Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Browsing Category
Trends
All trending news will be updated in daily basis
କାଶୀପୁରରେ ୨୪ ଦିନରେ ଗଲାଣି ୧୩ ଜୀବନ
ରାୟଗଡ଼ା କାଶୀପୁର ବ୍ଲକରେ ୨୪ ଦିନରେ ୧୩ ଜଣଙ୍କ ଜୀବନ ଗଲାଣି । କାଶୀପୁର ବ୍ଲକର ବିଭିନ୍ନ ଗାଁ ମାନଙ୍କରେ କାଳ ସାଜିଛନ୍ତି କ୍ୱାକ୍ । ଅନେକ ଗାଁ ମାନଙ୍କରେ କ୍ୱାକ୍ମଙ୍କ ଦ୍ୱାରା ଚିକିତ୍ସା ଚାଲିଛି ।ଏଭଳିକି ଯେଉଁମାନଙ୍କ ମୃତ୍ୟୁ ହୋଇଛି ସେଥିରୁ କିଛି ଜଣ କ୍ୱାକ୍ ଦ୍ୱାରା ପ୍ରଥମେ!-->…
ସଂଜୟ ରାଉତଙ୍କୁ ଗିରଫ କଲା ଇଡି
ଇଡି ଶିବସେନା ନେତା ସଞ୍ଜୟ ରାଉତଙ୍କୁ ଗିରଫ କରିଛି । ସଞ୍ଜୟଙ୍କ ଭାଇ ସୁନିଲ ଏହି ସୂଚନା ଦେଇଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଧିକାରୀମାନେ ଗତକାଲି ସକାଳେ ସଞ୍ଜୟଙ୍କ ବାସଭବନରେ ପହଞ୍ଚିବା ସହ ସଞ୍ଜୟଙ୍କୁ ପଚରାଉଚରା କରିଥିଲେ। ଏକ ହଜାର କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ!-->…
ଠିକା ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ବିଜେପି, କଂଗ୍ରେସ
ଆଉଟ ସୋର୍ସିଂ ଓ ଠିକା ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ରାଜ୍ୟରେ ଲକ୍ଷାଧିକ ପଦବୀ ଖାଲିପଡିଥିବା ବେଳେ ରାଜ୍ୟ ସରକାର ଯୁବବର୍ଗଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ କରିଛନ୍ତି ବିରୋଧୀ । ରାଜ୍ୟ ସରକାରଙ୍କ ୪୩ଟି ବିଭାଗରେ ୨ ଲକ୍ଷ ୨୬ ହଜାର ୫ ଶହ ୫୯ ସରକାରୀ ପଦବି!-->…
ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା
ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା । ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂହ ଓ ବ୍ୟାଡ୍ମିଣ୍ଟନ୍ ତାରକା ପିଭି ସିନ୍ଧୁ ତ୍ରିରଙ୍ଗା ଧରି ଭାରତୀୟ ଦଳର ନେତୃତ୍ବ ନେଇଥିଲେ।
https://twitter.com/WeAreTeamIndia/status/1552759138102435841
!-->!-->!-->!-->!-->…
ଦେଶରେ ୧୧ତମ କୃଷି ଗଣନାର ଶୁଭାରମ୍ଭ
ପ୍ରଥମ ଥର ପାଇଁ କୃଷି ଗଣନା ନିମନ୍ତେ ତଥ୍ୟ ସଂଗ୍ରହ ଏବଂ ହିସାବ ଗୁଡ଼ିକ ସ୍ମାର୍ଟ ଫୋନ୍ ଏବଂ ଟାବଲେଟ୍ରେ କରା ଯିବ
ସାରା ଦେଶରେ ଆଜି କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମର ଏକାଦଶତମ କୃଷି ଗଣନା (୨୦୨୧- ୨୨)ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ!-->!-->!-->…
ତାମିଲନାଡୁ ହେଉଛି ଭାରତ ପାଇଁ ଚେସ୍ର ପାୱାରହାଉସ୍: ପ୍ରଧାନ
୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚେନ୍ନାଇର ଜେଏଲ୍ଏନ୍ ଇନଡୋର ଷ୍ଟାଡିୟମରେ ୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର ଏନ ରବି, ତାମିଲନାଡୁର ମୁଖ୍ୟମନ୍ତ୍ରୀ!-->!-->!-->…
ପୁରୀ ଗସ୍ତରେ କେନ୍ଦ୍ର ନୀତି ଆୟୋଗ ଉପାଧକ୍ଷ ସୁମନ ବେରୀ
କେନ୍ଦ୍ର ନୀତି ଆୟୋଗ ଉପାଧକ୍ଷ ସୁମନ ବେରୀ ପୁରୀ ଗ୍ରସ୍ତରେ ଆସି ପିପିଲି ବ୍ଳକରେ କେନ୍ଦ୍ର ସରକାରଙ୍କର ବିଭିନ୍ନ ଉନ୍ନୟନମୂଳକ ଯୋଜନାର କାର୍ଯ୍ୟକାରୀତା ସମୀକ୍ଷା କରିଛନ୍ତି । ତାଙ୍କ ସହ ନୀତି ଆୟୋଗର ବରିଷ୍ଠ ସଭ୍ୟ ବିନୋଦ କୁମାର ପଲ ଓ ଅନ୍ୟ ସଦସ୍ୟ ମାନେ ପିପିଲି ବ୍ଳକର ବିଭିନ୍ନ ଅଞ୍ଚଳ!-->…
ବଲିଉଡ ନିଶାରେ ଓଲିଉଡ
ଓଡ଼ିଶାର ଚଳଚ୍ଚିତ୍ର ଅଭିନେତା ବାବୁସାନ ଓ ପ୍ରକୃତି ମିଶ୍ରଙ୍କୁ ନେଇ ସର୍ବତ୍ର ଚର୍ଚା ଚାଲିଛି ।ପ୍ରକୃତି ମିଶ୍ରଙ୍କ ପିତା ମନ୍ମଥ ମିଶ୍ର କହିଛନ୍ତି ଯେ ପ୍ରକୃତି ମାଧ୍ୟମରେ ବାବୁସାନ ବଲିଉଡରେ ପାଦଦେବାପାଇଁ ଚାହୁଁଥିଲେ । ପ୍ରକୃତି ମିଶ୍ର ବଲିଉଡ ଫିଲ୍ମ ଓ ସିରିୟଲରେ କାମ କରି ଯେଉଁ!-->!-->!-->…
ମୋ ବାପାମାଆଙ୍କ ପାଖକୁ ଯିବାକୁ ଦିଅନ୍ତୁ :ବାବୁସାନ
ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ବାବୁସାନ ଘରକୁ ଫେରିଛନ୍ତି । ଗଣମାଧ୍ୟମ ବାବୁସାନଙ୍କ ପ୍ରତିକ୍ରିୟ ଜାଣିବାକୁ ଚାହିଁଥିବା ବେଳେ ବାବୁସାନ କହିଛନ୍ତି ପ୍ରଥମେ ମୋ ବାପା ମାଆଙ୍କୁ ପାଖକୁ ଯିବାକୁ ଦିଅନ୍ତୁ । ପରେ ମୁଁ ଆପଣମାନଙ୍କ ସହ କଥା ହେବି । ତେବେ ଦୁଇଦିନ ହେବ ବାବୁସାନ ଠିକରେ!-->…