Browsing Category

Trends

All trending news will be updated in daily basis

ପାକିସ୍ତାନର ପରାଜୟ ପରେ ଦଳକୁ ଚାରିଆଡୁ ଉପହାସ କରାଯାଉଛି

ପର୍ଥ: ଚଳିତ ‌ଟ୍ବେଣ୍ଟି-୨୦ ବିଶ୍ବକପ୍‌ରେ ପାକିସ୍ତାନର ପରାଜୟ ପରେ ଏବେ ପାକିସ୍ତାନ ଖେଳାଳିଙ୍କୁ ସୋସିଆଲ ମିଡିଆରେ ଜବରଦସ୍ତ ଉପହାସ କରାଯାଉଛି । https://twitter.com/virendersehwag/status/1585646667315179521?s=20&t=SGEm8n1cA-zX0RfrM9_ASg

ଆଜି  ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ

ଆଉ କିଛି ଘଣ୍ଟା ପରେ  ବାଜିବ ୧୭ ବର୍ଷରୁ କମ୍ ଫିଫା ଫୁଟବଲ୍‌ ବିଶ୍ୱକପ ବିଗୁଲ୍ । ରାଜଧାନୀ ଭୁବନେଶ୍ବରରେ ଆରମ୍ଭ ହେବ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ । ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ଖେଳାଳି ଓ ପ୍ରଶଂସକମାନଙ୍କ ପାଇଁ ସଜେଇ ହୋଇଛି କଳିଙ୍ଗ ଷ୍ଟାଡିୟମ୍ ।

କର୍ଣ୍ଣାଟକର ମାଣ୍ଡ୍ୟାରେ କଂଗ୍ରେସ ‘ଭାରତ ଯୋଡା ଯାତ୍ରା’ରେ ଯୋଗ ଦେଲେ ସୋନିଆ ଗାନ୍ଧୀ

ମାଣ୍ଡ୍ୟା: କର୍ଣ୍ଣାଟକର ମାଣ୍ଡ୍ୟାରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଇଛନ୍ତି । ସେପ୍ଟେମ୍ବର 30 ରେ ଏହି ଯାତ୍ରା କର୍ଣ୍ଣାଟକରେ ପ୍ରବେଶ କରିଥିଲା। କଂଗ୍ରେସ ସୁପ୍ରିମୋ ତାଙ୍କ ପୁଅ ତଥା କଂଗ୍ରେସ ସାଂସଦ ରାହୁଲ

ପ୍ରଥମ ଟି-ଟ୍ୱେଣ୍ଟି ଜିତିଲା ଭାରତ

ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୮ ୱିକେଟରେ ହରାଇ ବିଜୟୀ ହୋଇଛି ଭାରତ। ଫଳରେ ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍‌ରେ ଭାରତ ୧-୦ରେ ଆଗୁଆ ହୋଇଛି। ୧୬.୪ ଓଭରରେ ଭାରତ ୨ ୱିକେଟ ହରାଇ ୧୧୦ ରନ୍ କରି ବିଜୟଲାଭ କରିଛି ।

ବିଜେପି ଫୋକସରେ ଓଡ଼ିଶା

ଓଡ଼ିଶା ଉପରେ ଏବେ ବିଜେପିର ଆଖି। ଆଉ ଦେଢ଼ ବର୍ଷ ରହିଲା ସାଧାରଣ ନିର୍ବାଚନ । ତା ପୂର୍ବରୁ ଦଳ ସଜାଡିବାକୁ ବିଜେପି ଏବେ ସଂଗଠନ ସଜାଡିବାକୁ ଲାଗିିଛି । ଓଡ଼ିଶା ପାଇଁ ନୂଆ ପ୍ରଭାରୀ ସୁନିଲ ବଂଶଲଙ୍କୁ ନିଯୁକ୍ତି ଦିଆଯିବା ପରେ ଏବେ ରାଜ୍ୟକୁ କେନ୍ଦ୍ରମନ୍ତ୍ରୀଙ୍କ ଘନ ଘନ ଗସ୍ତ ହେଉଛି ।

