Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
Uncategorized
ଖାଇବା ତେଲ ଦର କମିବ: ୫ ପ୍ରତିଶତ ଆମଦାନୀ ଶୁଳ୍କ କମାଇଲେ କେନ୍ଦ୍ର ସରକାର
ଖାଇବା ତେଲ ଦର କମିବ । ଆମଦାନୀ ଶୁଳ୍କ କମାଇଛନ୍ତି କେନ୍ଦ୍ର ସରକାର। ସୋୟାବିନ ତେଲ ଓ ସନଫ୍ଲାୱାର ତେଲ ଉପରେ ୫ ପ୍ରତିଶତ ଆମଦାନୀ ଶୁଳ୍କ କମିଥିବାରୁ ଆଗାମୀ ଦିନରେ ତେଲ ଦର କମିବ । କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏବେ କେନ୍ଦ୍ର ସରକାରଙ୍କ…
ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀ ଦୋଷୀ ସାବ୍ୟସ୍ତ
ବାରାଣସୀ: ମୁଖତାର ଅନସାରୀକୁ ବାରାଣସୀ କୋର୍ଟ ୩୨ ବର୍ଷ ପୁରୁଣା ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି । ଅବଧେଶ ରାଇ ହତ୍ୟାକାଣ୍ଡ ମାମଲାରେ ମୁଖତାର ଅନସାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କୋର୍ଟ। ପାଖପାଖି ୩୨ ବର୍ଷ ପରେ ଏହି ହତ୍ୟାକାଣ୍ଡ ମାମଲାର ଶୁଣାଣି କରି ବାରାଣସୀର ଏମପି,…
ବଡ଼ ଦୁର୍ଘଟଣାରୁ ବର୍ତ୍ତିଲା ସିଏନଜି ଭର୍ତ୍ତି ଗ୍ୟାସ ଟ୍ୟାଙ୍କର
ଭୁବନେଶ୍ବର: ପଳାଶୁଣି ବ୍ରିଜ ଦେଇ କଟକରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ବେଳେ ଗେଲ ଇଣ୍ଡିଆର ସିଏନଜି ଭର୍ତ୍ତ ଟ୍ୟାଙ୍କରରୁ ଗ୍ୟାସ ଲିକ୍ ହେଉଥିବା ଜଣାପଡିଥିଲା । ଏହା ପରେ ଗାଡିଟି ଅଟକି ରହିବାରୁ ଚାରିଆଡେ ଭୟ ଖେଳିଯାଇଥିଲା । ଟ୍ରାଫିକ୍ କଣ୍ଟ୍ରୋଲ କରିବା ପରେ କଟକ ଦିଗରୁ ଆସୁଥିବା ଗାଡି…
ସ୍ନାନ ମଣ୍ଡପରେ ରକ୍ତଛିଟା ହେତୁ ଶ୍ରୀଜିଉଙ୍କ ହେବ ମହାସ୍ନାନ
ଶ୍ରୀଜିଉଙ୍କ ଦେବସ୍ନାନ ବେଳେ ଅଘଟଣ -ଘଟିଛି । ସ୍ନାନ ମଣ୍ଡପ ଚକଡାରେ ରକ୍ତ ଛିଟା ଦେଖିଲେ ଜେଟିପି । ସ୍ନାନ ମଣ୍ଡପରେ ରକ୍ତଛିଟା ହେତୁ ଶ୍ରୀଜିଉଙ୍କ ମହାସ୍ନାନ ହେବା ନେଇ ନୀତି ରହିଛି । କୌଣସି ଜଣେ ସେବାୟତଙ୍କ ଠାରୁ ରକ୍ତଛିଟା ଲାଗିଥିବା ଚର୍ଚା ହେଉଛି ।
ମେଡିକାଲରେ ଆହତଙ୍କୁ ଭେଟିବା ପରେ ଦୋଷୀଙ୍କୁ ଛଡାଯିବ ନାହିଁ କହିଲେ ପ୍ରଧାନମନ୍ତ୍ରୀ
ବାଲେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅପରାହ୍ନରେ ବାହାନଗାରେ ଟ୍ରେନ୍ ଦୁର୍ଘଟଣାସ୍ଥଳ ବୁଲି ଦେଖିଛନ୍ତି। ବାହାନଗାରୁ ସିଧା ବାଲେଶ୍ବର ମେଡିକାଲ ଆସିଲେ ପ୍ରଧାନମନ୍ତ୍ରୀ ।
https://www.youtube.com/watch?v=QidIad5cdmg…
ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବାଲେଶ୍ୱର: ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନା ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଘଟଣାସ୍ଥଳରେ ପହଂଚିଛନ୍ତି। ଯେଉଁଠାରେ ରେଳ ଡବା ସବୁ ପଡିଛି ତାହା ବୁଲି ଦେଖୁଛନ୍ତି । ଉଦ୍ଧାର କରୁଥିବା ଟିମ ସଦସ୍ୟଙ୍କ ସହ ଆଲୋଚନା କରୁଛନ୍ତି । ତାଙ୍କ ସହ…
ଆଜି ପାଇଁ ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ
ବାଲେଶ୍ୱର : ଭୟଙ୍କର ଟ୍ରେନ୍ ଦୁର୍ଘଟଣା ପରେ ବାଲେଶ୍ୱର ରୁଟରେ ରେଳ ସେବା ପ୍ରଭାବିତ ହୋଇଛି। ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ କରାଯାଇଛି। ୯ଟି ଟ୍ରେନର ଗତିପଥ ସମ୍ପୂର୍ଣ୍ଣ ବଦଳା ଯାଇଛି । ଆଉ ୬ଟି ଟ୍ରେନର ଆଂଶିକ ରୁଟ୍ ଡାଇଭର୍ଟ ହୋଇଛି ।ବାତିଲ ହୋଇଥିବା ଟ୍ରେନ୍ ଗୁଡ଼ି…
‘ଆପ୍’ ନେତା ମନୀଷ ସିସୋଦିଆ ଘରେ ପହଞ୍ଚିବା ପୂର୍ବରୁ ତାଙ୍କ ଅସୁସ୍ଥ ସ୍ତ୍ରୀ ଡାକ୍ତରଖାନାରେ ଭର୍ତ୍ତି
ନୂଆଦିଲ୍ଲୀ: ଗିରଫ ହୋଇ ଜେଲ୍ରେ ଥିବା ‘ଆପ୍’ ନେତା ମନୀଷ ସିସୋଦିଆ ଆଜି ଘରେ ପହଞ୍ଚିବା ପୂର୍ବରୁ ତାଙ୍କ ଅସୁସ୍ଥ ସ୍ତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବାରୁ ସେ ତାଙ୍କୁ ଭେଟି ପାରିନାହାନ୍ତି ବୋଲି ବିଶେଷ ସୂତ୍ରରୁ ଉଦ୍ଧାର କରି ‘ଏନ୍ଡିଟିଭି’ ରିପୋର୍ଟ କରିଛି।ଆଜି ପୂର୍ବାହ୍ନ…
ଟ୍ରେନ୍ ଦୁର୍ଘଟଣା ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିକ୍
ବାହାନଗା ଟ୍ରେନ୍ ଦୁର୍ଘଟଣା ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ତାମିଲନାଡୁ ସରକାର । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିକ୍ । ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ…
ଟ୍ରେନ୍ ଦୁର୍ଘଟଣା ପାଇଁ ବଲିଉଡ କଳାକାରଙ୍କ ଶୋକ ପ୍ରକାଶ
ନୂଆଦିଲ୍ଲୀ:ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶରେ ଶୋକର ଛାୟା । ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଥିବା ବେଳେ ଏବେ ଏହି ଘଟଣାକୁ ନେଇ ବଲିଉଡର କଳାକାରମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।ବଲିଉଡ୍ କଳାକାର ସଲମାନ ଖାନ୍ ଏବଂ ଅକ୍ଷୟ କୁମାର୍ ଏହି ଘଟଣାକୁ…