Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Trends
All trending news will be updated in daily basis
ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା, ମାଲକାନଗିରିରେ ବନ୍ୟା ପରିସ୍ଥିତି ଗମ୍ଭୀର
ଲଗାଣବର୍ଷା ଯୋଗୁ ବର୍ଷାପାଇଁ କଟକ ଭୁବନେଶ୍ୱରକୁ ଆଲର୍ଟ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ହେଉଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଲଗାଣ ବର୍ଷା ଓ ଘଡ଼ଘଡ଼ି ପାଇଁ କଟକ ଓ!-->…
ରାସ୍ତାକଡରେ ଜୀବନ କାଟୁଛନ୍ତି ୩୯୩ ଜଣ ଶିଶୁ: ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ରାସ୍ତାକଡରେ ୩୯୩ ଜଣ ଶିଶୁ ରହୁଥିବା ନେଇ ବିଧାନସଭାରେ ସ୍ପଷ୍ଟ କରିଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ । ରାସ୍ତାକଡର ଶିଶୁମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ସହ କିଭଳି ଭଲ ପଢିବେ, ଭିକ୍ଷାବୃତ୍ତି ଓ ନିଶା ଠାରୁ!-->…
ତଥ୍ୟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଲେ ଟ୍ରିବ୍ୟୁନାଲ
ମହାନଦୀ ଜଳବିବାଦ ମାମଲାର ଶୁଣାଣି କରିଛନ୍ତି ଟ୍ରିବ୍ୟୁନାଲ । ଭର୍ଚୁଆଲରେ ମାଧ୍ୟମରେ ଶୁଣାଣି କରାଯାଇଛି । ଟ୍ରିବ୍ୟୁନାଲ ଓଡ଼ିଶା ଏବଂ ଛତିଶଗଡ଼ ଦାଖଲ କରିଥିବା ସାକ୍ଷୀମାନଙ୍କ ସତ୍ୟପାଠକୁ ଲିପିବଦ୍ଧ କରିଛନ୍ତି। ପକ୍ଷମାନେ ରଖିଥିବା ତଥ୍ୟର ବିବରଣୀ ଲିଖିତ ରହିଛି । ଏହା ସହିିତ!-->…
ବିରୋଧୀ ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କୁ ‘ଆପ୍’ର ସମର୍ଥନ
ଆପ ସାଂସଦ ସଞ୍ଜୟ ସିଂ କହିଛନ୍ତି, ‘ଆପ୍’ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ।ରାଷ୍ଟ୍ରପତି ନିର୍ବାଚନ ନେଇ ଏବେ ଦେଶର ରାଜନୈତିକ ମାହୋଲ ସରଗରମ ରହିଛି । ଏହି କ୍ରମରେ ଆଜି ଆମ୍ ଆଦମୀ ପାର୍ଟି ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ଦଳ ପକ୍ଷରୁ କୁହାଯାଇଛି!-->…
ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଉତ୍ତରପ୍ରଦେଶରେ ବହୁ ପ୍ରତିକ୍ଷିତ ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ଓ୍ବେ ଜନସାଧାରଣଙ୍କ ପାଇଁ ଉଦ୍ଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ବହୁତ ପ୍ରଶଂସା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।!-->…
