Trending
- ନବଦିନାତ୍ମକ ଯାତ୍ରା ସାରି ରତ୍ନବେଦୀରେ ବିଜେ ହୋଇଛନ୍ତି ଶ୍ରୀଜିଉ , ଆଜି ଶ୍ରୀମନ୍ଦିରରେ ବାହାରିବ ନୀଳାଚଳ ଅବଢ଼ା
- ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଅଭିଯୋଗ ଶୁଣାଣି,୧୨ ଜଣ ରୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ
- ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼,ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO ସଂଗ୍ରାମ ବେହେରା
- ନାଇଡୁ ରିପୋର୍ଟ ଫାଇଲକୁ ନେଇ ବଡ଼ ପଦକ୍ଷେପ,ନାଇଡୁ କମିସନ ଫାଇଲ ଖୋଜିବ କ୍ରାଇମବ୍ରାଞ୍ଚ
- କକରୋଚ୍ ଜନତା ପାର୍ଟି ପରେ ଇ୨୦ ଜନତା ପାର୍ଟି ମୁଣ୍ଡ ଟେକିଛି, ୧୦୦ ପ୍ରତିଶତ ଶୁଦ୍ଧ ପେଟ୍ରୋଲ ମିଳିବା ଦାବି ନେଇ ଆନ୍ଦୋଳନ ଓ୍ବହ୍ଲାଇବ
- ଆଜି ନୀଳାଦ୍ରି ବିଜେ,ମହାପ୍ରଭୁ ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ
- ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍–୧୬’ର ବିଜେତା ଭାବେ ଇତିହାସ ସୃଷ୍ଟି କଲେ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ
- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ , ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
Browsing Category
Technology
All technology related news will be uploaded in this
ଗୁଗଲ କ୍ରୋମକୁ ନେଇ ସରକାରଙ୍କ ପରାମର୍ଶ, ଜଲଦୀ କରିନିଅନ୍ତୁ ଏହି କାମ
ଗୁଗଲ କ୍ରୋମକୁ ନେଇ ସରକାରଙ୍କ ପରାମର୍ଶ, ଜଲଦୀ କରିନିଅନ୍ତୁ ଏହି କାମ
୬ ଘଣ୍ଟା ପାଇଁ ବନ୍ଦ ରହିବ ମୁମ୍ବାଇ ବିମାନବନ୍ଦର, ଜାଣନ୍ତୁ କାହିଁକି ?
୬ ଘଣ୍ଟା ପାଇଁ ବନ୍ଦ ରହିବ ମୁମ୍ବାଇ ବିମାନବନ୍ଦର, ଜାଣନ୍ତୁ କାହିଁକି ?
‘ଗଗନ” ଭିତ୍ତିକ ଏଲ୍ପିଭି ବ୍ୟବସ୍ଥାରେ ସଫଳ ବିମାନ ଉଡାଣ
ମେଟ୍ରୋଟିଭିଓଡିଶା(୨୮.୪.୨୦୨୨)
ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ଦ୍ୱାରା ଗୁରୁବାର ରାଜସ୍ଥାନର କିଷନଗଡ ବିମାନଘାଟୀରେ ‘ଗଗନ’ ଭିତ୍ତିକ ଏଲ୍ପିଭି ବ୍ୟବସ୍ଥାରେ ପରୀକ୍ଷାମୂଳକ ବିମାନ ଉଡାଣ ସଫଳତାର ସହ କରାଯାଇଛି । ‘ଗଗନ’ ଜିପିଏସ୍ ସହାୟତାରେ ପରିଚାଳିତ ଏକ ଜିଓ ଅଗମେଣ୍ଟେଡ!-->!-->!-->…
ରେଳ ଯାତ୍ରା ବୀମା: ମିଳିବ ୧୦ ଲକ୍ଷ ଟଙ୍କା
ମେଟ୍ରୋଟିଭିଓଡିଶା(୨୮.୪.୨୦୨୨)
ରେଳଯାତ୍ରୀଙ୍କ ପାଇଁ ଖୁସିର ଖବର । ଯାତ୍ରୀଙ୍କ ପାଇଁ ରେଳ ବିଭାଗ ଆଉ ଏକ ବଡ଼ ପଦକ୍ଷେପ ନେଇଛି । ଯାତ୍ରୀମାନେ ଏବେ ରେଳ ଟ୍ରାଭେଲ ଇନସ୍ୟୁରାନ୍ସର ସୁବିଧା ନେଇପାରିବେ । ଏଥି ପାଇଁ ଯାତ୍ରୀମାନଙ୍କୁ ମାତ୍ର କିଛି ଟଙ୍କା ଦେବାକୁ ହେବ । ଯାହା ଦ୍ୱାରା!-->!-->!-->…
ପ୍ରକୃତି ରଚିବ ତାଣ୍ଡବ, ଭୟଙ୍କର ସ୍ଥିତିର ସମ୍ମୁଖୀନ ହେବ ପୂରା ବିଶ୍ୱ!
ମେଟ୍ରୋଟିଭିଓଡିଶା(୨୬.୪.୨୦୨୨)
ଜଳବାୟୁ ପରିବର୍ତ୍ତନର ଭୟଙ୍କର ସ୍ଥିତିର ସମ୍ମୁଖୀନ ହେବ ପୂରା ବିଶ୍ୱ। ଜଳବାୟୁ ପରିବର୍ତ୍ତନ ଯୋଗୁ ଆଗାମୀ ୮ ବର୍ଷ ସୁଦ୍ଧା ବିଶ୍ୱକୁ ବଡ଼ବଡ଼ ବିପର୍ଯ୍ୟୟର ସାମ୍ନା କରିବାକୁ ପଡ଼ିବ। ଜୀବନ ଓ ଜୀବିକାକୁ ଗୁରୁତର ଭାବେ ପ୍ରଭାବିତ କରିପାରେ ପ୍ରକୃତିର!-->!-->!-->…
୪୪ ବିଲିୟନ୍ ଡଲାରରେ ଟ୍ୱିଟ୍ଟରକୁ କିଣିଲେ ଏଲନ୍ ମସ୍କ
ମେଟ୍ରୋଟିଭିଓଡିଶା(୨୬.୪.୨୦୨୨)
୪୪ ମିଲିୟନ୍ ଡଲାର ବା ଭାରତୀୟ ମୁଦ୍ରାରେ ୩ ଲକ୍ଷ ୩୦ ହଜାର କୋଟି ବ୍ୟୟରେ ଟ୍ୱିଟ୍ଟରକୁ କିଣିଛନ୍ତି ଏଲନ୍ ମସ୍କ । ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଟେସଲାର ମାଲିକ ଏଲନ୍ ମସ୍କଙ୍କ ଏକ ଟ୍ୱିଟ୍ ବର୍ତ୍ତମାନ ବେଶ ଭାଇରାଲ ହେଉଛି । ଏକ ଟ୍ୱିଟରେ ମସ୍କ!-->!-->!-->…