Trending
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
- ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ
- ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ
- କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ପୋଲିସ
Browsing Category
Tourism
News related to moving from one place to another place or movement outside their usual environment
ସ୍ପିଡ୍ ବୋଟ୍ ବୁଡ଼ି ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ
ଭିଏତନାମରେ ବଡ଼ ଅଘଟଣ । ସ୍ପିଡ୍ ବୋଟ୍ ବୁଡ଼ି ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ । ଉଦ୍ଧାର କାର୍ଯ୍ୟ ଜାରି । ଦକ୍ଷିଣ ଭିଏତନାମର ପ୍ରସିଦ୍ଧ ପୁ କ୍ଵୋକ ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ସ୍ପିଡ୍ ବୋଟ୍ ସମୁଦ୍ର ମଝିରେ ଓଲଟି ପଡ଼ିବା ଫଳରେ ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ଏହି…
ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ,୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ…
ଓଡ଼ିଶାର ସାଂସ୍କୃତିକ ଓ ଆଧ୍ୟାତ୍ମିକ ଇତିହାସରେ ଏକ ନୂତନ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ…
ଏଥର ରଜ ପର୍ବ ଉପଲକ୍ଷେ ସୋମବାରରେ ଖୋଲା ରହିବ ‘ନନ୍ଦନକାନନ’
ସୋମବାର (୧୫.୦୬.୨୦୨୬) ଦିନ ଖୋଲା ରହିବ ‘ନନ୍ଦନକାନନ’। ଏଥର ରଜ ପର୍ବ ଉପଲକ୍ଷେ ସୋମବାରରେ ଖୋଲା ରହିବ ‘ନନ୍ଦନକାନନ’ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ। ବାରଙ୍ଗ ସ୍ଥିତ ‘ନନ୍ଦନକାନନ’ ବୁଲିବାକୁ ମୁଖ୍ୟ ପର୍ବ ପର୍ବାଣୀ ରଜ,ଦଶହରା ଆଦି ସମୟରେ ପ୍ରବଳ ଭିଡ ହେଉଥିବା ଦେଖାଯାଏ। ଚଳିତ…
ଉତ୍ତରାଖଣ୍ଡ ଏବଂ ହିମାଚଳ ପ୍ରଦେଶରେ ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁ ପାହାଡ଼ୀ ରାସ୍ତାରେ ପ୍ରବଳ ଭିଡ଼…
ଉତ୍ତରାଖଣ୍ଡ ଏବଂ ହିମାଚଳ ପ୍ରଦେଶରେ ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁ ପାହାଡ଼ୀ ରାସ୍ତାରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ମନାଲୀ, ମସୂରୀରୁ ଆରମ୍ଭ କରି ନୈନୀତାଲ ପର୍ଯ୍ୟନ୍ତ ରାସ୍ତାରେ ପ୍ରବଳ ଭିଡ଼ ଲାଗି ରହିଛି। ଜୋଶୀମଠରେ ତ’ ସ୍ଥିତି ଆହୁରି ସଙ୍ଗୀନ ରହିଛି । କାରଣ ଚଳିତ…
ଓଡ଼ିଶାରେ ଚାଲିବ ଇଭି ବୋଟ୍,କୋଲାବ, ହୀରାକୁଦ, ଭିତରକନିକା ଓ ବରକୁଳ ପାଇଁ ଆହ୍ୱାନ ହେଲା ଟେଣ୍ଡର
