Trending
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
- ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
- ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
- ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
- ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
- ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି
- ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ
- ବିହାର ବିଧାନସଭା ନିର୍ବାଚନ, ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରିୟଙ୍କା
Browsing Category
Trends
All trending news will be updated in daily basis
ପ୍ରସିଦ୍ଧ ଏମିରେଟ୍ସର ବେସ ଏୟାର ଲାଇନ : ଓଜନ ବୃଦ୍ଧି ହେଲେ କଟାଯାଉଛି ଦରମା
ମେଟ୍ରୋ ଟିଭି ଓଡିଶା,୩୧/୧ : ପ୍ରସିଦ୍ଧି ଏୟାର ଲାଇନ ଭାବେ ଏମିରେଟ୍ସର ବେଶ୍ ନା କମାଇଛି । ଏହି ଏୟାର ଲାଇନ୍ସରେ କାମ କରୁଥିବା ଏୟାର ହୋଷ୍ଟସ କରିଛନ୍ତି ବଡ ଖୁଲାସା । ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ ନିଶ୍ଚୟ । ଏଠାରେ କାମ କରୁଥିବା ଏହାର ହୋଷ୍ଟେସଙ୍କ କହିବା ମୁତାବକ ଏଠାରେ କାମ!-->!-->!-->…
୫ ଆତଙ୍କବାଦୀଙ୍କୁ ନିହତ କରିଛି ଜମ୍ମୁ-କାଶ୍ମୀର ସେନା
ମେଟ୍ରୋ ଟିଭି ଓଡିଶା,୩୦/୧ : ଜମ୍ମୁ-କାଶ୍ମୀରରେ ସେନାକୁ ବଡ ସଫଳତା ମିଳିଛି । ଏନକାଉଣ୍ଟରରେ ୫ ପାକିସ୍ତାନୀ ଆତଙ୍କବାଦୀ ନିହତ କରିଛି ସେନା। ଜମ୍ମୁ-କାଶ୍ମୀରରେ ୧୨ ଘଣ୍ଟାରେ ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଏନକାଉଣ୍ଟରରେ ୫ଜଣ ଆତଙ୍କବାଦୀ ମୃତ୍ୟୁ ହୋଇଛି। ବଡଗାମରେ ସୁରକ୍ଷାକର୍ମୀଙ୍କ!-->…
ଜଗନ୍ନାଥଙ୍କର କ୍ଷୁଦ୍ରତମ ଚିତ୍ର ଅଙ୍କନ କରି ଅନ୍ତର୍ଜାତୀୟ ରେକର୍ଡସରେ ଶୁବ୍ରଜିତ ପଣ୍ଡା
ମେଟ୍ରୋ ଟିଭି ଓଡିଶା,୩୦/୧ : ଅନ୍ତର୍ଜାତୀୟ ବୁକ୍ ଅଫ୍ ରେକର୍ଡସରେ ସାମିଲ ହୋଇଛନ୍ତି କଟକ ଜିଲ୍ଲା କହ୍ନେଇପୁରର ଶୁବ୍ରଜିତ ପଣ୍ଡା। କଉଡ଼ି ଉପରେ ବିଶ୍ୱର ସର୍ବକ୍ଷୁଦ୍ରତମ ଶ୍ରୀଜଗନ୍ନାଥ ଅଙ୍କନ କରି ସେ ଏହି ଅନ୍ତର୍ଜାତୀୟ ରେକର୍ଡସରେ ସାମିଲ ହୋଇଛନ୍ତି। ୨.୫ ସେମି ଦୈର୍ଘ୍ୟ ଓ ୧.୪ ସେମି!-->!-->!-->…
ମନେପଡୁଛନ୍ତି ମହାତ୍ମା ଗାନ୍ଧୀ
ମେଟ୍ରୋ ଟିଭି ଓଡିଶା,୩୦/୧ : ସାରା ଦେଶ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ମନେପକାଉଛନ୍ତି । ଦେଶ ପାଇଁ ଗାନ୍ଧୀ ଦେଇଥିଲେ ବଳିଦାନ । ତାଙ୍କର ଏହି ବଳିଦାନ ଆଜି ବି ଲୋକଙ୍କ ମନରେ ଉଜୁପିତ ହୋଇ ରହିଛି । ସେହି ମହାନ ପୁରୁଷରଙ୍କର ଆଜି ଶ୍ରାଦ୍ଧ ଦିବସ । ଭାରତର ସ୍ୱାଧୀନତା!-->!-->!-->…
