Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Browsing Category
Trends
All trending news will be updated in daily basis
୧୩ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ
କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ନିଜ ଘରେ ଜାତୀୟ ପତାକା ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ କରିଛନ୍ତି । ସେ କହିଥିଲେ ଯେ, ଆଜି ‘‘ଅଗଷ୍ଟ କ୍ରାନ୍ତି’’!-->…
ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଲ୍ୟୁଜି ୨୦୨୨ ରେ ରୌପ୍ୟ ପଦକ ଜିତିଥିବାରୁ ଭାରତୀୟ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ !-->!-->!-->…
ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନରେ ଭାଗ ନେଇ ଆମ ସ୍ୱାଧୀନତା ସଂଗ୍ରାମକୁ ମଜବୁତ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।
!-->!-->!-->!-->!-->…
ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର
କିଛି ଦିନର ନିରବତା ପରେ ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନୀତୀଶ କୁମାର । ରାଜ୍ୟପାଳ ଫଗୁ ଚୌହାନଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।
https://twitter.com/ANI/status/1556955412523798528
ଏନଡିଏ ସହ ମେଣ୍ଟ ଭାଙ୍ଗିବା ସଂପର୍କରେ ନୀତୀଶ!-->!-->!-->!-->!-->…
ସ୍କୁଲ ପିଲାଙ୍କ ପାଠ୍ୟକ୍ରମରେ ସାମିଲ ହେବ ଲିଙ୍ଗଗତ ସମାନତା ପାଠ
ରାଜ୍ୟର ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଲିଙ୍ଗଗତ ସମାନତା ଉପରେ ଶିକ୍ଷାଦାନ । ଆସନ୍ତା ଶିକ୍ଷାବର୍ଷରୁ ପିଲାଙ୍କ ପାଠ୍ୟ ପୁସ୍ତକରେ ଏହି ପାଠ୍ୟକ୍ରମ ସାମିଲ ହେବ ବୋଲି ଜଣାପଡ଼ିଛି ।ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନେ ଏକ ଦିନିକିଆ!-->…
ସ୍ୱାଧୀନତୀ ଦିବସରେ ହେବନି ପରେଡ୍
ରାଜ୍ୟରେ କରୋନା ସଂକ୍ରମଣ ପୁଣିଥରେ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଗକୁ ସ୍ୱାଧୀନତା ଦିବସ ଆସୁଥିବା ବେଳେ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥର କୋଭିଡ କଟକଣାରେ ପାଳନ ହେବ ସ୍ୱାଧୀନତୀ ଦିବସ । ପ୍ରଦର୍ଶନୀ ପଡ଼ିଆରେ ହେବ ପତାକା ଉତ୍ତୋଳନ ହେବ ।ତେବେ ସ୍ୱାଧୀନତା ଦିବସରେ!-->…
ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ
ଶପଥ ନେଲେ ବିଧାୟକ। ଦୀର୍ଘ ୪୦ ଦିନ ପରେ ଆଜି ବହୁ ପ୍ରତୀକ୍ଷିତ ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ହେଇଛି । ପୂର୍ବାହ୍ନ ୧୧ଟାରେ ରାଜଭବନରେ ଶପଥପାଠ ଉତ୍ସବ ଆରମ୍ଭ ହେଇ ଯାଇଛି । ଏଥିସହିତ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ମିଳିଥିବା ସୂଚନା ଅନୁଯାୟୀ!-->…
ପ୍ରଧାନମନ୍ତ୍ରୀ ପାନିପତ ଠାରେ ୨ଜି ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
ବିଶ୍ୱ ଜୈବ ଇନ୍ଧନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାନିପତ, ହରିଆନା ଠାରେ ଅଗଷ୍ଟ ୧୦, ୨୦୨୨ ଅପରାହ୍ନ ୪.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଦ୍ୱିତୀୟ ପୀଢିର (୨ଜି) ଇଥାନଲ ପ୍ଲାଣ୍ଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଦେଶରେ ଜୈବ ଇନ୍ଧନ ଉତ୍ପାଦନ ଓ!-->…
ରାଜଧାନୀ ଭୁବନେଶ୍ୱରରେ ମୋଦୀ@20
କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଠାରେ ମୋଦୀ@20 : ଡ୍ରିମ୍ସ ମିଟ୍ ଡିଲିଭରୀର ଓଡ଼ିଶା ଚାପ୍ଟର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର!-->…
ପ୍ରଜାତନ୍ତ୍ର ଓଡିଆ ଜନଜୀବନର ସଠିକ ଦର୍ପଣ
ପ୍ରଜାତନ୍ତ୍ର ଓଡିଆ ଜନଜୀବନର ସଠିକ ଦର୍ପଣ । କଟକରେ ପ୍ରଜାତନ୍ତ୍ରର ୭୫ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅବିଭାଷଣ ରଖିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଆଜି ଓଡିଶାକୁ ନୂଆ ପରିଚୟ ଦେବାର ଦିନ । ଦେଶର ସ୍ୱାଧୀନତାର ଅମୃତ!-->…