Browsing Category

Trends

All trending news will be updated in daily basis

ଦୁଇ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ରାୟଗଡ଼ା ହୋଟେଲରେ ୨ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚା ହେବା ପରେ ରାଜ୍ୟରେ ଏହି ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରିବ । ରୁଷୀୟ ସାଂସଦ ପାଭେଲ ଆଣ୍ଟୋଭ ଓ ତାଙ୍କ ବନ୍ଧୁଙ୍କ ମୃତ୍ୟୁ ହେବାକୁ ନେଇ ଏବେ ଯାଂଚ ହେବ । ଘଟଣାରେ କ୍ରାଇମବ୍ରାଞ୍ଚ…

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ  ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବାର ସୂଚନା ମିଳିଛି । ୟୁପି ସ୍କୁଲ ଶିକ୍ଷକଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ଅବଧି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ବେଳେ  ଅନୁଦାନପ୍ରାପ୍ତ ବେସରକାରୀ…

ତାଲିବାନ ଶାସକଙ୍କ ବିରୋଧରେ ମହିଳା ରାଜରାସ୍ତାକୁ ଓହ୍ଲାଇଲ

କାବୁଲ: ଆଫଗାନିସ୍ତାନରେ ଏବେ ତାଲିବାନ ଶାସନକୁ ଡରୁନାହାଁନ୍ତି ମହିଳା । ନିଜ ଜୀବନକୁ ବାଜି ଲଗାଇ ରାସ୍ତାକୁ ଆସି ଆନ୍ଦୋଳନ କରିବା ଆରମ୍ଭ କରିଛନ୍ତି । ମହିଳାଙ୍କ ପ୍ରତି ହେଉଥିବା ଅନ୍ୟାୟ ବିରୋଧରେ ସେମାନେ ଧାରଣା ଦେଉଛନ୍ତି । ମହିଳା ଅଧିକାରକୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି

ଆମେରିକାରେ ତୁଷାର ଝଡ଼, 40 ମୃତ

ଆମେରିକାରେ ଏବେ ବରଫ ଝଡ଼ ଲୋକଙ୍କ ଆଖିରୁ ନିଦ ହଜାଇଦେଇଛି । ବିଭିନ୍ନ ଅଞ୍ଚଳରେ ତୁଷାର ଝଡ଼ରେ ମୃତ୍ୟୁ ସଂଖ୍ୟା 40 ଟପିଲାଣି । ଏମିତି ତାପମାତ୍ରା ହ୍ରାସ ପାଇଛି ଯେ ଖ୍ରୀଷ୍ଟମାସ ପାଇଁ ଉତ୍ସବ ମନାଇବା ଅସମ୍ଭବ ଲୋକଙ୍କ ପାଇଁ ଅସମ୍ଭବ ହୋଇପଡିଛି। ହଜାର ହଜାର ସଂଖ୍ୟକ ଲୋକ ବିଭିନ୍ନ

୩ ଦିନିଆ ସିବିଆଇ ହେପାଜତକୁ ଗଲେ ଚନ୍ଦା କୋଚ୍ଚର

ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର ଏବେ ସିବିଆଇ ହେପାଜାତରେ । କେବଳ ସେ ନୁହଁନ୍ତି ତାଙ୍କ ସ୍ୱାମୀ ଦୀପକ କୋଚ୍ଚରଙ୍କୁ ମଧ୍ୟ ୩ଦିନିଆ ସେଣ୍ଟ୍ରାଲ୍ ଇନଭେଷ୍ଟିଗେସନ୍ ବ୍ୟୁରୋ (ସିବିଆଇ) ହେପାଜତକୁ ପଠାଇଛନ୍ତି। କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା କୋର୍ଟଙ୍କୁ କହିଥିଲେ ଯେ

ଆଠ ଯୋଡ଼ା ଗୁରୁତ୍ୱପୂର୍ଣ୍ଣ ଟ୍ରେନରେ ଅଧିକ କୋଚ୍ ସ୍ଥାୟୀ ଭାବରେ ଯୋଡାଯିବ

ଦୈନିକ ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ଗୁରୁତ୍ୱପୂର୍ଣ୍ଣ ଟ୍ରେନ ମାନଙ୍କରେ ଅଧିକ କୋଚ୍ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ପୁରୀ, ଭୁବନେଶ୍ୱର ଏବଂ ସମ୍ବଲପୁରରୁ ଛାଡୁଥିବା ଗୁରୁତ୍ୱପୂର୍ଣ୍ଣ ଟ୍ରେନରେ ଅଧିକ କୋଚ୍

