Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Technology
All technology related news will be uploaded in this
ଆଉ କିଛି ଘଣ୍ଟା ପରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ ଚନ୍ଦ୍ରଯାନ-୩
ପାଖେଇ ଆସୁଛି ସନ୍ଧ୍ୟା ୬ଟା ୪ ମିନିଟ । ଏହି ସମୟରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ ଚନ୍ଦ୍ରଯାନ-୩ । ଖାଲି ଦେଶରେ ନୁହେଁ ସାରା ବିଶ୍ବରେ ଏନେଇ ପୂଜା ହୋମ ଚାଲିଛି । ମହାକାଶ ବିଜ୍ଞାନୀଙ୍କ ମତରେ ଚନ୍ଦ୍ରଯାନ ୩ର ସଫଳତା ନିଶ୍ଚୟ ହେବ । ଚନ୍ଦ୍ରର କକ୍ଷ ଚାରିପଟେ ଘୁରି ସୁରକ୍ଷିତ…
ଆଉ ମାତ୍ର କେଇ ଘଣ୍ଟା ପରେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବ ଲ୍ୟାଣ୍ଡର
ଏବେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠର ନିକଟତର ହୋଇଛି । ଆଜି ପୁଣି ଫଟୋ ପଠାଇଛି ଲ୍ୟାଣ୍ଡର । ୨୩ ତାରିଖରେ ଚନ୍ଦ୍ରପୃଷ୍ଠରେ ସଫଳ ଲ୍ୟାଣ୍ଡିଂ କରିବ ଲ୍ୟାଣ୍ଡର । ଚନ୍ଦ୍ରଯାନ-୩ର ଲ୍ୟାଣ୍ଡର ଏବଂ ରୋଭର ଚନ୍ଦ୍ରପୃଷ୍ଠରେ ଓହ୍ଲାଇବା ପାଇଁ ମିଶନ ଶେଷ ପର୍ଯ୍ୟାୟରେ । ଚନ୍ଦ୍ରଯାନ ଲ୍ୟାଣ୍ଡ କରିବା…
ଚନ୍ଦ୍ରପୃଷ୍ଠରେ ଖସିପଡ଼ିଲା ଲୁନା-୨୫: ଲ୍ୟାଣ୍ଡର ୨୩ ତାରିଖ ସଂଧ୍ୟା ୬ଟା ୪ ମିନିଟ୍ ରେ ସଫ୍ଟ ଲ୍ୟାଣ୍ଡିଂ କରିବ
ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାକୁ ଯାଇଥିବା ରୁଷର ଚନ୍ଦ୍ର ମିଶନ୍ ଲୁନା-୨୫ ଯାନ୍ତ୍ରିକ ତ୍ରୁଟି ଫଳରେ ଚନ୍ଦ୍ରପୃଷ୍ଠରେ ଖସିପଡ଼ିଛି । ରୁଷର ମହାକାଶ ସଂସ୍ଥା ରସକସମସ୍ ଏନେଇ ସ୍ପଷ୍ଟ କରିଛି । ରୁଷ୍ ଅଗଷ୍ଟ ୧୧ ରେ ଲୁନା-୨୫ ଲଞ୍ଚ କରିଥିଲା ଓ ତାହା ଅଗଷ୍ଟ ୨୧ରେ ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାର ଥିଲା ।…
ଚନ୍ଦ୍ରଠାରୁ ମାତ୍ର ୨୫ କିଲୋମିଟର୍ ଦୂରରେ ‘ଲ୍ୟାଣ୍ଡର୍ ବିକ୍ରମ’
ଚନ୍ଦ୍ରର ନିକଟତର ହେଉଛି ‘ଲ୍ୟାଣ୍ଡର୍ ବିକ୍ରମ୍’ । ଚନ୍ଦ୍ରଠାରୁ ୨୫x୧୩୪ କିଲୋମିଟର୍ ଦୂର କକ୍ଷ ପଥରେ ରହି ଚନ୍ଦ୍ର ପରିକ୍ରମଣ କରୁଛି ଲ୍ୟାଣ୍ଡର । ଦ୍ବିତୀୟ ତଥା ଚୂଡ଼ାନ୍ତ ବେଗ ହ୍ରାସ ପ୍ରକ୍ରିୟା ସଫଳତାର ସହିତ ‘ଲ୍ୟାଣ୍ଡର୍ ମଡ୍ୟୁଲ୍’ କକ୍ଷପଥ ପରିସୀମା ୨୫x୧୩୪ କିଲୋମିଟର୍କୁ…
ବିକ୍ରମ ଲ୍ୟାଣ୍ଡର ପଠାଇଲା ଫଟୋ