ଇଂଲଣ୍ଡ୍‌ର ରାଣୀ ଦ୍ବିତୀୟ ଏଲିଜାବେଥ୍‌ଙ୍କ ପରଲୋକରେ ବିଶ୍ବନେତାଙ୍କ ଶୋକ ପ୍ରକାଶ

ଇଂଲଣ୍ଡ୍‌ର ରାଣୀ ଦ୍ବିତୀୟ ଏଲିଜାବେଥ୍‌ଙ୍କ ମୃତ୍ୟୁରେ ସାରା ବିଶ୍ବରେ ଗଭୀର ଶୋକ ପ୍ରକାଶ ପାଇଛି । ଇଂଲଣ୍ଡ୍‌ର ରାଣୀ ଦ୍ବିତୀୟ ଏଲିଜାବେଥ୍‌ଙ୍କ ମୃତ୍ୟୁ ଘଟଣା ପରେ ଭାରତର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଅନ୍ୟାନ୍ୟ ବିଶ୍ବ ନେତାମାନେ ଶୋକବ୍ୟକ୍ତ କରିଛନ୍ତି।

ପ୍ର ପିଏମ ଶ୍ରୀ ସ୍କୁଲ: ପ୍ରତି ବ୍ଲକରେ ସର୍ବାଧିକ ୨ଟି ସ୍କୁଲ ବିକଶିତ କରାଯିବ

ପ୍ରଧାନମନ୍ତ୍ରୀ ସ୍କୁଲ ଫର୍‌ ରାଇଜିଂ ଇଣ୍ଡିଆ(ପିଏମଶ୍ରୀ) ଯୋଜନାରେ ସାରା ଦେଶରେ ବିକଶିତ ହେବ ସ୍କୁଲ । ପିଏମ ଶ୍ରୀ ସ୍କୁଲ ଦେଶର ସର୍ବଶ୍ରେଷ୍ଠ ବିଦ୍ୟାଳୟ ହେବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଗାମୀ ୫ ବର୍ଷ

ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇଲେ ୪୬ ଶିକ୍ଷକ

ଆଜି ପବିତ୍ର ଗୁରୁ ଦିବସ । ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଗୁରୁଙ୍କୁ ସମ୍ମାନ ଦେବା ପାଇଁ ଏହି ଉତ୍ସବ ଆୟୋଜନ ହେଉଛି ସାରା ଭାରତରେ । ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର ଗୁରୁ ସାକ୍ଷାତ୍ ପରଂବ୍ରହ୍ମ.. ତସ୍ମୈ ଶ୍ରୀଗୁରବେ ନମଃ । ଅଜ୍ଞାନ ରୂପକ

ଭାରତକୁ ୫ ୱିକେଟ୍‌ରେ ହରାଇଲା ପାକିସ୍ତାନ

ଦୁବାଇରେ ଭାରତକୁ ୫ ୱିକେଟ୍‌ରେ ହରାଇଛି ପାକିସ୍ତାନ । ପାକିସ୍ତାନ ଆଗରେ ୧୮୨ ରନ୍‌ ବିଜୟ ଲକ୍ଷ୍ୟ ଦେଇଥିଲା ଭାରତ । ଟସ୍ ଜିତିବା ପରେ ପ୍ରଥମେ ବୋଲିଂ କରିଥିବା ପାକିସ୍ତାନ ଆଗରେ ୧୮୨ ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା ଭାରତ। ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍ ହରାଇ ୧୮୧ ରନ୍ କରିଥିଲା

ଫାଇନାଲ୍‌ରେ ତେଲୁଗୁ ଯୋଦ୍ଧାସ୍‌କୁ ହରାଇ ଜଗରନଟ୍ସ ଚାମ୍ପିଅନ

ତେଲୁଗୁ ଯୋଦ୍ଧାସ୍‌କୁ ମାତ୍ର ୧ ପଏଣ୍ଟ୍‌ରେ ପରାସ୍ତ କରି ଓଡ଼ିଶା ଜଗରନଟ୍ସ ଖୋ ଖୋ ଲିଗ୍ ‘ଅଲ୍ଟିମେଟ୍ ଖୋ ଖୋ’ ଚାମ୍ପିଅନ ହୋଇଛି । ‘ଅଲ୍ଟିମେଟ୍ ଖୋ ଖୋ’ର ଆକର୍ଷଣୀୟ ଟ୍ରଫି ସହ ଓଡ଼ିଶା ଜଗରନଟ୍ସ ମଧ୍ୟ ୧ କୋଟି ଟଙ୍କାର ଆର୍ଥିକ ପୁରସ୍କାର ଲାଭ କରିଛି।