Browsing Category

Trends

All trending news will be updated in daily basis

ଆସାମରେ ବନ୍ୟା:ଟ୍ରେନ୍‌ଲାଇନ୍‌ରେ ପଡ଼ି ରହିଛନ୍ତି ୫୦୦ ପରିବାର

ମେଟ୍ରୋ ଟିଭି ଓଡିଶା (୨୧.୫.୨୦୨୨ ) ଆସାମ ବନ୍ୟାପ୍ରପୀଡ଼ିତଙ୍କ ଅବସ୍ଥା ଦୟନୀୟ ହୋଇପଡ଼ିଛି। ବନ୍ୟା ପରର ଦୁର୍ଦ୍ଦଶା କହିଲେ ନସରେ।  ବନ୍ୟାରେ ଘରଦ୍ୱାର ଭାଙ୍ଗିଯିବା ପରେ ଅତି ଶୋଚନୀୟ ଭାବେ ଜୀବନ ବିତାଉଛନ୍ତି ଲୋକେ। ଭୟଙ୍କର ବନ୍ୟା ଆସି ସବୁକିଛି ଭସେଇନେବା ପରେ ନିଶ୍ୱ ହୋଇ…

ଅନ୍ତଃରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିରେ ନବୀନ

ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁମୋଦନକ୍ରମେ ନୂତନ ଅନ୍ତଃରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିର ନୂଆ ସଦସ୍ୟ ନାଁ ଘୋଷଣା କରାଯାଇଛି । ଏନେଇ ଗତକାଲି ଗୃହ ମନ୍ତ୍ରଣାଳୟ ଜାରି କରିଥିବା ଗେଜେଟ୍ ବିଜ୍ଞପ୍ତିରୁ ଜଣାପଡ଼ିଛି। କେନ୍ଦ୍ର ସରକାର…

ହେଲମେଟ ପିନ୍ଧିଲେ ବି ଦେବାକୁ ପଡ଼ିବ ୨ ହଜାର ଟଙ୍କା ଫାଇନ୍

ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ ) ଭାରତରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ସାଢ଼େ ତିନି ଲକ୍ଷ ଲୋକେ ପ୍ରାଣ ହରାଉଛନ୍ତି । ଦୁର୍ଘଟଣା ହ୍ରସ କରିବା ପାଇଁ ସରକାର ବିଭିନ୍ନ ସମୟରେ ନିୟମ ଲାଗୁ କରିଛନ୍ତି । ବର୍ତ୍ତମାନ ଆସିଥିବା ସୂଚନା ମୁତାବକ ଏବେ ବାଇକ ଚାଳକଙ୍କୁ ହେଲମେଟ ପିନ୍ଧିଥିଲେ…

ପ୍ରାଇଭେଟ ଜେଟ୍ ରେ ମସାଜ ସମୟରେ ଯୌନ ଶୋଷଣ

ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ ) ବିଶ୍ୱର ସବୁଠୁ ଧନି ବ୍ୟକ୍ତି ଏଲନ ମସ୍କଙ୍କ ବିରୋଧରେ ଆସିଛି ଯୌନ ଶୋଷଣ ଅଭିଯୋଗ । ଏହି ମାମଲାକୁ ରଫାଦଫା କରିବା ଲାଗି ୨୦୧୮ରେ ଦୁଇଜଣ ମହିଳାଙ୍କୁ ୨କୋଟ ଟଙ୍କା ମଧ୍ୟ ଦିଆଯାଇଥିଲା । ଏହି ଦୁଇଜଣ ମହିଳା ଏଲନଙ୍କ ଏହାୟସ୍ପେସ୍ ଫାର୍ମ ସ୍ପେସଏକ୍ସ…

ବିଶ୍ୱରେ ଘୋର ଖାଦ୍ୟ ସଂକଟ

ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ ) ବିଶ୍ୱରେ ଏବେ ଘୋର ଖାଦ୍ୟ ସଂକଟ । ଗ୍ରାସିଛି ଭୋକର କରାଳ ରାକ୍ଷସ । ଏହାକୁ ନେଇ ଜାତିସଂଘ ଗଭୀର ଚିନ୍ତାପ୍ରକଟ କରିଛି । ଜାତିସଂଘ ସେକ୍ରେଟାରୀ ଜେନେରାଲ ଏଣ୍ଟୋନିୟୋ ଗୁଟରେସ୍‌ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି କି ବିଶ୍ୱର ବୃହତ ଭୂଖଣ୍ଡ ଖାଦ୍ୟ…

ସିଦ୍ଧୁଙ୍କୁ ଜେଲ

ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ ) ନବଜୋତ ସିଂହ ସିଦ୍ଧୁଙ୍କୁ ଜେଲ ଦଣ୍ଡାଦେଶ | ରୋଡ୍ ରେଜ୍ କେସରେ ସିଦ୍ଧୁଙ୍କୁ ସୁପ୍ରିମକୋର୍ଟ ଗୋଟିଏ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲା ୧୯୯୮ରେ ଘଟିଥିଲା। ସିଦ୍ଧୁଙ୍କୁ ପ୍ରଥମେ ଏହି ମାମଲାରେ ଆଶ୍ଵସ୍ତି ମିଳିଥିଲା। ହେଲ ରୋଡ୍ ରେଜ…