୀହରିକୋଟାରୁ PSLV-C56 ରକେଟର ସଫଳ ଉତକ୍ଷେପଣ
ଶ୍ରୀହରିକୋଟା: ପୁଣି ଇତିହାସ ରଚିଲା ଇସ୍ରୋ । ମହାକାଶ ଗବେଷଣା କ୍ଷେତ୍ରରେ ଇସ୍ରୋର ଆଉ ଏକ ସଫଳତା । ସିଙ୍ଗାପୁରର ୭ଟି ସାଟେଲାଇଟ୍ ଉତକ୍ଷେପଣ କରିଛି ଇସ୍ରୋ। PSLV-C56 ରକେଟରେ ୭ଟି ସାଟେଲାଇଟ୍ ସଫଳ ଭାବେ ଉତକ୍ଷେପଣ କରିଛି । ଶ୍ରୀହରିକୋଟାରୁ ହେଲା ଉତକ୍ଷେପଣ । ଭାରତର କମର୍ସିଆଲ…