Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Technology
All technology related news will be uploaded in this
ଚନ୍ଦ୍ରଯାନ-୩ ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି
ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ତେବେ ଉତକ୍ଷେପଣ ପରେ ଏହାର ଦୃଶ୍ୟକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି ।
https://twitter.com/sudhirchaudhary/status/1680120739163426817?s=20…
ଫେସ୍ବୁକ୍ ବ୍ଲୁ ଟିକ୍ ପାଇଁ ମାସକୁ ୬୯୯ ଟଙ୍କା
ଫେସବୁକ୍ ଓ ଇନଷ୍ଟାଗ୍ରାମ୍ରେ ବ୍ଲୁ ଟିକ୍ ପାଇଁ ଆଇଓଏସ୍ ଓ ଆଣ୍ଡ୍ରଏଡ୍ ବ୍ୟବହାରକାରୀଙ୍କୁ ମାସିକ ୬୯୯ ଟଙ୍କା ଗଣିବାକୁ ପଡ଼ିବ। ୱେବ୍ ବ୍ୟବହାରକାରୀଙ୍କୁ ୧୦୦ ଟଙ୍କା କମ୍ ଦେବାକୁ ପଡ଼ିବ। ପୂର୍ବରୁ ଯେଉଁ ଆକାଉଣ୍ଟ୍ର ଭେରିଫିକେସନ ହୋଇଯାଇଛି ତାହାର ବ୍ଲୁ ଟିକ୍କୁ କଂପାନି ହଟାଇବ ନାହିଁ।…
ଏରୋ ଇଣ୍ଡିଆ ୨୦୨୩
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୟେଲାହାନକାର ବାୟୁସେନା ଷ୍ଟେସନରେ ଏରୋ ଇଣ୍ଡିଆ ୨୦୨୩ ର ୧୪ ତମ ସଂସ୍କରଣର ଉଦଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଦେଶ ତଥା ବିଦେଶର ପ୍ରଦର୍ଶକମାନେ ଏଥିରେ ଭାଗ ନେଉଛନ୍ତି। ଏହା ଏପର୍ଯ୍ୟନ୍ତ ସମସ୍ତ ରେକର୍ଡକୁ…
ଜାତୀୟ ପ୍ରସାରଣ ଦିବସ ସମାରୋହର ଉଦ୍ଘାଟନ
"ୟେ ଆକାଶବାଣୀ ହୈ’- ଏହି ଅମର ଶବ୍ଦ ଗୁଡ଼ିକୁ ସବୁ ଭାରତୀୟ ଚିହ୍ନଟ କରି ପାରିବେ । ଆଜି ଆକାଶବାଣୀ ଭବନର ରଙ୍ଗ ଭବନ ସଭା ଗୃହରେ ଏହା ପୁନଃ ଗୁଞ୍ଜରିତ ହୋଇ ଉଠିଥିଲା, ଯେତେବେଳେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଲୋକ ମାନଙ୍କ ଉଦ୍ଦେଶ୍ୟରେ ଏହାକୁ ଦୋହରାଇଥିଲେ । ଏହି ଭଳି!-->…
ନେପାଳରେ ବିମାନ ନିଖୋଜ
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
ନେପାଳରେ ଆଜି ଏକ ବିମାନ ନିଖୋଜ ହୋଇଯାଇଛି। ସେଥିରେ ୨୨ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରେ ୪ ଜଣ ଭାରତୀୟ ଥିବା ସୂଚନା ମିଳିଛି | ସୂଚନା ଅନୁସାରେ- ଘରୋଇ ବିମାନ ତାରା ୯ ଏନଏଇଟି ସହ ବିମାନବନ୍ଦରର ସମ୍ପର୍କ ହୋଇପାରୁନି । ବିମାନରେ କ୍ରୁ ମେମ୍ବର!-->!-->!-->…