Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Trends
All trending news will be updated in daily basis
ଭାରତ-ବାଂଲାଦେଶ ମଧ୍ୟରେ ଚାଲିବ ଟ୍ରେନ୍
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ )
ଆସନ୍ତା ମେ’ ୨୯ ତାରିଖରୁ ଭାରତରୁ ବଂଲାଦେଶକୁ ଗଡ଼ିବ ଟ୍ରେନ୍। ଏ ସମ୍ପର୍କରେ ରେଳମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। କୋଭିଡ୍ ଯୋଗୁ ୨୦୨୦ ମାର୍ଚ୍ଚ ମାସରେ କୋଲକାତା ଓ ବାଂଲାଦେଶ ମଧ୍ୟରେ ଟ୍ରେନ୍ ସେବା ବାତିଲ କରାଯାଥିଲା। ଏବେ ଏହି ଟ୍ରେନ୍!-->!-->!-->…
ବିମାନ ଆକ୍ରମଣରେ ୮ମୃତ୍ୟୁ
ମେଟ୍ରୋ ଟିଭି ଓଡିଶା (୧୮.୮.୨୦୨୨ )
ୟୁକ୍ରେନ-ରୁଷ୍ ମଧ୍ୟରେ ଯୋଦ୍ଧ ଦୁଇ ମାସରୁ ଅଧିକ ଦିନହେବ ଲାଗିରହିଥିବା ବେଳେ ଉତ୍ତର ୟୁକ୍ରେନରେ ରୁଷ୍ ଆକ୍ରମଣ ଜୋରଦାର କରିଛି । ରୁଷ୍ର ବିମାନ ଆକ୍ରମଣ ଯୋଗୁଁ ଉତ୍ତର ୟୁକ୍ରେନର ଚେର୍ନିହିବ ସ୍ଥିତ ଦେସନା ଗ୍ରାମରେ ୮ ଜଣଙ୍କ ମୃତ୍ୟୁ ହୋଇଛି ଏବଂ!-->!-->!-->…
ଗହମ ରପ୍ତାନି କଟକଣା କୋହଳ କଲା ଭାରତ
ମେଟ୍ରୋ ଟିଭି ଓଡିଶା (୧୭.୫. ୨୦୨୨)
ଭାରତ ସରକାର ଗହମ ରପ୍ତାନି କଟକଣାକୁ କିଛିଟା କୋହଳ କରିଛି । ମେ ୧୩ କିମ୍ବା ତା ପୂର୍ବରୁ ସୀମା ଶୁଳ୍କ (କଷ୍ଟମ୍ସ) ଯ଼ାଞ୍ଚ ପାଇଁ ପହଞ୍ଚିସାରିଥିବା ଗହମ କନସାଇନମେଣ୍ଟ ଗୁଡ଼ିକୁ ରପ୍ତାନି ଅନୁମତି ଦିଆଯିବ ।
ଏ ସମ୍ପର୍କରେ ବାଣିଜ୍ୟ!-->!-->!-->!-->!-->!-->!-->…
ଇରାନରେ ମିଳୁନି ରୁଟି
ମେଟ୍ରୋ ଟିଭି ଓଡିଶା (୧୫.୫.୨୦୨୨)
ସମଗ୍ର ବିଶ୍ୱରେ ଦିନକୁ ଦିନ ବଢି ଚାଲିଛି ଖାଦ୍ୟ ସଙ୍କଟ । ଦର ବୃଦ୍ଧି ଏବଂ ଖାଦ୍ୟ ସଙ୍କଟ ବିରୋଧରେ ସମଗ୍ର ବିଶ୍ୱ ଲଢେଇ କରୁଥିବା ବେଳେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଇରାନର ଲୋକ । ଇରାନର ଅନେକ ସହରରେ ଲୋକ ମାନେ ପ୍ରତିବାଦ ପାଇଁ ରାଜରାସ୍ତାକୁ!-->!-->!-->…