Browsing Category

Tourism

News related to moving from one place to another place or movement outside their usual environment

ବର୍ଷକୁ ୪୬ ଲକ୍ଷ ଯାତ୍ରୀଙ୍କୁ ସୁବିଧା ପ୍ରଦାନ କରିବ ପୁରୀର ଶ୍ରୀଜଗନ୍ନାଥ ବିମାନବନ୍ଦର

ପୁରୀରେ ବିମାନବନ୍ଦର ନିର୍ମାଣ କାମକୁ ଆହୁରି ବଳ ମିଳିପାରିଛି। କେନ୍ଦ୍ର ସରକାର ଏହି ପ୍ରକଳ୍ପକୁ ନୀତିଗତ ଅନୁମୋଦନ ‌ପ୍ରଦାନ କ‌ଲା ପରେ ଦେଶ-ବିଦେଶର ପର୍ଯ୍ୟଟକଙ୍କ ମନରେ ନୂତନ ଆଶା ସଞ୍ଚାର ହୋଇଛି। ଏହି ବିମାନବନ୍ଦର ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲା ପରେ ବର୍ଷକୁ ୪୬ ଲକ୍ଷ ଯାତ୍ରୀଙ୍କୁ…

ମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ

ଲୁଣି କୁମ୍ଭୀରଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଜନନ ଋତୁ ଯୋଗୁ ମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ;କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ସୋମବାର ଦିନ ସହକାରୀ ମୁଖ୍ୟ ବନ ସଂରକ୍ଷକ (ଏସିଏଫ) ମାନସ ଦାସ ଏନେଇ ସୂଚନା ପ୍ରଦାନ କରିଛନ୍ତି। ଏହି…

ଶିମିଳିପାଳ ଅଭୟାରଣ୍ୟକୁ ‘ଜାତୀୟ ଉଦ୍ୟାନ‘ର ମାନ୍ୟତା

ଦୀର୍ଘ ଦିନରୁ ହୋଇ ଆସୁଥିବା ଦାବି ପୂରା ହୋଇଛି। ଅପେକ୍ଷାର ଅନ୍ତ ଘଟିଛି। ଶିମିଳିପାଳ ଅଭୟାରଣ୍ୟକୁ ‘ଜାତୀୟ ଉଦ୍ୟାନ‘ର ମାନ୍ୟତା ମିଳିଛି। ଏନେଇ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଗୁରୁବାର ଦିନ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥି ସହିତ ରାଜ୍ୟର ଦ୍ବିତୀୟ ଓ ଦେଶର…

ପହଲଗାମ୍ ଆତଙ୍କୀ ହମଲା ପରେ କାଶ୍ମୀର ଛାଡ଼ୁଛନ୍ତି ପର୍ଯ୍ୟଟକ

ପହଲଗାମ୍ ଆତଙ୍କୀ ହମଲା ପରେ ଏବେ ଛାନିଆ କାଶ୍ମୀର ବୁଲି ଯାଇଖିବା ପର୍ଯ୍ୟଟକ । କେମିତି ଘରେ ପହଞ୍ଚିବେ ଏବଂ ସେମାନଙ୍କ ମୂଲ୍ୟବାନ ଜୀବନକୁ ସୁରକ୍ଷିତ ରଖି ନିଜ ଆତ୍ମୀୟଙ୍କ ପାଖରେ ପହଞ୍ଚିବାରେ ସକ୍ଷମ ହେବେ ଏବେ ସମସ୍ତଙ୍କୁ ସେହି ନିଶା ଘାରିଛି । ତେଣୁ ବୁଲା ବୁଲି ବନ୍ଦ କରି ବିଭିନ୍ନ…

ଦେଓମାଳୀରେ ରାତି ୮ରୁ ଭୋର ୫ଟା ଯାଏଁ ପର୍ଯ୍ୟଟକଙ୍କ ଗତିବିଧି ଉପରେ କଟକଣା ଲାଗୁ

ଓଡ଼ିଶାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଦେଓମାଳି ଉପରେ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଦେଓମାଳୀର ସ୍ୱଚ୍ଛତାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରିଛି। ଓଡ଼ିଶାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଦେଓମାଳୀରେ ରାତି ୮ରୁ ଭୋର ୫ଟା ଯାଏଁ…

ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା

ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ…

କାଳ ବୈଶାଖୀର ଆଶଙ୍କା ଥିବାରୁ ୨ ଦିନ ବନ୍ଦ ରହିବ ଶିମିଳିପାଳ

ପ୍ରବଳ ବର୍ଷା ଓ କାଳ ବୈଶାଖୀର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ। ଆଜି ୨୨ ଓ ଆସନ୍ତାକାଲି ୨୩ ତାରିଖ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ…

ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫

ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫ । ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି, ତୋଷାଳି ମେଳା ହେବ ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ ।…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚଟି ପର୍ଯ୍ୟଟନସ୍ଥଳୀ, ଯାହା ପର୍ଯ୍ୟଟକମାନଙ୍କ ମଧ୍ୟରେ ଅତ୍ୟନ୍ତ ଲୋକପ୍ରିୟ

ଓଡ଼ିଶାରେ ଅନେକ ସୁନ୍ଦର ଓ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ରହିଛି, ଯାହା ପ୍ରକୃତି, ସଂସ୍କୃତି ଏବଂ ଇତିହାସର ଏକ ଅନନ୍ୟ ସମ୍ମିଶ୍ରଣ ପ୍ରଦାନ କରେ। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ପାଞ୍ଚଟି ପର୍ଯ୍ୟଟନସ୍ଥଳୀର ତାଲିକା ଦିଆଯାଇଛି, ଯାହା ପର୍ଯ୍ୟଟକମାନଙ୍କ ମଧ୍ୟରେ ଅତ୍ୟନ୍ତ ଲୋକପ୍ରିୟ। ପୁରୀ :…

ବଜେଟ 2025-26 : ପର୍ଯ୍ୟଟନ ଶିଳ୍ପର ବିକାଶ ଲାଗି ୨୦ ହଜାର କୋଟି ଟଙ୍କା ବ୍ୟୟବରାଦ

ଚଳିତ ବଜେଟ୍ ରେ ପର୍ଯ୍ୟଟନ ଶିଳ୍ପକୁ ଫୋକସ୍ କରାଯାଇଛି। ଡେଷ୍ଟିନେସନ୍ ଟୁରିଜିମ୍ କୁ ଅଧିକ ଗୁରୁତ୍ଵ ଦିଆଯିବ। ୫୦ଟି ଟୁରିଷ୍ଟ ସାଇଟ୍ ର ବିକାଶ କରାଯିବ। ମେଡିକାଲ ଟୁରିଜିମ୍‌କୁ ଅଧିକ ଗୁରୁତ୍ଵ ଦିଆଯିବ। ପର୍ଯ୍ୟଟନ ଶିଳ୍ପର ବିକାଶ ଲାଗି ୨୦ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେପଟେ…