Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Browsing Category
Tourism
News related to moving from one place to another place or movement outside their usual environment
ଆସନ୍ତୁ ବୁଲି ଯିବା ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା କାଲିଗାଡୁ ହିଲଟପ
କରୋନା କାଳରେ କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ଲୁକ୍କାୟିତ ଅବସ୍ଥାରେ ଥିବା ପ୍ରାକୃତିକ ପର୍ଯ୍ୟଟନ ସ୍ଥଳକୁ ସ୍ଥାନୀୟ ଅଞ୍ଚଳର ଯୁବ ଗୋଷ୍ଠୀ ବାହାର କରିବା ସହ ସୋସିଆଲ ମିଡ଼ିଆରେ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟର ଫୋଟ ଭିଡିଓ ଛାଡ଼ି ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରିପାରିଛନ୍ତି। ଏହି ଭଳି…
ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
ଉତ୍ସବ ଋତୁରେ ଯାତ୍ରୀମାନଙ୍କ ପାଇଁ ଏକ ଉତ୍ତମ ଉପହାର , ଯାହା ସାରା ଦେଶରେ ଜାତୀୟ ରାଜପଥ ଏବଂ ଜାତୀୟ ଏକ୍ସପ୍ରେସୱେରେ ବର୍ଷସାରା ସୁଗମ ଯାତ୍ରାକୁ ସକ୍ଷମ କରିବ। ବାର୍ଷିକ ପାସ୍ ରାଜମାର୍ଗଯାତ୍ରା ଆପ୍ ମାଧ୍ୟମରେ ଉପହାର ଆପଣ ପ୍ରିୟଜନଙ୍କୁ ଦେଇପାରିବେ । ଆପରେ 'ପାସ୍ ଯୋଡନ୍ତୁ' ବିକଳ୍ପରେ…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ । ଆଜି ସକାଳ ୬ ଟାରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲାଯାଇଛି । ଦୁଇଟି ଗେଟରେ ପର୍ଯ୍ୟଟକ ଭିତରକୁ ପ୍ରବେଶ କରିପାରିବେ । ପିଠାବଟା ଓ କାଲିଆଣୀ ଏହି ଦୁଇ ଫାଟକରେ ପ୍ରବେଶ କରିବେ । ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା…
ରାଜ୍ୟରେ ପର୍ଯ୍ୟଟନର ବିକାଶ ପାଇଁ ୩ଟି ଏମ୍ଓୟୁ ସ୍ବାକ୍ଷରିତ
ରାଜ୍ୟରେ ପର୍ଯ୍ୟଟaନର ବିକାଶ ପାଇଁ ଆଜି ଲୋକସେବା ଭବନରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ୩ଟି ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ…
ଡୁଲୁରୀ ପାଇନବଣରେ ପର୍ଯ୍ୟଟକଙ୍କ ପାଇଁ କରାଗଲା ‘ଆଇ ଲଭ ଦାରିଙ୍ଗବାଡ଼ି’ ଉଲ୍ଲେଖ ଥିବା ଏକ ସେଲ୍ଫି ପଏଣ୍ଟ
ସେପ୍ଟେମ୍ବରଠାରୁ ପର୍ଯ୍ୟଟକଙ୍କ ଦାରିଙ୍ଗବାଡ଼ି ଆଗମନ ହେବ। ଏଥିପାଇଁ ପର୍ଯ୍ୟଟକମାନେ ବିଭିନ୍ନ ହୋଟେଲ, ଲଜ, କଟେଜ, ରିସର୍ଟ ଆଦି ବୁକିଂ ଆରମ୍ଭ କଲେଣି। ଦାରିଙ୍ଗବାଡ଼ି ବୁଲି ଆସିବାକୁ ପର୍ଯ୍ୟଟକ ଯେତିକି ବ୍ୟାକୁଳ ଏବେ ତାହା ଠାରୁ ଅଧିକ ଦାରିଙ୍ଗବାଡ଼ିର ଜନସାଧାରଣ ଓ ପ୍ରଶାସନ।
ପ୍ରକାଶ…