୨୦୨୨ ଫେବୃଆରୀ ମାସରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ ସେବା
ମେଟ୍ରୋ ଟିଭି ଓଡିଶା,୨୫/୧ : ୨୦୨୨ର ଫେବୃଆରୀ ମାସରେ ୧୨ଦିନ ବନ୍ଦ ରହିବ ବ୍ୟାଙ୍କ ସେବା । ଏଥିସହ ଆରବିଆଇ ଫେବୃଆରୀ ମାସ ପାଇଁ ବ୍ୟାଙ୍କର ଛୁଟି ତାଲିକା ଜାରି କରିଛି। ତେବେ ଏହି ଛୁଟି ତାଲିକାରେ ଦ୍ଵିତୀୟ ଏବଂ ଚତୁର୍ଥ ଶନିବାର ସହ ରବିବାର ଛୁଟି ମଧ୍ୟ ସାମିଲ୍। ଫେବୃଆରୀ ମାସରେ ବସନ୍ତ!-->!-->!-->…
ବିଶ୍ୱରେ କୋଟିପତିଙ୍କ ୧୧ତମ ସ୍ଥାନରେ ଅଛନ୍ତି ମୁକେଶ ଅମ୍ବାନୀ
ମେଟ୍ରୋ ଟିଭି ଓଡିଶା,୨୫/୧ : କରୋନାର ପ୍ରଭାବରେ ବହୁ କୋଟିପତିଙ୍କ ସମ୍ପତ୍ତି ହ୍ରାସ ପାଇଛି । ଦୁନିଆର ୧୦ ଆରବପତିଙ୍କ ମଧ୍ୟରୁ ୯ ଜଣଙ୍କ ସମ୍ପତ୍ତିରେ ଚଳିତ ବର୍ଷ ୧୩୫ ଆରବ ଡଲାରରୁ ଅଧିକ ହ୍ରାସ ହୋଇଛି । କେବଳ ୱାରେନ୍ ବଫେଟ୍ ଏକ ମାତ୍ର ଧନୀ ବ୍ୟକ୍ତି ଯାହାଙ୍କର ସମ୍ପତ୍ତିରେ ୧.୩୮!-->!-->!-->…
ପ୍ରଥମଥର ପାଇଁ ବିଳମ୍ବରେ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ
ମେଟ୍ରୋ ଟିଭି ଓଡିଶା,୧୯/୧: ଗଣତନ୍ତ୍ର ଦିବସ ପରେଡ ସର୍ବଦା ଗୋଟିଏ ବା ଅନ୍ୟ ଅର୍ଥରେ ସ୍ୱତନ୍ତ୍ର । ପ୍ରତିବର୍ଷ ଏକ ନୂତନ ଆର୍କଷଣ ଆସେ ଏହି ପ୍ୟାରେଡ ବା ଏହି ଦିନରେ । କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ସାରା ଭାରତ ଏହି ଦିନଟିକୁ ଅତି ଆନନ୍ଦ ସହ ପାଳିଥାନ୍ତି । ଦେଶକୁ ସ୍ୱାଧିନ!-->!-->!-->…
ଜିଭ ଟେକିଲା ୧୨କିଲୋ
ମେଟ୍ରୋ ଟିଭି ଓଡିଶା,୧୬/୧: ସ୍ବାଦ ବାରିବା ପାଇଁ ଜିଭର ଆବଶ୍ୟକତା ପଡ଼େ। ତେବେ ଜାଣନ୍ତି କି ଜିଭ ଶରୀରର ସବୁଠୁ ଶକ୍ତିଶାଳୀ ମାଂସପେଶୀ ବୋଲି। ଜାଣିଥିଲେ ବି ପ୍ରକୃତରେ ଏହା କେତେ ଶକ୍ତିଶାଳୀ କେବେ ପରୀକ୍ଷା କରି ନ ଥିବେ।
image credit-facebook
ମେକ୍ସିକୋ ସିଟିରେ ଆୟୋଜିତ!-->!-->!-->!-->!-->!-->!-->…
ସେନା ଦିବସରେ ବର୍ଡରରେ ଉଡିଲା ଖଦି ତ୍ରିରଙ୍ଗା
ମେଟ୍ରୋ ଟିଭି ଓଡିଶା,୧୬/୧: ଗତକାଲି ସାରା ଦେଶରେ ପାଳନ ହେଉଥିଲା ଭାରତୀୟ ସେନା ଦିବସ । ଏହି ସମୟରେ ରାଜସ୍ଥାନର ଜେସଲମେରରେ ୨୨୫ ଫୁଟ ଲମ୍ବା ଏବଂ ୧୫୦ ଫୁଟ ଚଉଡ଼ାର ତ୍ରିରଙ୍ଗା ଉଡୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ସବୁଠୁ ବଡ଼ କଥା ହେଉଛି ଏହା ଦେଶର ୩ୟ ବୃହତ୍ତମ ଖଦି ତ୍ରିରଙ୍ଗା ।!-->!-->!-->…
ସେନା ଦିବସରେ ଯବାନଙ୍କୁ ମୋଦୀଙ୍କ ପ୍ରଶଂସା
ମେଟ୍ରୋ ଟିଭି ଓଡିଶା,୧୫/୧: ସାହସିକତା ଏବଂ ଯୁଦ୍ଧ ଦକ୍ଷତା ପାଇଁ ଭାରତୀୟ ସେନାର ବିଶ୍ୱରେ ଖ୍ୟାତି ରହିଛି । ଦେଶର ନିରାପତ୍ତା ପାଇଁ ତା’ର ଅମୂଲ୍ୟ ତ୍ୟାଗ ଓ ବଳିଦାନକୁ କଥାରେ ପରିପ୍ରକାଶ କରିହେବ ନାହିଁ ବୋଲି ଆଜି ‘ସେନା ଦିବସ’ ଅବସରରେ ଯବାନମାନଙ୍କୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ!-->!-->!-->…