Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Browsing Category
Trends
All trending news will be updated in daily basis
ଛାଡିଲେ ଆନନ୍ଦ ଶର୍ମା ସଞ୍ଚାଳନ ସମିତି ଅଧ୍ୟକ୍ଷ ପଦରୁ ଦେଲେ ଇସ୍ତଫା
ଜଣଙ୍କ ପରେ ଜଣେ ନେତା କଂଗ୍ରେସ ଛାଡୁଥିବା ବେଳେ ଏବେ ଦଳରେ କିଛି ଠିକ ଠାକ ନଥିବା ଚର୍ଚା ହେଉଛି । ଏହି କ୍ରମରେ ସାମିଲ ହୋଇଛନ୍ତି କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା । ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସେ ପାର୍ଟିର ସଞ୍ଚାଳନ ସମିତି ଅଧ୍ୟକ୍ଷ ପଦରୁ ଇସ୍ତଫା!-->…
ମନୀଷ ସିସୋଦିଆଙ୍କ ସମେତ ୧୪ ଜଣଙ୍କ ବିରୋଧରେ ଲୁକଆଉଟ୍ ନୋଟିସ୍
ନୂଆ ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସମେତ ୧୪ ଜଣଙ୍କ ବିରୋଧରେ ଲୁକଆଉଟ୍ ନୋଟିସ୍ ଜାରି କରିଛି ସିବିଆଇ । ସମସ୍ତ ବ୍ୟକ୍ତି ନାଁ ଉଲ୍ଲେଖ କରି ଏଫଆଇଆର ଦାଏର କରିଛି । ଏହି ସର୍କୁଲାର ଜାରି କରିବା ପରେ ମନୀଷ ସିସୋଦିଆ ଓ ଅନ୍ୟ ବ୍ୟକ୍ତିମାନେ ଦେଶ!-->…
ଏଏସଓ ପରୀକ୍ଷା ଅଗଷ୍ଟ ୨୭ ତାରିଖରେ ହେବ
ଅଗଷ୍ଟ ୨୧ରେ ହେବାକୁ ଥିବା ଏଏସଓ ପରୀକ୍ଷା ଆସନ୍ତା ୨୭ ତାରିଖରେ ହେବ ବୋଲି ଜଣାଯାଇଛି। ତେବେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା ପରେ ଏଏସଓ ପରୀକ୍ଷା ଆସନ୍ତା ୨୭ ତାରିଖରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବବତ ପରୀକ୍ଷା ୩ଟି ସିଟିଂରେ ହେବ। ସକାଳ ୯ରୁ ଅପରାହ୍ନ ୪.୩୦ ଯାଏଁ ପରୀକ୍ଷା!-->…
୧୦କୋଟି ଗ୍ରାମାଞ୍ଚଳ ପରିବାରକୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି
ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଦେଶ “ଆଜାଦି କି ଅମୃତ ମହୋତ୍ସବ” ପାଳନ କରୁଥିବାବେଳେ ‘ଜଳ ଜୀବନ ମିଶନ’ (ଜେଜେଏମ୍) ୧୦କୋଟି ଗ୍ରାମୀଣ ପରିବାରକୁ ପାଇପ ଯୋଗେ ସ୍ୱଚ୍ଛ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେଇ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି ।
୨୦୧୯ ଅଗଷ୍ଟ ୧୫ତାରିଖରେ!-->!-->!-->…
ଦେଶର ଶ୍ରେଷ୍ଠ ପାଂଚ ବାହ୍ୟ ମଳମୁକ୍ତ ଗ୍ରାମ ରହିଥିବା ରାଜ୍ୟ ଭିତରେ ଓଡିଶା