ବିକ୍ରମ ଲ୍ୟାଣ୍ଡର ପଠାଇଲା ଫଟୋ । ଚନ୍ଦ୍ରର ନିକଟତର ହୋଇଛି ବିକ୍ରମ ଲ୍ୟାଣ୍ଡର । ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଲ୍ୟାଣ୍ଡର ବିକ୍ରମ ସଫ୍ଟ ଲ୍ୟାଣ୍ଡିଂ କରିବ । ସେଥିରୁ ପ୍ରଜ୍ଞାନ ବାହାରକୁ ଆସି ଚନ୍ଦ୍ର ପୃଷ୍ଟରୁ ପଠାଇବ ଆବଶ୍ୟକୀୟ ସୂଚନା । ଚନ୍ଦ୍ରପୃଷ୍ଠରେ ବୁଲି କରିବ ଗବେଷଣା ।…
ଚନ୍ଦ୍ରର ନିକଟତର ହେଉଛି ଲ୍ୟାଣ୍ଡର
ଚନ୍ଦ୍ରଠାରୁ ମାତ୍ର ୧୬୩ କିଲୋମିଟର ଦୂରରେ ରହିଛି ଚନ୍ଦ୍ରଯାନ-୩ । ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବ । ଚନ୍ଦ୍ରଯାନ-୩ରୁ ବିକ୍ରମ ଲ୍ୟାଣ୍ଡର ସଫଳତାର ସହ ଅଲଗା ହୋଇଛି । ଅଗଷ୍ଟ ୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁରେ…
ସଫଳତାର ପାହାଚ ଚଢୁଛି ଇସ୍ରୋ
ବେଙ୍ଗାଲୁରୁ: ସଫଳତାର ପାହାଚ ଚଢୁଛି ଇସ୍ରୋ । ଆଉ ମାତ୍ର ସପ୍ତାହେ ପରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଦିନକୁ ଦିନ ଚନ୍ଦ୍ରର ଖୁବ ନିକଟତର ହେବାରେ ଲାଗିଛି ଚନ୍ଦ୍ରଯାନ-୩ । ଆଜି ହେବ ପଞ୍ଚମ ଲୁନାର ମାନୋଭର ବା କକ୍ଷ ପରିବର୍ତ୍ତନ । କାଲି ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା…
ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩
ହାଇଦ୍ରାବାଦ: ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଚତୁର୍ଥ କକ୍ଷପଥ ପରିବର୍ତ୍ତନ କରିବ ଚନ୍ଦ୍ରଯାନ-୩ । ଏହାପରେ ଚନ୍ଦ୍ରଠୁ ଦୂରତା ଆହୁରି ହ୍ରାସ ପାଇବ । ଆସନ୍ତା ୧୬ତାରିଖରେ ପଞ୍ଚମ କକ୍ଷପଥ ପରିବର୍ତ୍ତନ କରାଯିବ ।୧୭ ଅଗଷ୍ଟରେ ପ୍ରପଲସନ ଓ ଲ୍ୟାଣ୍ଡର ମଡ୍ୟୁଲ ଅଲଗା ହେବେ । ୧୮…
ଚନ୍ଦ୍ରକୁ ଲୁନା-୨୫ ଉତ୍କ୍ଷେପଣ କଲା ରୁଷ୍
ମସ୍କୋ: ଋଷ ପୁଣି ଚନ୍ଦ୍ରକୁ ତାର ମହାକାଶ ଯାନ ଜୟଯାତ୍ରା ଆରମ୍ଭ କରିଛି । କିଛି ଦଶନ୍ଧି ନିରବ ରହିବା ପରେ ପୁଣି ଚନ୍ଦ୍ର ମିଶନ ଆରମ୍ଭ କରିଛି ଋଷ । ଚନ୍ଦ୍ରପୃଷ୍ଠକୁ ଦୀର୍ଘ ୪୭ ବର୍ଷ ପରେ ରୁଷ୍ ପୁଣି ମହାକାଶ ଯାନ ପ୍ରେରଣ କରିଛି। ଭୋଷ୍ଟୋଚିନି କସମୋଡ୍ରମରୁ ମହାକାଶ ଯାନ ସୋୟୁଜ ୨.୧…
ଚନ୍ଦ୍ରର ପ୍ରଥମ ଫଟୋ ପଠାଇଲା ଚନ୍ଦ୍ରଯାନ-୩
ଚନ୍ଦ୍ରଯାନ-୩ ଚନ୍ଦ୍ରର ପ୍ରଥମ ଫଟୋ ପଠାଇଛି। ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ ଚନ୍ଦ୍ରଯାନ ୩ ପ୍ରଥମ ଥର ପାଇଁ ଏକ ସ୍ପଷ୍ଟ ଚିତ୍ର ପଠାଇଛି । ଆଗକୁ ଆହୁରି ସ୍ପଷ୍ଟ ଚିତ୍ର ସହିତ ଅଧିକ ତଥ୍ୟ ପଠାଇବ ବୋଲି ଆଶା ପ୍ରକାଶ କରିଛନ୍ତି ବୈଜ୍ଞାନିକ । ଏଯାଏ ଚନ୍ଦ୍ରଯାନ-୩ର ସମସ୍ତ ପର୍ଯ୍ୟାୟ…