ରାହୁଲ ଗାନ୍ଧିଙ୍କୁ କଡ଼ା ସମାଲୋଚନା କଲେ ଜୟଶଙ୍କର

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡା ସମାଲୋଚନା କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର । ଅରୁଣାଚଳ ସୀମାରେ  ଭାରତ-ଚାଇନା ସଂଘର୍ଷକୁ ନେଇ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ସେ ନିନ୍ଦା କରିଛନ୍ତି । କଂଗ୍ରେସ ନେତା ରାହୁଲ ଗାନ୍ଧି ମୋଦି ସରକାରଙ୍କୁ ଟାର୍ଗେଟ କରିଥିବା

ବିଶ୍ୱକପ ହକି ପାଇଁ ଆଜିଠୁ ଅଫ୍‌ଲାଇନ୍ ଟିକେଟ ବିକ୍ରି ଆରମ୍ଭ

ଭୁବନେଶ୍ବର: ଆରମ୍ଭ ହୋଇଛି ହକି ବିଶ୍ବକପ ପାଇଁ ଟିକେଟ ବିକ୍ରି । ଜାନୁଆରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଥିବା ବିଶ୍ୱକପ ହକି ପାଇଁ ଆଜିଠୁ ଅଫ୍‌ଲାଇନ୍ ଟିକେଟ ବିକ୍ରି ଆରମ୍ଭ ହୋଇଛି। ଉଭୟ ଭୁବନେଶ୍ୱର ଓ ରାଉଲକେଲାରେ ବିକ୍ରି ହେଉଛି ଏହି ଟିକେଟ୍। ଭୁବନେଶ୍ୱର କଳିଙ୍ଗ

ମଶା ପାଇଁ କୋଲକାତା ମଡେଲକୁ ଆପଣାଇବ ବିଏମସି

ଭୁବନେଶ୍ବର: ରାଜଧାନୀରେ ମଶାଙ୍କ ଉତ୍ପାତ ବଢ଼ି ବଢ଼ିଚାଲିଛି । ଯେଉଁଠି ଦେଖିବ ସେଠି କୁଢ଼ କୁଢ଼ ମଶା । ଘର ହେଉ ଅବା ନାଳନର୍ଦ୍ଦମା ସବୁଠି ମଶା ହାଉଯାଉ ହେଉଛନ୍ତି ରାଜଧାନୀ ଭୁବନେଶ୍ବରରେ । ଦିନ ହେଉ ଅବା ରାତି ରାଜଧାନୀବାସୀ ମଶାଙ୍କ କାମୁଡା ଖାଇ ହନ୍ତସନ୍ତ ହେଉଛନ୍ତି । ମଶାଙ୍କ

ଫାଇନାଲ ଯିବା ଆଶାରେ ମେସି, ଆଜି ଆର୍ଜେଣ୍ଟିନାକୁ ଟକ୍କର ଦେବ କ୍ରୋଏସିଆ

ଆଜିଠୁ ଫିଫା ବିଶ୍ବକପ୍‌ର ସେମିଫାଇନାଲ୍‌ । ପ୍ରଥମ ମ୍ୟାଚ୍‌ରେ ମେସିଙ୍କ ଆର୍ଜେଣ୍ଟିନା ସହିତ କ୍ରୋଏସିଆର ମୁକାବିଲା ହେବ। ସେହିପରି ପୂର୍ବତନ ବିଜେତା ଫ୍ରାନ୍ସ ଓ ଚଳିତ ବର୍ଷର ବଡ଼ ବିପର୍ଯ୍ୟୟକାରୀ ମରକ୍କୋ ମଧ୍ୟରେ ବୁଧବାର ଦ୍ବିତୀୟ ସେମିଫାଇନାଲ୍‌ ମ୍ୟାଚ୍ ଖେଳାଯିବ। ଫ୍ରାନ୍ସ ଓ