Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Uncategorized
ରସାବଳିକୁ GI ଟ୍ୟାଗ୍
ଭୁବନେଶ୍ବର:ଓଡ଼ିଶାର ଖାଦ୍ୟ ସଂସ୍କୃତି ଏବଂ ପରମ୍ପରାରେ ରସାବଳିର ବିଶେଷ ମହତ୍ଵ ରହିଛି ।କେନ୍ଦ୍ରାପଡା ରସାବଳିକୁ ମିଳିଲା GI ଟ୍ୟାଗ । କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିବା ନେଇ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୨୧ରେ GI ଟ୍ୟାଗିଂ ପାଇଁ…
ହୋମି ଭାବା କ୍ୟାନ୍ସର ହସ୍ପିଟାଲ୍ କର୍କଟ ରୋଗୀଙ୍କୁ ବିଶ୍ବସ୍ତରୀୟ ଚିକିତ୍ସା ସେବା ଯୋଗାଇବା
ଜଟଣୀ: ହୋମି ଭାବା କ୍ୟାନ୍ସର ହସ୍ପିଟାଲ୍ କର୍କଟ ରୋଗୀଙ୍କୁ ବିଶ୍ବସ୍ତରୀୟ ଚିକିତ୍ସା ସେବା ଯୋଗାଇବା ସହ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଟଣୀସ୍ଥିତ ଭୁବନେଶ୍ବର ନାଇଜର କ୍ୟାମ୍ପସ୍ରେ ହୋମି ଭାବା କ୍ୟାନ୍ସର ହସ୍ପିଟାଲ୍ ଓ…
ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ୩ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର
ନୂଆଦିଲ୍ଲୀ: ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ଅବଦାନ ପାଇଁ ନୋବେଲ ପୁରସ୍କାର ଘୋଷଣା । ୨୦୨୩ ବର୍ଷ ପାଇଁ ମିଳିତ ଭାବେ ନୋବେଲ୍ ପାଇବେ ତିନି ଜଣ ପଦାର୍ଥ ବିଜ୍ଞାନୀ। ସେମାନଙ୍କ ମଧ୍ୟରେ ରହିଛନ୍ତି ପିରେ ଆଗୋଷ୍ଟିନ, ଫେରେନ୍କ କ୍ରାଉସଜା, ଆନେ ହୁଇଲରଙ୍କୁ ସମ୍ମାନ। ଏହି ତିନି ଜଣ ନୋବେଲ ବିଜେତା…
କେନ୍ଦ୍ର ସରକାରଙ୍କ ତାଳଟୁଳ ନୀତି ବିରୋଧରେ ବର୍ଷିଲେ ବର୍ଷା ସିଂ ବରିହା
ଭୁବନେଶ୍ବର: କେନ୍ଦୁପତ୍ର ତୋଳାଳିଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ତାଳଟୁଳ ନୀତି ବିରୋଧରେ ବର୍ଷିଲେ ପଦମପୁର ବିଧାୟିକା ବର୍ଷା ସିଂ ବରିହା । ପଦମପୁର ଉପନିର୍ବାଚନ ପ୍ରଚାର ପାଇଁ ଯାଇଥିବାବେଳେ କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସଟି ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ…
ଓଟିପି ସେୟାରିଂ ମାମଲାରେ ଅଭିଯୁକ୍ତଙ୍କୁ ପାକିସ୍ତାନ ଦେଇଛି ୫୦ ଲକ୍ଷରୁ ଅଧିକ ଟଙ୍କା
ଭୁବନେଶ୍ବର: ଭାରତରୁ ଗୁପ୍ତ ତଥ୍ୟ ପାଇବା ପାଇଁ ଅଭିଯୁକ୍ତ ଇକବାଲ ହୁସେନ ଆକାଉଣ୍ଟକୁ ପାକିସ୍ତାନରୁ ଆସିଛି ୫୦ ଲକ୍ଷରୁ ଅଧିକ ଟଙ୍କା । ଖୁବଶୀଘ୍ର ଅଭିଯୁକ୍ତକୁ ରିମାଣ୍ଡରେ ନେବ ସ୍ପେଶାଲ ଟାସ୍କଫୋର୍ସ । ଇକବାଲ ହୁସେନ ଘର ଆସାମରେ ହୋଇଥିବା ବେଳେ ସେ ବେଙ୍ଗାଳୁରୁରେ ରହୁଥିଲା । ପାକିସ୍ତାନ…
ମଣିପୁରରେ ଦୁଇ ବିଦ୍ୟାର୍ଥୀଙ୍କ ମୃତ୍ୟୁ ଘଟଣାରେ ୪ ଗିରଫ
ଇମ୍ପାଲ: ମଣିପୁରରେ ଦୁଇ ବିଦ୍ୟାର୍ଥୀଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତ ଗିରଫ । । ଦୁଇ ବିଦ୍ୟାର୍ଥୀଙ୍କ ମୃତ୍ୟୁକୁ ମଣିପୁର ସମ୍ପୂର୍ଣ୍ଣ ଅଶାନ୍ତ ହୋଇପଡ଼ିଛି । ହିଂସା, ବିଦ୍ରୋହର ନିରାପଦ ଚରାଭୁଁଇ ପାଲଟିଛି ପୂରା ରାଜ୍ୟ । ଯାହାକୁ ନେଇ ୬ ମାସ ପାଇଁ ସମ୍ପୂର୍ଣ୍ଣ ରାଜ୍ୟକୁ ଅଶାନ୍ତ ଘୋଷଣା…
୫ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ
ଲଘୁଚାପ ବର୍ତ୍ତମାନ ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟକା ଓ ଝାଡ଼ଖଣ୍ଡ ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ସେଠାରେ ବର୍ଷା ହେବା ସହ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସଲଗ୍ନ ଜିଲ୍ଲାରେ ବର୍ଷା ଜାରିରହିଛି। ସୋମବାର ବର୍ଷାର ପ୍ରକୋପ କମିବାକୁ ଥିବା ବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ…
ସୁନ୍ଦରଗଡ଼ରେ ୨୪ ଘଣ୍ଟାରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼:୨୪ ଘଣ୍ଟାରେ ପୁଣି ୯ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ। ୩୪ ରକ୍ତ ନମୁନାରୁ ୯ ପଜିଟିଭ ଚିହ୍ନଟ। ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪ରେ ପହଞ୍ଚିଲା। ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ…
ସ୍କ୍ରଵ ଟାଇଫସରେ ବଲାଙ୍ଗୀରର ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ
ବଲାଙ୍ଗୀର: ସ୍କ୍ରଵ ଟାଇଫସରେ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଭାଲେଗାଁ ପଞ୍ଚାୟତ ଅନ୍ତର୍ଗତ ଵାଗଡୋର ଗ୍ରାମର ହିମାଂଶୁ ସାହୁଙ୍କ ମୃତ୍ୟୁ ହୋଇଛି । ମୃତକ ହିମାଂଶୁ ଟାଇଫସ କୀଟ ଆକ୍ରମଣରେ ଗୁରୁତର ହୋଇ ପ୍ରଥମେ ଟିଟିଲାଗଡ଼ ଓ ପରେ ଭୁବନେଶ୍ୱର ସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସିତ…
Itel ଲଞ୍ଚ କଲା ଶସ୍ତା 5G ସ୍ମାର୍ଟଫୋନ୍
୧୦,୦୦୦ ଟଙ୍କାରୁ ମଧ୍ୟ କମ ମୂଲ୍ୟରେ ମାର୍କେଟରେ ମିଳୁଛି