Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Trends
All trending news will be updated in daily basis
ତଥ୍ୟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଲେ ଟ୍ରିବ୍ୟୁନାଲ
ମହାନଦୀ ଜଳବିବାଦ ମାମଲାର ଶୁଣାଣି କରିଛନ୍ତି ଟ୍ରିବ୍ୟୁନାଲ । ଭର୍ଚୁଆଲରେ ମାଧ୍ୟମରେ ଶୁଣାଣି କରାଯାଇଛି । ଟ୍ରିବ୍ୟୁନାଲ ଓଡ଼ିଶା ଏବଂ ଛତିଶଗଡ଼ ଦାଖଲ କରିଥିବା ସାକ୍ଷୀମାନଙ୍କ ସତ୍ୟପାଠକୁ ଲିପିବଦ୍ଧ କରିଛନ୍ତି। ପକ୍ଷମାନେ ରଖିଥିବା ତଥ୍ୟର ବିବରଣୀ ଲିଖିତ ରହିଛି । ଏହା ସହିିତ!-->…
ବିରୋଧୀ ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କୁ ‘ଆପ୍’ର ସମର୍ଥନ
ଆପ ସାଂସଦ ସଞ୍ଜୟ ସିଂ କହିଛନ୍ତି, ‘ଆପ୍’ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ।ରାଷ୍ଟ୍ରପତି ନିର୍ବାଚନ ନେଇ ଏବେ ଦେଶର ରାଜନୈତିକ ମାହୋଲ ସରଗରମ ରହିଛି । ଏହି କ୍ରମରେ ଆଜି ଆମ୍ ଆଦମୀ ପାର୍ଟି ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ଦଳ ପକ୍ଷରୁ କୁହାଯାଇଛି!-->…
ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଉତ୍ତରପ୍ରଦେଶରେ ବହୁ ପ୍ରତିକ୍ଷିତ ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ଓ୍ବେ ଜନସାଧାରଣଙ୍କ ପାଇଁ ଉଦ୍ଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ବହୁତ ପ୍ରଶଂସା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।!-->…
ମୌସୁମୀ ଅଧିବେଶନ ବେଳେ ପାର୍ଲାମେଣ୍ଟ୍ରେ ଧାରଣା, ପ୍ଲାକାର୍ଡ ମନା
ନୂଆଦିଲ୍ଲୀ: ମୌସୁମୀ ଅଧିବେଶନ ଚାଲିଥିବା ବେଳେ ଗୃହରେ କୌଣସି ‘ପାମ୍ପ୍ଲେଟ୍’, ‘ଲିଫ୍ଲେଟ୍’ ଏବଂ ‘ପ୍ଲାକାର୍ଡ’ ବଣ୍ଟନ ଉପରେ ନିଷେଧାଜ୍ଞା ଜାରି କରାଯାଇଛି । ଲୋକସଭା ସଚିବାଳୟ ଏନେଇ ନିର୍ଦେଶନାମା ଜାରି କରିଛି। ସଂସଦ ପରିସରରେ ଧାରଣା, ଧର୍ମଘଟ ଏବଂ ଅନଶନ ନିଷେଧକୁ ବିରୋଧ କରି!-->…
ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଜାମିନ୍ ପ୍ରଦାନ କଲେ ଦିଲ୍ଲୀ କୋର୍ଟ
ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଶୁକ୍ରବାର ୨୦୧୮ ମସିହାରେ ଟ୍ୱିଟ୍ ମାମଲାରେ ଜାମିନ୍ ପ୍ରଦାନ କରିଛନ୍ତି ଦିଲ୍ଲୀ କୋର୍ଟ। ତାଙ୍କ ବିରୋଧରେ ଥିବା ଅନ୍ୟ ମାମଲାଗୁଡ଼ିକ ବିଚାର ନହେବା ପର୍ଯ୍ୟନ୍ତ ସେ ହେପାଜତରେ ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରପ୍ରଦେଶର!-->…
