Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Uncategorized
ଯୁକ୍ତ ୩ରେ ବଢ଼ିଲା ୧୨ ହଜାର ସିଟ୍
ଭୁବନେଶ୍ବର : ଯୁକ୍ତ ୩ କଲେଜ ତଥା ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସଜବାଜ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ନଜରରେ ରଖି ଗତବର୍ଷ ତୁଳନାରେ ଏଥରକ ୧୨ ହଜାର ସିଟ୍ ବୃଦ୍ଧି କରାଯାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ୧୦୨୩ ଯୁକ୍ତ୩ କଲେଜର ୨ ଲକ୍ଷ ୫୫…
ସମୁଦ୍ରରେ ଗାଧୋଇବା ବେଳେ ନିଖୋଜ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲି ଗ୍ରାମ ନିକଟ ସମୁଦ୍ରରେ ଗାଧୋଇବା ବେଳେ ସକାଳ ୬ଟାରେ ବୁଡ଼ିଯିବା ଘଟଣାରେ ନିଖୋଜ ଛାତ୍ରୀଙ୍କ ମୃତଦେହ ସନ୍ଧ୍ୟାରେ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ହେଲେ ପ୍ରଜ୍ଞାରାଣୀ ତ୍ରିପାଠୀ। ଦୀର୍ଘ ସମୟ ଧରି…
ଅଗ୍ନି-୧ର ସଫଳ ପରୀକ୍ଷଣ
ବାଲେଶ୍ବର: ଚାନ୍ଦିପୁର ଡିଆର୍ଡିଓର ଧାମରା ସ୍ଥିତ ଏପିଜେ ଅବଦୁଲ କଲାମ ଦ୍ବୀପ(୪ନମ୍ବର ଲଞ୍ଚପ୍ୟାଡ୍)ରୁ ଆଜି ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍ ମିସାଇଲ ଅଗ୍ନି-୧ର ସଫଳ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍ ଫୋର୍ସ କମାଣ୍ଡ ଦ୍ୱାରା କରାଯାଇଥିଲା। ଭୂପୃଷ୍ଠରୁ ଭୂପୃଷ୍ଠ ନିକ୍ଷେପ…
ଯୋରନ୍ଦା ଗସ୍ତରେ ଅଛନ୍ତି 5T ସଚିବ ଭିକେ ପାଣ୍ଡିଆନ
ଢେଙ୍କାନାଳ: ଉନ୍ନତି ପଥରେ ଢେଙ୍କାନାଳର ବିଶ୍ବପ୍ରସିଦ୍ଧ ଯୋରନ୍ଦା ପୀଠ । ଯୋରନ୍ଦା ଗସ୍ତରେ ଅଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ଢେଙ୍କାନାଳ ଜିଲ୍ଲାର ପର୍ଯ୍ୟଟନସ୍ଥଳି ଗୁଡିକର ବିକାଶ ପାଇଁ ୫୦ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ କେବଳ ୧୦ କୋଟି ଟଙ୍କା ବ୍ୟୟରେ ମହିମାଗାଦୀ ଯୋରନ୍ଦା ପୀଠର…
ସେଙ୍ଗୋଲ କୁ ନେଇ ସାରା ଭାରତରେ ଚର୍ଚା
ସେଙ୍ଗୋଲ ହେଉଛି ରାଜଦଣ୍ଡ । ଏହା ରାଜାଙ୍କ ଶାସନର ପ୍ରତୀକ, ନ୍ୟାୟ, ଶକ୍ତି ପରାକ୍ରମର ପ୍ରତୀକ । ଭାରତୀୟଙ୍କ ହାତରେ ଶାସନ ଭାର ହସ୍ତାନ୍ତର ସମୟରେ ସେଙ୍ଗୋଲର ବ୍ୟବହାର ହୋଇଥିଲା । ନୂଆ ଶାସକଙ୍କୁ ନ୍ୟାୟପୂର୍ଣ୍ଣ ଶାସନ କରିବା ପାଇଁ ସେଙ୍ଗୋଲ ହସ୍ତାନ୍ତର କରିଥିଲେ ବ୍ରିଟିସ ଶାସକ ।…
