Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Browsing Category
Trends
All trending news will be updated in daily basis
ପେଗାସସ୍ ମାମଲାରେ ଜବତ ଫୋନରୁ ମିଳିନି ପେଗାସସ୍ ପ୍ରମାଣ !
ପେଗାସସ୍ ମାମଲାରେ ଟେକ୍ନିକାଲ୍ କମିଟି ଦ୍ୱାରା ଦାଖଲ ରିପୋର୍ଟ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଯେଉଁ ରିପୋର୍ଟରେ କୁହାଯାଇଛି, କମିଟିକୁ ୨୯ଟି ମୋବାଇଲ୍ ଫୋନ୍ ଦିଆଯାଇଥିଲା । ଯେଉଁଥିରୁ ୫ଟିରେ ମାଲୱେର୍ ରହିଛି । ତେବେ କୁହାଯାଇ ପାରିବ ନାହିଁ ପେଗାସସ ଦ୍ୱାରା ତଥ୍ୟ ଚୋରି!-->…
ଶ୍ରମମନ୍ତ୍ରୀ ସମ୍ମିଳନୀକୁ ଉଦ୍ବୋଧନ ଦେବେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ୪.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀମାନଙ୍କୁ ନେଇ ଆୟୋଜିତ ଜାତୀୟ ଶ୍ରମ ସମ୍ମେଳନରେ ଉଦବୋଧନ ଦେବେ । କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରାଳୟଙ୍କ ଦ୍ୱାରା ଆନ୍ଧ୍ରପ୍ରଦେଶର ତିରୁପତି!-->…
ଭୁବନେଶ୍ବର, ରାଉରକେଲାରେ ହକି ପ୍ରୋ ଲିଗ୍
ଏଫ୍ଆଇଏଚ୍ ପ୍ରୋ ଲିଗ୍ ହକି ପ୍ରତିଯୋଗିତା ଭୁବନେଶ୍ବର ସହ ରାଉରକେଲାରେ ଖେଳାଯିବ। ଉଭୟ ଭେନ୍ୟୁରେ ପ୍ରୋ ଲିଗ୍ର ମୋଟ ୧୨ ମ୍ୟାଚ୍ ଆୟୋଜିତ ହେବ।
ଜାନୁଆରି, ୨୦୨୩ରେ ଖେଳାଯିବାକୁ ଥିବା ପୁରୁଷ ହକି ବିଶ୍ବକପ୍ ପାଇଁ ପ୍ରସ୍ତୁତି ପର୍ବ ସ୍ବରୂପ ଏଭଳି ନିଷ୍ପତ୍ତି ନିଆଯାଇଥିବା!-->!-->!-->…
ବାବୁସାନଙ୍କ ପତ୍ନୀ ଓ ଶ୍ବଶୂରଙ୍କ ନାମରେ ୫ କୋଟି ଟଙ୍କାର ମାନହାନୀ ମକଦ୍ଦମା କଲେ ପ୍ରକୃତି
ଭୁବନେଶ୍ୱର: ଅଭିନେତ୍ରୀ ପ୍ରକୃତି ମିଶ୍ର ନିଜର ସମ୍ମାନହାନି ହୋଇଥିବା ଦର୍ଶାଇ କୋର୍ଟରେ ମାନହାନୀ ମକଦ୍ଦମା କରିଛନ୍ତି । ନିଜ ବନ୍ଧୁ ତଥା ଅଭିନେତା ବାବୁଶାନ ମହାନ୍ତିଙ୍କ ପତ୍ନୀ ତୃପ୍ତି ଓ ତାଙ୍କ ଶ୍ୱଶୁର ଲଳିତ ଶତପଥୀଙ୍କ ନାଁରେ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମାମଲା ଦାୟର!-->…
ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି
ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି, ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ, ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ଅନୁମୋଦନ ଦେଇଛି ।
ତାଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ପାଇଁ ୬ ମାସ ବୃଦ୍ଧି ହୋଇଛି। ସେ ୨୦୨୩ ଫେବୃଆରୀ ୨୮ ପର୍ଯ୍ୟନ୍ତ!-->!-->!-->…
ଇମ୍ରାନ ଖାନ ଯାଇପାରନ୍ତି ଜେଲ୍!
ପାକିସ୍ତାନରେ ଇମ୍ରାନ ଖାନଙ୍କୁ ଜେଲ ପଠାଇବା ପାଇଁ ଚାଲିଛି କସରତ । ସେଠାକାର ସରକାର ତାଙ୍କ ନାମରେ ଆତଙ୍କବାଦ ବିରୋଧୀ ମାମଲା ମଧ୍ୟ ଦାୟର କରିଛନ୍ତି । ତାଙ୍କ ଅଭିଭାଷଣ ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ତାଙ୍କ ଦଳର ନେତା ଗିରଫ ହେବା!-->…
ସିଡନୀ ଠାରେ ଉଚ୍ଚ ଶିକ୍ଷା ସଂସ୍ଥାନ ପରିଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିଡନୀ ଠାରେ ବିଭିନ୍ନ ସ୍କୁଲ୍, ଉଚ୍ଚ ଶିକ୍ଷା ସଂସ୍ଥାନ ଏବଂ କୌଶଳ ପ୍ରଶିକ୍ଷଣ ସଂସ୍ଥା ଗୁଡିକର ପରିଦର୍ଶନ କରିଛନ୍ତି । ଶ୍ରୀ ପ୍ରଧାନ ଶିକ୍ଷା, ଗବେଷଣା, ଏବଂ କୌଶଳ ପ୍ରଶିକ୍ଷଣ କ୍ଷେତ୍ରରେ ଦ୍ୱିପାକ୍ଷିକ!-->…
ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ସଫଳ ରୂପାୟନ ପାଇଁ ହାର୍ଡୱେର ନିର୍ଦ୍ଦେଶାବଳୀ ଜାରି
ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (ଏନଏଚଏ) ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ଡାକ୍ତରଖାନା, କ୍ଲିନିକ ଓ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ କେନ୍ଦ୍ରରେ ଭଳି ସ୍ୱାସ୍ଥ୍ୟ ସେବା ସଂସ୍ଥାନଗୁଡିକରେ ଡିଜିଟାଇଜେସନ ପ୍ରୋତ୍ସାହିତ କରିବା ପାଇଁ ହାର୍ଡୱେର ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ଏହି!-->…
ଗିଲଙ୍କ ପ୍ରଥମ ଦିନିକିଆ ଶତକ ବଳରେ ଭାରତ ବିଜୟୀ
ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ୩ୟ ଦିନିକିଆରେ ଶୁଭମନ ଗିଲଙ୍କ ଶତକ ବଳରେ ଭାରତ ବିଜୟୀ ହୋଇଛି । 13 ରନରେ ଜିମ୍ବାଓ୍ବକୁ ହରାଇଛି ଟିମ ଇଣ୍ଡିଆ ।
https://twitter.com/BCCI/status/1561769192856375296?s=20&t=ICQIb8OdbYRKel78SNBHuQ
ଭାରତ ୮ ଓ୍ବିକେଟ ହରାଇ!-->!-->!-->!-->!-->…
୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର!-->…