ଓଡ଼ିଶାରେ ଚାଲିବ ଇଭି ବୋଟ୍ । ପ୍ରଥମ ପର୍ଯ୍ୟାୟରେ ୫ଟି ସ୍ଥାନରେ ହେବ ବ୍ୟବସ୍ଥା । ପାରମ୍ପରିକ ଓ ଡିଜେଲ ବୋଟ୍ ବଦଳରେ ଚାଲିବ ପରିବେଶ ଅନୁକୂଳ ବୈଦ୍ୟୁତିକ ବୋଟ୍ । କୋଲାବ, ହୀରାକୁଦ, ଭିତରକନିକା ଓ ବରକୁଳ ପାଇଁ ଆହ୍ୱାନ ହେଲା ଟେଣ୍ଡର । ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ OTDC ପକ୍ଷରୁ…
ରୋପ୍ ଓ୍ବେ ରେ ତ୍ରୁଟି ଯୋଗୁଁ ମଝି ଆକାଶରେ ଫସିଲେ ଶହ ଶହ ପର୍ଯ୍ୟଟକ
ଜମ୍ମୁ- କାଶ୍ମୀରର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ଗୁଲମାର୍ଗରେ ଏକ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି ଶହ ଶହ ପର୍ଯ୍ୟଟକ। ଯାନ୍ତ୍ରିକ ତ୍ରୁଟି କାରଣରୁ ସୋମବାର ଗୋଣ୍ଡୋଲା କେବୁଲ କାର୍ (ରୋପ୍ ଓ୍ବେ) ସେବା ବ୍ୟାଘାତ ହୋଇଥିଲା। ତ୍ରୁଟି କାରଣରୁ କେବୁଲ କାର ହଠାତ ବନ୍ଦ ହୋଇଯାଇଥିଲା । ଫଳରେ…
କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ
ମେ ୧ରୁ ଭିତରକନିକା ବନ୍ଦ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଭିତରକନିକା ବନ୍ଦ ରଖାଯିବ…
ନନ୍ଦନକାନନକୁ ୪ ଦିନିଆ ଗ୍ରସ୍ତରେ ଆସି ପହଞ୍ଚିଛନ୍ତି କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଦୁଇ ଜଣିଆ ଦଳ,ବିଭିନ୍ନ…
ପ୍ରାଣୀଉଦ୍ୟାନ ନନ୍ଦନକାନନକୁ ୪ ଦିନିଆ ଗ୍ରସ୍ତରେ ଆସି ପହଞ୍ଚିଛନ୍ତି କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ (CZA) ଦୁଇ ଜଣିଆ ଦଳ। ଦୁଇଜଣ ହେଉଛନ୍ତି, ଜଣେ ଅବସରପ୍ରାପ୍ତ ଭେଟେନାରି ଅଫିସର ଡ଼ ଜାକବ ଆଲେକଜାଣ୍ଡାର ଏବଂ ଅନ୍ୟ ଜଣେ ଅବସରପ୍ରାପ୍ତ ପିସିସିଏଫ କଣ୍ଡଲ ରାଓ। ମଙ୍ଗଳବାର ଏହି ଦଳ…
ରାଜ୍ୟର ପର୍ଯ୍ୟଟନ ପହଞ୍ଚିବ ବିଶ୍ୱ ସ୍ତରରେ ,ଥିଙ୍କ୍ ଇଣ୍ଡିଆ ଥିଙ୍କ୍ ଓଡ଼ିଶା’ ଥିମରେ ଦୌଡ଼ିବ ଓଡ଼ିଶା ପର୍ଯ୍ୟଟନ –…
ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ପାଲଟିବ ଓଡ଼ିଶା । ରାଜ୍ୟର ପର୍ଯ୍ୟଟନ ପହଞ୍ଚିବ ବିଶ୍ୱ ସ୍ତରରେ । ପର୍ଯ୍ୟଟନକୁ ବିଶ୍ବସ୍ତରୀୟ କରିବାକୁ ହେଉଛି ଯୋଜନା । କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ସବୁ ବିଭାଗର ସଚିବଙ୍କ ସହ ଆଲୋଚନାରେ ପର୍ଯ୍ୟଟନକୁ ଦିଆଯାଇଛି ଫୋକସ୍ ।…
ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
ନନ୍ଦନକାନନ ପାଇଁ ଖୁସି ଖବର । ଯାଇଥିଲେ ପୁରୁଣା, ଆସିଲେ ନୂଆ । ୧୫ ବଦଳରେ ଆସିଲେ ୧୧ । ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼ । ସଂଗରୋଧରେ ରହିବା ପରେ ଛଡ଼ାଯିବ ଖୁଆଡ଼ରେ । କର୍ତ୍ତୃପକ୍ଷଙ୍କ ଖୁସି କହିଲେ ନସରେ । ପର୍ଯ୍ୟଟକଙ୍କ ମଧ୍ୟରେ ରହିଛି ବେଶ୍ ଉତ୍କଣ୍ଠା । ନନ୍ଦନକାନନ ପ୍ରାଣୀ…