ନଭେମ୍ବର ୧୫ରୁ ଆରମ୍ଭ ହେବ ଇକୋ ରିଟ୍ରିଟ୍
ଚଳିତବର୍ଷ ନଭେମ୍ବର ୧୫ରୁ ଆରମ୍ଭ ହେବ ଇକୋ ରିଟ୍ରିଟ୍। ଏବେଠାରୁ ପର୍ଯ୍ୟଟନ ବିଭାଗ ପ୍ରସ୍ତୁତି ସହିତ ଅନ୍ଲାଇନ ବୁକିଂ ଆରମ୍ଭ କରିଦେଲାଣି। ଚଳିତବର୍ଷ କୋଣାର୍କ, ଦାରିଙ୍ଗବାଡ଼ି, ହୀରାକୁଦ, ସାତକୋଶିଆ, ଭିତରକନିକା, ପାତିସୋନାପୁର ଏବଂ ପୁଟସିଲ୍ରେ ଇକୋ ରିଟ୍ରିଟ୍ କରାଯିବ। ୬ଟି ସ୍ଥାନରେ…
ବେଳାଭୂମିରେ ଗାଧୋଇବା ବେଳେ ଭାସିଗଲେ ୩ ପର୍ଯ୍ୟଟକ , ଜଣେ ମୃତ, ଜଣେ ନିଖୋଜ
ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ। ଜଣେ ମୃତ, ଜଣେ ନିଖୋଜ। ଓଡ଼ିଶା -ପଶ୍ଚିମବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଗାଧୋଇବା ବେଳେ ଘଟିଛି ଏଭଳି ଅଘଟଣ। ୩ ପର୍ଯ୍ୟଟକ ଭାସିଯାଇଥିବା ପ୍ରଶାସନ ପକ୍ଷରୁ ସ୍ପିଡ୍ ବୋଟ ଜରିଆରେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ଯୁବକ ନିଖୋଜ…
ଆଜି ଠାରୁ ପୁଣି ଥରେ ଚାରିଧାମ ପାଇଁ ଆରମ୍ଭ ହେଲା ହେଲିକପ୍ଟର ସେବା
ଚାରିଧାମ ପାଇଁ ମଙ୍ଗଳବାରଠାରୁ ହେଲିକପ୍ଟର ସେବା ପୁନଃ ଆରମ୍ଭ ହୋଇଛି। ଜୁନ୍ ୧୫ ତାରିଖରେ କେଦାରନାଥ ଧାମ ଅଞ୍ଚଳରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣା ପରେ ଚାରିଧାମ ପାଇଁ ହେଲି ସେବା ବନ୍ଦ କରିଦିଆଯାଇଥିଲା। ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳ ବିକାଶ ପ୍ରାଧିକରଣର ସିଇଓ ସୋନିକା କହିଛନ୍ତି…
ଆଜି ପର୍ଯ୍ୟଟକଙ୍କ ପାଇଁଁ ବନ୍ଦ ରହିବ ନନ୍ଦନକାନନ
ଆଜି ମଙ୍ଗଳବାର ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଭିଦ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁଁ ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି। ସୂଚନା ଥାଉକି, ଏଥର ଶେଷରଜ ସୋମବାର ପଡିଥିଲା। ନନ୍ଦନକାନନ ସୋମବାର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହୁଥିବାବେଳେ ଚଳିତ…
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ରେକର୍ଡ ପର୍ଯ୍ୟଟକ ବୁଲିଛନ୍ତି
ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଉଦ୍ଦିଷ୍ଟ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ରେକର୍ଡ ପର୍ଯ୍ୟଟକ ବୁଲିଛନ୍ତି। ଗଣପର୍ବ ‘ରଜ’ ଅବସରରେ ପର୍ଯ୍ୟଟକମାନେ ଆଜି ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲିଛନ୍ତି। ସବୁଠାରୁ ବଡ଼ କଥା ହେଲା ପର୍ଯ୍ୟଟକମାନେ ଭଲ ବୁଲିବାର କାରଣ…