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ୩ଟି ନୂତନ ସ୍ନାତକ ଓ ଗୋଟିଏ ସ୍ନାତକୋତ୍ତର ପାଠ୍ୟକ୍ରମ
ଭୁବନେଶ୍ବର: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ୨୦୨୩-୨୪ ଶିକ୍ଷାବର୍ଷରୁ ୩ଟି ନୂତନ ସ୍ନାତକ ପାଠ୍ୟକ୍ରମ ଓ ଗୋଟିଏ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବାକୁ ଯାଉଛି। ଏଥିରେ କୃଷି ବିଜ୍ଞାନ, ଦୁଗ୍ଧ ବିଜ୍ଞାନ ଓ ଜଙ୍ଗଲ ପରିଚାଳନା ରେ ୪ ବର୍ଷିଆ B.Sc ପାଠ୍ୟକ୍ରମ ଏବଂ ଲଜିଷ୍ଟିକ୍ସ ଓ ଯୋଗାଣ…
ତାସକେଣ୍ଟ ଠାରେ ପଦକ ଜିତିଥିବା ମୁଷ୍ଟିଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ତାସକେଣ୍ଟ ଠାରେ ପୁରୁଷ ବିଶ୍ୱ ବକ୍ସିଂ ଚାମ୍ପିୟନସିପରେ ପ୍ରଥମ ଥର ପାଇଁ ପଦକ ଜିତିଥିବା ଦୀପକ ଭୋରିଆ, ହୁସାମୁଦ୍ଦିନ ଓ ନିଶାନ୍ତ ଦେବଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୀତିଶ କୁମାର ଭେଟି ଆଲୋଚନା କରିବେ
ଶୁକ୍ରବାର ଦିନ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓଡ଼ିଶା ଆସିବେ ବୋଲି ଚର୍ଚ୍ଚା ହେଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ମେଂଟ ବିଷୟରେ ଆଲୋଚନା କରିବାର ସମ୍ଭାବନା ରହିଛି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତୃତୀୟ ସାମ୍ମୁଖ୍ୟ ଗଠନ ପାଇଁ ବିଭିନ୍ନ ରାଜ୍ୟ ଯାଇ ଏନଡିଏ…
ପଞ୍ଜାବ କିଙ୍ଗ୍ସକୁ ୫୬ ରନ୍ରେ ହରାଇଛି ଲକ୍ଷ୍ନୌ ସୁପର ଜାଏଣ୍ଟସ୍
ମୋହାଲିର ଆଇଏସ୍ ବିନ୍ଦ୍ରା ଷ୍ଟାଡିୟମ୍ରେ ଶୁକ୍ରବାର ରାତିରେ ଖେଳାଯାଇଥିବା ମ୍ୟାଚ୍ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ୍ ପଞ୍ଜାବ କିଙ୍ଗ୍ସକୁ ୫୬ ରନ୍ରେ ହରାଇଛି।ଚୌକା, ଛକା ବର୍ଷା କରି ଲକ୍ଷ୍ନୌ ୨୫୭ ସ୍କୋର କରିଥିଲା। ଲକ୍ଷ୍ନୌ ପାଳିରେ ୨୭ ଚୌକା ଓ ୧୪ ଛକା ସାମିଲ ଥିଲା। ବିଜୟ…
ନୟାପଲ୍ଲୀ ଦୋକାନ ଭାଙ୍ଗିବା ମାମଲା: ମାଟିରେ ମିଶିଲା ମୁଖ୍ୟ ଅଭିଯୁକ୍ତ ଘର
ନୟାପଲ୍ଲୀ ଜମି ଜବରଦଖଲ ମାମଲାରେ ମାଷ୍ଟର ମାଇଣ୍ଡ ଅଭିଯୁକ୍ତ ରାଘବ ଜେନାର ଝାରପଡ଼ାସ୍ଥିତ ଘରେ ବୁଲ ଡୋଜର ବୁଲାଇଛି ପୋଲିସ। ନୟାପଲ୍ଲୀ ଜମି ଜବରଦଖଲ ମାମଲା ରେ ପୋଲିସ ମଧ୍ୟ ଅନ୍ୟ ଅଭିଯୁକ୍ତମାନଙ୍କୁ ଏବେ ବି ଖୋଜୁଛି। ମାଷ୍ଟର ମାଇଣ୍ଡ ରାଘବ ଜେନା ଭଡ଼ା ଲଗାଇଥିବା ଘରେ ବୁଲ ଡୋଜର ମଧ୍ୟ…