ମୌସୁମୀ ଅଧିବେଶନ ବେଳେ ପାର୍ଲାମେଣ୍ଟ୍ରେ ଧାରଣା, ପ୍ଲାକାର୍ଡ ମନା
ନୂଆଦିଲ୍ଲୀ: ମୌସୁମୀ ଅଧିବେଶନ ଚାଲିଥିବା ବେଳେ ଗୃହରେ କୌଣସି ‘ପାମ୍ପ୍ଲେଟ୍’, ‘ଲିଫ୍ଲେଟ୍’ ଏବଂ ‘ପ୍ଲାକାର୍ଡ’ ବଣ୍ଟନ ଉପରେ ନିଷେଧାଜ୍ଞା ଜାରି କରାଯାଇଛି । ଲୋକସଭା ସଚିବାଳୟ ଏନେଇ ନିର୍ଦେଶନାମା ଜାରି କରିଛି। ସଂସଦ ପରିସରରେ ଧାରଣା, ଧର୍ମଘଟ ଏବଂ ଅନଶନ ନିଷେଧକୁ ବିରୋଧ କରି!-->…
ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଜାମିନ୍ ପ୍ରଦାନ କଲେ ଦିଲ୍ଲୀ କୋର୍ଟ
ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଶୁକ୍ରବାର ୨୦୧୮ ମସିହାରେ ଟ୍ୱିଟ୍ ମାମଲାରେ ଜାମିନ୍ ପ୍ରଦାନ କରିଛନ୍ତି ଦିଲ୍ଲୀ କୋର୍ଟ। ତାଙ୍କ ବିରୋଧରେ ଥିବା ଅନ୍ୟ ମାମଲାଗୁଡ଼ିକ ବିଚାର ନହେବା ପର୍ଯ୍ୟନ୍ତ ସେ ହେପାଜତରେ ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରପ୍ରଦେଶର!-->…
କାଉଡ଼ିଆଙ୍କ ପାଇଁ ମାସ୍କ୍ ବାଧ୍ୟତାମୂଳକ
ଦୁଇ ବର୍ଷ ହେବ କରୋନା ଯୋଗୁଁ କାଉଡି ଯାତ୍ରା ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ଏଥିପାଇଁ ପ୍ରଶାସନ ଅନୁମତି ଦେଇଛି । ତେଣୁ ଧବଳେଶ୍ୱର ପୀଠ ସହ ବିଭିନ୍ନ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିବ । ଏଥିପାଇଁ ଆଠଗଡ ଉପଜିଲ୍ଲପାଳ ତଥା ଦେବୋତ୍ତର କମିସନର ହେମନ୍ତ କୁମାର ସ୍ୱାଇଁଙ୍କ ସହ ପୂଜକ ସମିତିର ମିଳିତ!-->…
ରାନିଲ ବିକ୍ରମସିଂହେ କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେ ଶ୍ରୀଲଙ୍କାର କାର୍ଯ୍ୟନିର୍ବାହୀ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ବାଚସ୍ପତି ତାଙ୍କୁ ଶପଥପାଠ କରାଇଥିବା କହିଛନ୍ତି । ଇ-ମେଲ ମାଧ୍ୟମରେ ସିଙ୍ଗାପୁରରୁ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜାପାକ୍ଷେ ଇସ୍ତଫା ଦେଇଥିଲେ । ଏହି ଇସ୍ତଫାକୁ!-->…
ଋଷି ସୁନକଙ୍କ ୨ୟ ରାଉଣ୍ଡ ଭୋଟରେ ପୁଣି ଶୀର୍ଷରେ ରହିଲେ
ବ୍ରିଟେନରେ ଆଗାମୀ ପ୍ରଧାନମନ୍ତ୍ରୀ କିଏ ହେବ ତାହାକୁ ନେଇ କଞ୍ଜରଭେଟିଭ ପାର୍ଟିର ଭୋଟିଂ ଚାଲିଛି । ଦଳର ଯାହାକୁ ଅଧିକ ଭୋଟ ମିଳିବ ସେହିଁ ପରବର୍ତ୍ତି ପ୍ରଧାନମନ୍ତ୍ରୀ ହେବେ । ଏହି କ୍ରମରେ ପ୍ରଥମ ରାଉଣ୍ଡ ପରେ ଦ୍ବିତୀୟ ରାଉଣ୍ଡ ଭୋଟିଂ ବି ହୋଇଛି । ଯେଉଁମାନେ କମ ଭୋଟ ପାଉଛନ୍ତି!-->…