Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Trends
All trending news will be updated in daily basis
ବିଧାନସଭାରେ ଉଠିଲା ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦ
ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ବିରୋଧୀମାନେ ବିଧାନସଭାରେ ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ଗୃହରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ଏହାକୁ ନେଇ ପ୍ରବଳ ହଟ୍ଟଗୋଳ ହେବା ଯୋଗୁ ଅପରାହ୍ଣ ୪ ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।
ବିରୋଧୀ ଦଳ…
ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି: ୫ରୁ ଦର୍ଶନ ବନ୍ଦ
ରାମନବମୀ ତିଥିରେ ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମ ନୀତି ପାଳନ ହେବ। ଶ୍ରୀମନ୍ଦିରକୁ ମଧ୍ୟାହ୍ନଧୂପ ଛେକ ପ୍ରବେଶ ପରେ ପରେ ଏହି ନୀତି ପାଳନ କରାଯିବ। ପ୍ରାୟ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଜନ୍ମ ନୀତି ଶେଷ ପରେ ରାତି ୮ଟା ପରେ ପୁନର୍ବାର ଦର୍ଶନ…
ପୁରୀରେ ଜୁଆ ଖେଳକୁ ନେଇ ବୁଲିଲା ଖଣ୍ଡା, ବୋହିଲା ରକ୍ତ
ପୁରୀ: ପୁରୀରେ ପୁଣି ବୁଲିଛି ଖଣ୍ଡା ବୋହିଛି ରକ୍ତ । ଜୁଆ ଖେଳକୁ ନେଇ ଗଣ୍ଡଗୋଳ ରେ ଫାଟିଛି ମୁଣ୍ଡ । ପୁରୀ ମାର୍କେଟ ଛକ ନିକଟରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ଠେଙ୍ଗାବାଡ଼ି ଓ କାଚ ବୋତଲ ଆକ୍ରମଣରେ ୩ ଜଣ ଆହତ ହୋଇ ୨ ଗୁରୁତର କଟକ ଏସସିବି ସ୍ଥାନାନ୍ତର ହୋଇଥିବାବେଳେ ଜଣେ…
ଡ୍ରାଇଭର ମହାସଂଘ ଧାରଣା : ପରୀକ୍ଷାର୍ଥୀ ଚିନ୍ତାରେ
ବିଭିନ୍ନ ଦାବି ପୂରଣ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତା କାଲି ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବ। ମାର୍ଚ୍ଚ ୧୫ଠାରୁ ଆରମ୍ଭ ହେବାକୁ ଥିବା ଏହି ଆନ୍ଦୋଳନ ପାଇଁ ମହାସଂଘ ଚେତାବନୀ ଦେଇଛି। ଯାହା କୁ ନେଇ ଚାରିଆଡେ ଚର୍ଚା । ଆସନ୍ତାକାଲି ଦଶମ ପରୀକ୍ଷା ଥିବାରୁ ଛାତ୍ରଛାତ୍ରୀମାନେ…
ଇମ୍ରାନଙ୍କ ଗିରଫଦାରି ସମ୍ଭାବନା
