Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Trends
All trending news will be updated in daily basis
ମୋଦୀଙ୍କୁ ସ୍ବାଗତ କରିବାକୁ ଗଲେନି ଚନ୍ଦ୍ରଶେଖର ରାଓ
ମେଟ୍ରୋ ଟିଭି ଓଡିଶା (୨.୭.୨୦୨୨)
ପୁଣି ପ୍ରୋଟକଲ ଭାଙ୍ଗିଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ । ଆଜି ହାଇଦ୍ରାବାଦ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ବାଗତ କରିବାକୁ ସେ ଏୟାରପୋର୍ଟ ନଯାଇ ନିଜର ଜଣେ ମନ୍ତ୍ରୀଙ୍କୁ ପଠାଇଥିବା ସୂଚନା ମିଳିଛି ।!-->!-->!-->…
ଜୁନ ମାସରେ ଓଡିଶାରେ ପ୍ରବଳ ଛେଚିବ
ମେଟ୍ରୋ ଟିଭି ଓଡିଶା (୧.୬.୨୦୨୨ )
ଚଳିତ ବର୍ଷ ଜୁନ୍ ମାସରେ ଓଡ଼ିଶାରେ ଅଧିକ ବର୍ଷା ହେବ । ଏପରିକି ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ!-->!-->!-->!-->!-->!-->!-->…
ଚାଷୀଙ୍କୁ ମିଳିଲା ପିଏମ୍ କିଷାନ ଯୋଜନାର ୧୧ କିସ୍ତି ଟଙ୍କା
ମେଟ୍ରୋ ଟିଭି ଓଡିଶା (୩୧.୫.୨୦୨୨ )
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶିମଳା ଗସ୍ତରେ ଯାଇ ଦେଶର ଅଭାବୀ ଚାଷୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଆଜି ମୋଦୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୧ତମ କିସ୍ତି ପ୍ରଦାନ କରିଛନ୍ତି।
କେନ୍ଦ୍ର ସରକାରଙ୍କ ୮ ବର୍ଷ!-->!-->!-->!-->!-->!-->!-->…