କାଉଡ଼ିଆଙ୍କ ପାଇଁ ମାସ୍କ୍ ବାଧ୍ୟତାମୂଳକ
ଦୁଇ ବର୍ଷ ହେବ କରୋନା ଯୋଗୁଁ କାଉଡି ଯାତ୍ରା ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ଏଥିପାଇଁ ପ୍ରଶାସନ ଅନୁମତି ଦେଇଛି । ତେଣୁ ଧବଳେଶ୍ୱର ପୀଠ ସହ ବିଭିନ୍ନ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିବ । ଏଥିପାଇଁ ଆଠଗଡ ଉପଜିଲ୍ଲପାଳ ତଥା ଦେବୋତ୍ତର କମିସନର ହେମନ୍ତ କୁମାର ସ୍ୱାଇଁଙ୍କ ସହ ପୂଜକ ସମିତିର ମିଳିତ!-->…
ରାନିଲ ବିକ୍ରମସିଂହେ କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେ ଶ୍ରୀଲଙ୍କାର କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ବାଚସ୍ପତି ତାଙ୍କୁ ଶପଥପାଠ କରାଇଥିବା କହିଛନ୍ତି । ଇ-ମେଲ ମାଧ୍ୟମରେ ସିଙ୍ଗାପୁରରୁ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜାପାକ୍ଷେ ଇସ୍ତଫା ଦେଇଥିଲେ । ଏହି ଇସ୍ତଫାକୁ!-->…
ଋଷି ସୁନକଙ୍କ ୨ୟ ରାଉଣ୍ଡ ଭୋଟରେ ପୁଣି ଶୀର୍ଷରେ ରହିଲେ
ବ୍ରିଟେନରେ ଆଗାମୀ ପ୍ରଧାନମନ୍ତ୍ରୀ କିଏ ହେବ ତାହାକୁ ନେଇ କଞ୍ଜରଭେଟିଭ ପାର୍ଟିର ଭୋଟିଂ ଚାଲିଛି । ଦଳର ଯାହାକୁ ଅଧିକ ଭୋଟ ମିଳିବ ସେହିଁ ପରବର୍ତ୍ତି ପ୍ରଧାନମନ୍ତ୍ରୀ ହେବେ । ଏହି କ୍ରମରେ ପ୍ରଥମ ରାଉଣ୍ଡ ପରେ ଦ୍ବିତୀୟ ରାଉଣ୍ଡ ଭୋଟିଂ ବି ହୋଇଛି । ଯେଉଁମାନେ କମ ଭୋଟ ପାଉଛନ୍ତି!-->…
ନୂଆ ରୂପରେ କଙ୍ଗନା
ନୂଆ ରୂପରେ କଙ୍ଗନା । ଇନ୍ଦିରା ଗାନ୍ଧିଙ୍କ ରୂପରେ ବଲିଉଡ କୁଇନ । ରିଲିଜ୍ ହୋଇଥିବା ଆଗାମୀ ଫିଲ୍ମ ‘ଏମର୍ଜେନ୍ସି’ର ଟିଜରରେ ଏପରି କିଛି ଦମଦାର ଲୁକରେ ଆସିଛନ୍ତିି କଙ୍ଗନା । ଟିଜରଟି ଏକ ଫୋନକଲରୁ ଆରମ୍ଭ ହୋଇଛି । କଙ୍ଗନାଙ୍କ ଲୁକ୍, ଭଏସ୍, ଓ ଏକ୍ସପ୍ରେସନକୁ ଇନ୍ଦିରାଙ୍କ ପରି!-->…
ଦ୍ଵିତୀୟ ଦିନିକିଆରେ ଭାରତ ପରାସ୍ତ
ଦ୍ଵିତୀୟ ଦିନିକିଆରେ ଭାରତ ପରାସ୍ତ ହୋଇଛି । ପ୍ରାରମ୍ଭିକ ବ୍ୟାଟିଂ ବିଫଳତା ପର ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଥିଲା ଭାରତ । 247 ରନର ପିଛା କରି ଭାରତ 146 ରନରେ ଅଲଆଉଟ ହୋଇଥିଲା । ଦଳ ପକ୍ଷରୁ ଶିଖର ଧାଓ୍ବନ 9 ରନ୍ କରିଥିଲେ । ବିରାଟ କୋହଲି 16 ରନ କରିଥିବା ବେଳେ!-->…