ଭାରତ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ସ୍ୱଚ୍ଛ ଭାରତ ମିଶନ - ଗ୍ରାମୀଣ (ଏସ୍ବିଏମ୍ - ଜି) ଆଜି ଆଉ ଏକ ମାଇଲ୍ଖୁଂଟ ସ୍ଥାପନ କରିଛି । ୧୦୧୪୬୨ ଟି ଗ୍ରାମ ନିଜକୁ ବାହ୍ୟ ମଳମୁକ୍ତ (ଓଡିଏଫ୍ ପ୍ଲସ୍) ଗ୍ରାମ ଭାବେ ଘୋଷିତ କରିଛନ୍ତି । ଏହି ଗ୍ରାମ ଗୁଡିକ ନିଜର ଅଧିକ ବାହ୍ୟ ମଳମୁକ୍ତ!-->…
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଅମିତ ରୋହିଦାସ ସମ୍ମାନିତ
ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ଆଜି ମୁଖ୍ୟାଳୟ ରେଳସଦନ ଠାରେ ଏହାର ବରିଷ୍ଠ କ୍ରୀଡ଼ା ଅଧିକାରୀ ତଥା ଭାରତୀୟ ପୁରୁଷ ହକି ଦଳର ଡିଫେଣ୍ଡର ଅମିତ ରୋହିଦାସଙ୍କୁ ରେଳପଥ କ୍ରୀଡା ସଂଗଠନର (ଇକୋର) ସଭାପତି ପୋଦ୍ଦାର, ସାଧାରଣ ସମ୍ପାଦକ ଅଶୋକ କୁମାର ମିଶ୍ର ଏବଂ!-->…
ରୋହିଙ୍ଗ୍ୟା ବେଆଇନ ବିଦେଶୀ
ରୋହିଙ୍ଗ୍ୟା ବେଆଇନ ବିଦେଶୀମାନଙ୍କ ସଂକ୍ରାନ୍ତରେ କେତେକ ଗଣମାଧ୍ୟମରେ ପ୍ରକାଶିତ ଖବର ସଂକ୍ରାନ୍ତରେ ଏହା ସ୍ପଷ୍ଟ କରି ଦିଆଯାଇଛି ଯେ ନୂଆଦିଲ୍ଲୀର ବାକରୱାଲା ଠାରେ ରୋହିଙ୍ଗ୍ୟା ବେଆଇନ ପ୍ରବାସୀମାନଙ୍କୁ ଇଡବ୍ଲ୍ୟୁଏସ୍ ଫ୍ଲାଟ ଯୋଗାଇବା ପାଇଁ ଗୃହ ମନ୍ତ୍ରଣାଳୟ (ଏମଏଚଏ) କୌଣସି ନିର୍ଦ୍ଦେଶ!-->…
ଗୁଜବ ପ୍ରସାର କରୁଥିବା ଆଠଟି ୟୁଟ୍ୟୁବ ଚାନେଲ ବନ୍ଦ କଲା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଆଠଟି ୟୁଟ୍ୟୁବ ନ୍ୟୁଜ୍ ଚାନେଲ, ଗୋଟିଏ ଫେସବୁକ ଆକାଉଣ୍ଟ ଏବଂ ଦୁଇଟି ଫେସବୁକ ପୋଷ୍ଟକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଆଇଟି ନିୟମ ୨୦୨୧ ଅଧୀନରେ ପ୍ରାପ୍ତ କ୍ଷମତାର ପ୍ରୟୋଗ କରି ମନ୍ତ୍ରଣାଳୟ ପକ୍ଷରୁ ୧୬ ଅଗଷ୍ଟ ୨୦୨୨ରେ ଏହି!-->…
ଆସୁଛି ବର୍ଷା: ଅବପାତର ରୂପ ନେଲା ଲଘୁଚାପ
ଆସୁଛି ପୁଣି ବର୍ଷା, ସଂଧ୍ୟା ସୁଦ୍ଧା ପୁଣି ଲଘୁଚାପ ବର୍ଷା ଓଡ଼ିଶାରେ ହେବ । ଆଇଏମଡି ଡିଜି ଏନେଇ ସୂଚନା ଦେଇଛନ୍ତି । ସଂଧ୍ୟାରେ ବାଲେଶ୍ୱର ଦେଇ ଗତି କରିବ ବର୍ଷା । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶ ଦେଇ ଯିବ ଅବପାତ । ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ!-->…
ହିଂସା ପାଇଁ ଡ୍ରୋନରେ ଅସ୍ତ୍ର ପଠାଉଛି ପାକିସ୍ତାନ
ଜମ୍ମୁ-କାଶ୍ମୀରରେ ହିଂସା ସୃଷ୍ଟି ପାଇଁ ପାକିସ୍ତାନ ଏବେ ନୂଆ ରଣନୀତି ଆରମ୍ଭ କରିଛି । ଆତଙ୍କବାଦୀମାନଙ୍କ ନିକଟରେ ଅସ୍ତ୍ରଶସ୍ତ୍ର ପଠାଇବା ପାଇଁ ଏବେ ଡ୍ରାେନର ବ୍ୟବହାର କରୁଛି । । ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଗୁରୁବାର ଦିନ ଜାମ୍ମୁ କାଶ୍ମୀରର ପାଞ୍ଚଟି ଜିଲ୍ଲାରେ ଯାଞ୍ଚ ଆରମ୍ଭ!-->…