Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Trends
All trending news will be updated in daily basis
120 ମିଶନ ଫେଲ୍ ପରେ ଏକନାଥ ଅନୁସନ୍ଧାନରେ ବିଜେପି
ମେଟ୍ରୋ ଟିଭି ଓଡ଼ିଶା ବ୍ୟୁରୋ: ଓଡ଼ିଶାରେ ପଦ୍ମ ଫୁଟିବ ଫୁଟିବ ବୋଲି ଫୁଟିପାରୁନି । ମୋଦିଙ୍କ ଲୋକପ୍ରିୟତାର ସଫଳ ଉପଯୋଗ ଓଡ଼ିଶା ମାଟିରେ ରାଜ୍ୟ ନେତାମାନେ କରିବାରେ ବିଫଳ ହୋଇଛନ୍ତି । 2019 ନିର୍ବାଚନ ପୂର୍ବରୁ 120 ମିଶନ ଫେଲ ମାରିବା ପରେ ଓଡ଼ିଶା ଶାସନକୁ ଅକ୍ତିଆର କରିବା!-->!-->!-->…
ଇସ୍ତଫା ଦେବେ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ
ମେଟ୍ରୋ ଟିଭି ଓଡ଼ିଶା ବ୍ୟୁରୋ: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ ଇସ୍ତଫା ଦେବେ । ଆସନ୍ତାକାଲି ଇସ୍ତଫା ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି ଗୋଟାବାୟ । ରାଷ୍ଟ୍ରପତି ଇସ୍ତଫା ଦେଲେ ଶ୍ରୀଲଙ୍କା ଲୋକଙ୍କ ରାଗ ଶାନ୍ତ ହୋଇପାରେ ବୋଲି ଆଶା କରାଯାଉଛି ।!-->…
ଆଜି ରସଗୋଲା ଦିବସ: ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇବେ ମହାପ୍ରଭୁ
ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ନେଇ ଲକ୍ଷ୍ମୀ ଠାକୁରାଣୀ ରାଗିଛନ୍ତି । ମହାଲକ୍ଷ୍ମୀଙ୍କ ରାଗକୁ ପ୍ରଶମିତ କରିବା ପାଇଁ ଆଜି ରସଗୋଲା ଖୁଆଇବେ ମହାପ୍ରଭୁ । ଆଜି ରସଗୋଲା ଭୋଗ ଲାଗିହେବ । ମହାପ୍ରଭୁ ଶ୍ରୀଜଗନ୍ନାଥ ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ଜୟବିଜୟ ଦ୍ୱାର ନିକଟରେ!-->!-->!-->!-->!-->…
ଆଜି ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ
ଆଜି ରଥଯାତ୍ରାର ଶେଷ ପର୍ବ ‘ନୀଳାଦ୍ରି ବିଜେ’ କରିବେ ମହାପ୍ରଭୁ । ବଡ଼ଦାଣ୍ଡରୁ ଭକ୍ତଙ୍କଠାରୁ ରତ୍ନବେଦିକୁ ଫେରିବେ ମହାବାହୁ । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଉଭା ହେବେ ପୁଣି ତିନି ଠାକୁର । ଗୋଟି ପହଣ୍ଡିରେ ରଥାରୂଢ଼ ଠାକୁର ଶ୍ରୀମନ୍ଦିରକୁ ବିଜେ ହେବେ ।
!-->!-->!-->…
୨୪ ଘଣ୍ଟାରେ ବାହାରିଲେ ୫୭୨ ଜଣ କୋଭିଡ୍ ପଜିଟିଭ
ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ଶହ ଛୁଇଁବାକୁ ବସିଲାଣି । ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୫୭୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
https://twitter.com/IPR_Odisha/status/1546338287857864704
ସେଥି ମଧ୍ୟରୁ ସଙ୍ଗରୋଧରୁ ୩୩୬ ଓ ସ୍ଥାନୀୟ ସଂକ୍ରମିତଙ୍କ!-->!-->!-->!-->!-->!-->!-->!-->!-->…
ଆଫଗାନିସ୍ଥାନ ଭଳି ଶ୍ରୀଲଙ୍କା ରାଷ୍ଟ୍ରପତି ବି ଲୁଚି ପଳାଇଲେ
ଯୁଦ୍ଧ ଭୟରେ ଆଫଗାନିସ୍ଥାନ ରାଷ୍ଟ୍ରପତି ଅସରଫ ଗନି ଟଙ୍କା ଧରି ଦେଶ ଛାଡି ଯାଇଥିବା ଖବର ଆପଣମାନେ ସମସ୍ତେ ପଢ଼ିଥିବେ ଶୁଣିଥିବେ । ଏବେ ଶ୍ରୀଲଙ୍କାର ରାଷ୍ଟ୍ରପତି ଗୋଟବାୟ ରାଜପକ୍ଷେଙ୍କ ମଧ୍ୟ ସମାନ ଅବସ୍ଥାରେ ଲୋକଙ୍କୁ ଡରି ରାଷ୍ଟ୍ରପତି ଭବନ ଛାଡି ପଳାୟନ କରିଛନ୍ତି ।!-->!-->!-->…
ମଙ୍ଗଳବାର ସିଞ୍ଜୋ ଆବେଙ୍କର ହେବ ଅନ୍ତିମ ସଂସ୍କାର
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତିମ ସଂସ୍କାରରେ ବିଶ୍ବର ବହୁନେତା ଯୋଗଦେବେ । ଗତକାଲି ତାଙ୍କର ପାର୍ଥିବ ଶରୀରକୁ ରାଜଧାନୀ ଟୋକିଓକୁ ଅଣାଯାଇଛି । ସେଠାରେ ମଙ୍ଗଳବାର ସଂପୂର୍ଣ୍ଣ ବିଧିବିଧାନ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ବିଶ୍ବରେ ଆବେଙ୍କର ବହୁ!-->!-->!-->…
ଅର୍ଥନୀତିଜ୍ଞ ନିକୋଲାସ ଷ୍ଟର୍ନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଣ୍ଡନ ସ୍କୁଲ ଅଫ୍ ଇକୋନୋମିକ୍ସର ଅର୍ଥନୀତି ପ୍ରଫେସର ଲର୍ଡ ନିକୋଲାସ ଷ୍ଟର୍ନଙ୍କୁ ଭେଟିଛନ୍ତି । ଉଭୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଲର୍ଡ ନିକୋଲାସ ଷ୍ଟର୍ନଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି; “ଲର୍ଡ!-->…
ରଥ ଉପରେ ଶ୍ରୀଜିଉଙ୍କ ମନଲୋଭା ‘ସୁନାବେଶ
ଶ୍ରୀଜିଉମାନେ ୯ ଦିନିଆ ରଥଯାତ୍ରା ଶେଷ କରି ବାହୁଡ଼ି ଆସିଛନ୍ତି ମହାପ୍ରଭୁ । ଲକ୍ଷାଧିକ ଭକ୍ତମାନେ ତିନି ରଥକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସିଂହଦ୍ୱାର ସମ୍ମୁଖକୁ ଆଣିଛନ୍ତି । ରଥଯାତ୍ରା ଭଳି ବାହୁଡ଼ାରେ ମଧ୍ୟ ନୀତିକାନ୍ତି ସଅଳ ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି । ରଥ ଉପରେ!-->…