Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Browsing Category
Trends
All trending news will be updated in daily basis
ରେଳ ଯାତ୍ରା ବୀମା: ମିଳିବ ୧୦ ଲକ୍ଷ ଟଙ୍କା
ମେଟ୍ରୋଟିଭିଓଡିଶା(୨୮.୪.୨୦୨୨)
ରେଳଯାତ୍ରୀଙ୍କ ପାଇଁ ଖୁସିର ଖବର । ଯାତ୍ରୀଙ୍କ ପାଇଁ ରେଳ ବିଭାଗ ଆଉ ଏକ ବଡ଼ ପଦକ୍ଷେପ ନେଇଛି । ଯାତ୍ରୀମାନେ ଏବେ ରେଳ ଟ୍ରାଭେଲ ଇନସ୍ୟୁରାନ୍ସର ସୁବିଧା ନେଇପାରିବେ । ଏଥି ପାଇଁ ଯାତ୍ରୀମାନଙ୍କୁ ମାତ୍ର କିଛି ଟଙ୍କା ଦେବାକୁ ହେବ । ଯାହା ଦ୍ୱାରା!-->!-->!-->…
ଉତ୍ତର ପୂର୍ବାଞ୍ଚଳର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ : ପ୍ରଧାନମନ୍ତ୍ରୀ
ଉତ୍ତର ପୂର୍ବାଞ୍ଚଳର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ : ପ୍ରଧାନମନ୍ତ୍ରୀ
ଜୁନ୍ରୁ ଜୟପୁରରୁ ଉଡ଼ିବ ବିମାନ
ମେଟ୍ରୋଟିଭିଓଡିଶା(୨୭.୪.୨୦୨୨)
ଆସନ୍ତା ଜୁନ୍ ପ୍ରଥମ ସପ୍ତାହରୁ କୋରାପୁଟ ଜିଲା ଜୟପୁର ଏୟାରଷ୍ଟ୍ରିପ୍ରୁ ଉଡ଼ିବ ବିମାନ। ପୂର୍ବତନ କୋରାପୁଟ ଜିଲାପାଳ ତଥା କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଉଷା ପାଢ଼ୀ ଆଜିଠାରୁ ଦୁଇ ଦିନିଆ କୋରାପୁଟ ଜିଲା ଗସ୍ତରେ ଆସି ଏହି ସୂଚନା!-->!-->!-->…
ପ୍ରକୃତି ରଚିବ ତାଣ୍ଡବ, ଭୟଙ୍କର ସ୍ଥିତିର ସମ୍ମୁଖୀନ ହେବ ପୂରା ବିଶ୍ୱ!
ମେଟ୍ରୋଟିଭିଓଡିଶା(୨୬.୪.୨୦୨୨)
ଜଳବାୟୁ ପରିବର୍ତ୍ତନର ଭୟଙ୍କର ସ୍ଥିତିର ସମ୍ମୁଖୀନ ହେବ ପୂରା ବିଶ୍ୱ। ଜଳବାୟୁ ପରିବର୍ତ୍ତନ ଯୋଗୁ ଆଗାମୀ ୮ ବର୍ଷ ସୁଦ୍ଧା ବିଶ୍ୱକୁ ବଡ଼ବଡ଼ ବିପର୍ଯ୍ୟୟର ସାମ୍ନା କରିବାକୁ ପଡ଼ିବ। ଜୀବନ ଓ ଜୀବିକାକୁ ଗୁରୁତର ଭାବେ ପ୍ରଭାବିତ କରିପାରେ ପ୍ରକୃତିର!-->!-->!-->…
୪୪ ବିଲିୟନ୍ ଡଲାରରେ ଟ୍ୱିଟ୍ଟରକୁ କିଣିଲେ ଏଲନ୍ ମସ୍କ
ମେଟ୍ରୋଟିଭିଓଡିଶା(୨୬.୪.୨୦୨୨)
୪୪ ମିଲିୟନ୍ ଡଲାର ବା ଭାରତୀୟ ମୁଦ୍ରାରେ ୩ ଲକ୍ଷ ୩୦ ହଜାର କୋଟି ବ୍ୟୟରେ ଟ୍ୱିଟ୍ଟରକୁ କିଣିଛନ୍ତି ଏଲନ୍ ମସ୍କ । ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଟେସଲାର ମାଲିକ ଏଲନ୍ ମସ୍କଙ୍କ ଏକ ଟ୍ୱିଟ୍ ବର୍ତ୍ତମାନ ବେଶ ଭାଇରାଲ ହେଉଛି । ଏକ ଟ୍ୱିଟରେ ମସ୍କ!-->!-->!-->…
ଉଡନ୍ତା ବିମାନରେ ପାଇଲଟ ହେଉଥିଲେ ଅଦଳବଦଳ: ତାପରେ ଘଟିଲା ଏମିତି କିଛି ଘଟଣା
ମେଟ୍ରୋଟିଭିଓଡିଶା(୨୬.୪.୨୦୨୨)
ମଝି ଆକାଶରେ ଏକ ଭିନ୍ନ ଷ୍ଟଣ୍ଟ କରିବା ପାଇଁ ଚେଷ୍ଟା କରୁଥିଲେ ଦୁଇ ଜଣ ପାଇଲଟ । କିନ୍ତୁ ଭାଗ୍ୟ ସାଥ ଦେଲାନି । ଆଉ ଏମିତି କିଛି ଘଟିଗଲା, ଯାହା ନ ଦେଖିଲେ ବିଶ୍ୱାସ କରିବା ବି କଷ୍ଟ । ଏକ ଅଦ୍ଭୁତ ଆଉ ବିପଦଜନକ ଷ୍ଟଣ୍ଟ କରିବା ପାଇଲଟଙ୍କ ଉପରେ ମହଙ୍ଗା!-->!-->!-->…