Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Trends
All trending news will be updated in daily basis
ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଓଡ଼ିଶା ଗର୍ବିତ
ଭାରତୀୟ ଗଣତନ୍ତ୍ର ପାଇଁ ଦ୍ରୈାପଦୀ ମୁର୍ମୁ ଆଣିଛନ୍ତି ନୂଆ ଏକ ପରମ୍ପରା । ଭାରତ ଇତିହାସରେ ପ୍ରଥମ ଥର ଜଣେ ଅନୁସୂଚିତ ଜାତି ବର୍ଗର ମହିଳା ହୋଇଛନ୍ତି ରାଷ୍ଟ୍ରପତି । ଶ୍ରୀମତି ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ସାରା ଭାରତ ପାଇଁ ପ୍ରେରଣା ପାଲଟିଯାଇଛନ୍ତି । 15ତମ!-->…
ନବନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ
ଭାରତର ରାଷ୍ଟ୍ରପତି ଭାବେ ନିର୍ବାଚିତ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ସମେସ୍ତ ଅଭିନନ୍ଦନ ଜଣାଇଛନ୍ତି । । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଥିବା ବେଳେ!-->…
ବିଶ୍ବର ୪ର୍ଥ ଶ୍ରେଷ୍ଠ ଧନଶାଳୀ ବ୍ୟକ୍ତି ହେଲେ ଗୌତମ ଅଦାନୀ
‘ଅଦାନୀ ଗ୍ରୁପ୍’ର ଅଧ୍ୟକ୍ଷ ଗୌତମ ଅଦାନୀ ବିଶ୍ବର ୪ର୍ଥ ଶ୍ରେଷ୍ଠ ଧନୀ ବ୍ୟକ୍ତି ହୋଇଛନ୍ତି । ‘ଦି ଫୋବ୍ସ୍’ ପତ୍ରିକାର ‘ରିୟଲ୍-ଟାଇମ୍ ବିଲିୟନାରିଜ୍’ ତାଲିକା ରେ ଏହା ପ୍ରକାଶପାଇଛି । ତାଙ୍କ ସମ୍ପତ୍ତିର ମୂଲ୍ୟ ୧୧୫. ୫ ବିଲିୟନ୍ ଡଲାର୍ ହୋଇଥିବା ବେଳେ ବିଲ ଗେଟ୍ସ୍ଙ୍କ!-->…
ଜୈବବିବିଧତାର ଉପଯୋଗ ସମ୍ପର୍କରେ ଭାରତ-ନାମିବିୟା ମଧ୍ୟରେ ବୁଝାମଣାପତ୍ର
ଭାରତ ସରକାର ଏବଂ ନାମିବିୟା ପ୍ରଜାତନ୍ତ୍ର ସରକାରଙ୍କ ମଧ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ଦୀର୍ଘସ୍ଥାୟୀ ଜୈବବିବିଧତାର ଉପଯୋଗ କ୍ଷେତ୍ରରେ ସହଯୋଗ ନିମନ୍ତେ ଆଜି ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ପତ୍ର ଅନୁସାରେ ଭାରତର ଐତିହାସିକ ରେଞ୍ଜ୍ରେ ଚିତାବାଘ!-->…
ରାନିଲ ବିକ୍ରମସିଂଘେ ହେଲେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି
ରାନିଲ ବିକ୍ରମସିଂଘେ ହୋଇଛନ୍ତି ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି । ତାଙ୍କୁ ମୋଟ ୧୩୪ଟି ଭୋଟ୍ ମିଳିଥିବା ଜଣାପଡିଛି । ବିକ୍ରମସିଂଘେ କାମଚଳା ରାଷ୍ଟ୍ରପତି ଭାବେ ଦାୟିତ୍ୱ ସମ୍ଭାଳୁଥିଲେ । ଭୋଟ ଦେଇ ରାନିଲଙ୍କୁ ରାଷ୍ଟ୍ରପତି ଭାବେ ନିର୍ବାଚିତ କରିଛନ୍ତି ଶ୍ରୀଲଙ୍କା ସାଂସଦ । ସଂସଦରେ!-->…
କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଦ୍ବାରା ପିଆଜ ଓ ଟମାଟ ମୂଲ୍ୟ ହ୍ରାସ କରିବାରେ ସହାୟତା ମିଳିଲା
ନୂଆଦିଲ୍ଲୀ: ଟମାଟର ଖୁଚୁରା ମୂଲ୍ୟରେ ଗତ ମାସ ତୁଳନାରେ 29% ର ହ୍ରାସ ଦେଖା ଯାଇଛି, କାରଣ ମୌସୁମୀ ଆରମ୍ଭ ହେବା ସହିତ ବଜାରରେ ଟମାଟର ଉପଲବ୍ଧତାରେ ଉନ୍ନତି ଆସିଛି। ପିଆଜର ଖୁଚୁରା ମୂଲ୍ୟ ଗତ ବର୍ଷ ତୁଳନାରେ 9 % କମ୍ ହୋଇ ବହୁତ ପରିମାଣରେ ନିୟନ୍ତ୍ରିତ ହୋଇ ପାରିଛି।
ସରକାର ଚଳିତ!-->!-->!-->…
ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଟ୍ୟାପ୍ ଯୋଗେ ପାନୀୟ ଜଳ ଯୋଗାଣ
ନୂଆଦିଲ୍ଲୀ : ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ !-->!-->!-->…
ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ୧୨୦୮.୮୬ କୋଟି ଟଙ୍କା ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର
ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ଓଡିଶା ଆଠଟି ତ୍ୱରାନ୍ୱିତ ଜଳସେଚନ ସୁବିଧା କାର୍ଯ୍ୟକ୍ରମ (ଏଆଇବିପି) ପ୍ରକଳ୍ପ ମଧ୍ୟରୁ ପାଞ୍ଚଟି ଯଥା ଉପର ଇନ୍ଦ୍ରାବତୀ, ରୁକୁଡା, ରେତ, ତେଲଙ୍ଗିର ଓ ନିମ୍ନ ଇନ୍ଦ୍ରାବତୀର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଏହାଛଡା ସୁବର୍ଣ୍ଣରେଖା, ସମନ୍ୱିତ!-->…
୪ ବର୍ଷରେ ସାଇବର ଠକ ଲୁଟିନେଇଛନ୍ତି କୋଟି କୋଟି ଟଙ୍କା
ଭୁବନେଶ୍ବର: ୪ ବର୍ଷରେ ୧୨୨ କୋଟି ଟଙ୍କା ଠକିଛନ୍ତି ସାଇବର ଠକ । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ତୁଷାରକାନ୍ତି କହିଛନ୍ତି । ୨୦୧୮ରୁ ୨୦୨୨ ଏପ୍ରିଲ ମାସ ମଧ୍ୟରେ ରାଜ୍ୟରେ!-->!-->!-->…
କଂଗ୍ରସରୁ କ୍ରସ ଭୋଟିଂ: ଦ୍ରୈାପଦୀ ମୁର୍ମୁଙ୍କୁ ଭୋଟ ଦେଲେ ମୋକିମ୍
ଭୁବନେଶ୍ବର: ଓଡ଼ିଶାର ଆଦିବାସୀ ଝିଅ ପୂର୍ବତନ ରାଜ୍ୟପାଳ ଦ୍ରୈାପଦୀ ମୁର୍ମୁଙ୍କୁ ଏନଡିଏ ପ୍ରାର୍ଥୀ କଲାପରେ ବିରୋଧୀଙ୍କ ମଧ୍ୟରେ ମତଭେଦ ଲାଗିରହିଥିଲା । ଯାହାକି ଆଜି ଭୋଟ ବେଳେ ଦେଖିବାକୁ ମିଳିଛି । କଂଗ୍ରେସର କିଛି ବିଧାୟକ କଂସ ଭୋଟିଂ କରିଥିବା ମାନିଛନ୍ତି । ବିଶେଷ କରି!-->!-->!-->!-->!-->…