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ପିଟିଆଇ ର ମୁଖ୍ୟ ଇମ୍ରାନ ଖାଁଙ୍କୁ ଗିରଫ ଡର । ଏବେ ଘରେ ପ୍ରବେଶ କରିଛି ପୁଲିସ୍ । ପୁଲିସ ଇମ୍ରାନଙ୍କ ବାସଭବନରେ ପ୍ରବେଶ କରିସାରିଛି ଓ ଯେକୌଣସି ସମୟରେ ତାଙ୍କର ଗିରଫଦାରି ହୋଇପାରେ ବୋଲି ସେଠାକାର ଗଣମାଧ୍ୟମରେ ଖବର ପ୍ରକାଶିତ ହେଉଛି ।ସେପଟେ…
ବିଶ୍ବ ଟେଷ୍ଟ୍ ଚାମ୍ପିଅନସିପ୍ ଫାଇନାଲ୍ରେ ଭାରତ – ଅଷ୍ଟ୍ରେଲିଆ ଫାଇନାଲ୍
ଶେଷରେ ଭାରତକୁ ଭାଗ୍ୟ ସାଥ ଦେଇଛି । ନ୍ୟୁଜିଲାଣ୍ଡଠାରୁ ଶ୍ରୀଲଙ୍କା ହାରିବା ପରେ ଭାରତକୁ ଫାଇଦା ମିଳିଛି । ଚତୁର୍ଥ ମ୍ୟାଚ୍କୁ ଅମୀମାଂସିତ ରଖିବା ପରେ ଭାରତ ଲଗାତାର ଚତୁର୍ଥ ଥର ପାଇଁ ବର୍ଡର-ଗାଭାସ୍କର ଟ୍ରଫି ଜିତିଛି। କିନ୍ତୁ ଖ୍ରୀଷ୍ଟଚର୍ଚ୍ଚରେ ଚାଲିଥିବା ନ୍ୟୁଜିଲାଣ୍ଡ୍ ବିପକ୍ଷ…
ସିଙ୍ଗାପୁର- ଭାରତ ହକାଥନ୍ 2023 ଉଭୟ ଦେଶର ସହଭାଗିତାକୁ ଆହୁରି ସୁଦୃଢ କରିବାରେ ସହାୟକ ହେବ
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀ ଠାରେ ସିଙ୍ଗାପୁରର ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କ ସହ ସିଙ୍ଗାପୁର - ଭାରତ ହକାଥନ୍ 2023 ଲୋକାର୍ପଣ କରିଛନ୍ତିI
ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି…
ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା
ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା । ଝଡ଼ ପ୍ରଭାବରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି। ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ…
ମନୀଷ ସିଷୋଦିଆ ଗିରଫ ହେବା ପରେ ଆପ ପକ୍ଷରୁ ବିଭିନ୍ନ ସ୍ଥାନରେ ଧାରଣା
ମଦ ଘୋଟାଲା ମାମଲାରେ ଦିଲ୍ଲୀ ଡେପୁଟି ସିଏମ୍ ମନୀଷ ସିଷୋଦିଆ ଗିରଫ ହେବା ପରେ ଆପ ପକ୍ଷରୁ ବିଭିନ୍ନ ସ୍ଥାନରେ ଧାରଣା ଦିଆଯାଇଛି । ଦୀର୍ଘ ୮ ଘଣ୍ଟାର ଜେରା ପରେ ଶେଷରେ ଗିରଫ କରିଥିଲା । ମନୀଷଙ୍କୁ ପଚରାଉଚରା କରିବା ପାଇଁ ସିବିଆଇ ପୂର୍ବରୁ ପ୍ରଶ୍ନ ତିଅାର କରିଥିବା ବେଳେ ପ୍ରଶ୍ନର ଉତ୍ତର…
ଭାରତରେ ଆଜି ପହଞ୍ଚିବେ ଆଉ ୧୨ ଚିତା
ଭାରତରେ ଆଜି ପହଞ୍ଚିବେ ଆଉ ୧୨ ଚିତା । ଦକ୍ଷିଣ ଆଫ୍ରିକାରୁ ମଧ୍ୟପ୍ରଦେଶର ଭୋପାଳର କୁନୋ ନ୍ୟାସନାଲ ପାର୍କରେ ପହଞ୍ଚିବେ ଏହି ୧୨ ଚିତା । ଗୁରୁବାର ଦିନ ୧୨ ଚିତା ସହ ଭାରତୀୟ ବାୟୁସେନାର ବିମାନ ଦକ୍ଷିଣ ଆଫ୍ରିକାରୁ ବାହାରି ସାରିଛି । ପାଖାପାଖି ୮ହଜାର କିଲୋମିଟର ଯାତ୍ରା କରି ୫ଟି ଅଣ୍ଡିରା…