Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Trends
All trending news will be updated in daily basis
ଆଜି ପ୍ରକାଶ ପାଇବ ମାଟିକ୍ ପରୀକ୍ଷା ଫଳ
ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟିକ୍ ପରୀକ୍ଷା ଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ ଅପରାହ୍ନ ୧ଟାରେ ମାଟ୍ରିକ୍ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବେ । ବୋର୍ଡ ୱେବସାଇଟ୍ରୁ!-->!-->!-->!-->!-->…
ଚନ୍ଦ୍ରକୁ ନିଜ ନିୟନ୍ତ୍ରଣରେ ରଖିବାକୁ ଚାହୁଁଛି ଚୀନ: ନାସା ବୈଜ୍ଞାନିକ
ମହାକାଶରେ ଚୀନ ଏବେ ଖେଳ କରୁଛି । ମହାକାଶରେ ଚୀନ ଅନ୍ୟ ଦେଶକୁ ଚକମା ଦେବା ପାଇଁ କାମ କରୁଥିବା ବେଳେ ଏବେ ଚନ୍ଦ୍ର ଉପରେ ଆଖି ପକାଇଛି । ଖାଲି ଆଖି ପକାଇନି ଆଗାମୀ ଦିନରେ କିପରି ଚନ୍ଦ୍ରକୁ କବଜା କରିବ ସେ ନେଇ ଚାଇନା ବୈଜ୍ଞାନିକମାନେ କାମ ଆରମ୍ଭ କରିଦେଇଥିବା ନାସା ମୁଖ୍ୟ ନେଲସନ ଅଭିଯୋଗ!-->…
ଏନଏଫଏସଏ ପାଇଁ ରାଜ୍ୟ ମାନ୍ୟତା ସୂଚକାଙ୍କ : ୧ ନମ୍ବର ସ୍ଥାନରେ ଓଡ଼ିଶା
ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଅନ୍ତର୍ଗତ ରାଜ୍ୟମାନଙ୍କର ପ୍ରଦର୍ଶନକୁ ନେଇ ପ୍ରଥମ ଥର ପାଇଁ ପ୍ରକାଶ ପାଇଛି ‘ଏନଏଫଏସଏ ପାଇଁ ରାଜ୍ୟ ମାନ୍ୟତା ସୂଚକାଙ୍କ’ । ଏହି ମାନ୍ୟତାର ସାଧାରଣ ବର୍ଗ ରାଜ୍ୟମାନଙ୍କ ମଧ୍ୟରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି । ଉତ୍ତର ପ୍ରଦେଶକୁ ଦ୍ବିତୀୟ!-->!-->!-->…
ଭାରତକୁ ୭ ଓ୍ବିକେଟରେ ହରାଇ ସିରିଜ ବରାବର୍ କଲା ଇଂଲଣ୍ଡ
ଭାରତ କୁ ହରାଇଲା ଇଂଲଣ୍ଡ । ଏଜବେଷ୍ଟନ୍ କ୍ରିକେଟ୍ ଗ୍ରାଉଣ୍ଡରେ ୫ମ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ସହଜ ବିଜୟ ହାସଲ କରିଛି ଘରୋଇ ଦଳ ଇଂଲଣ୍ଡ । ୭ ଓ୍ବିକେଟରେ ଭାରତକୁ ପରାଜୟ କରିଛି । ୫ ଟିକିଆ ଟେଷ୍ଟ ୨-୨ରେ ବରାବର୍ ହୋଇଛି ।
Eng vs Ind Test
ଦ୍ବିତୀୟ ଇନିଂସରେ ବିଜୟ!-->!-->!-->!-->!-->…
ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ ତମ ସ୍ୱାଧୀନତା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ!-->!-->!-->!-->!-->…
ପଞ୍ଜାବ କ୍ୟାବିନେଟର ସମ୍ପ୍ରସାରଣ
ମେଟ୍ରୋ ଟିଭି ଓଡିଶା (୪.୭.୨୦୨୨)
ପଞ୍ଜାବରେ ମାନ ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ହୋଇଛି। ୫ଜଣ ଏଏପି ବିଧାୟକ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।
ସୋମବାର ସନ୍ଧ୍ୟାରେ ପଞ୍ଜାବ ରାଜ ଭବନର ଗୁରୁ ନାନକ ଦେବ ଅଡିଟୋରିୟମରେ ନୂତନ ନିଯୁକ୍ତ ପଞ୍ଜାବ ମନ୍ତ୍ରିମଣ୍ଡଳର ଶପଥ!-->!-->!-->!-->!-->!-->!-->…