Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Uncategorized
ଅର୍ଥନୈତିକ ସର୍ଭେ ରିପୋର୍ଟରେ ଗ୍ରାମ୍ୟ ଉନ୍ନୟନ ଉପରେ ଗୁରୁତ୍ୱ
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ଅର୍ଥନୀତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି । ଏଥିରେ ଗ୍ରାମାଞ୍ଚଳ ବିକାଶ ଉପରେ ଗୁରୁ୍ତ୍ୱ ପ୍ରଦାନ କରାଯାଇଛି ।
ସର୍ଭେରେ କୁହାଯାଇଛି ଯେ ଦେଶର ୬୫% ଜନସାଧାରଣ (୨୦୨୧ତଥ୍ୟ) ଗ୍ରାମାଞ୍ଚଳରେ ବସବାସ…
ସିଆରପିଏଫ ଓ ଆଇଟିବିପି ପକ୍ଷରୁ କଟକରେ ଆଜାଦି କା ଅମୃତ ମହୋତ୍ସବ
ଆଜାଦିର ଅମୃତ ମହୋତ୍ସବ ଏବଂ ନେତାଜୀଙ୍କ ୧୨୬ତମ ଜୟନ୍ତୀ ଉପଲକ୍ଷେ ସିଆରପିଏଫ୍ ଏବଂ ଆଇଟିବିପି ପକ୍ଷରୁ ଓଡିଶା ସରକାରଙ୍କ ସହଯୋଗରେ ଐତିହାସିକ ନଗରୀ କଟକରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି ଐତିହାସିକ ନଗରୀରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜନ୍ମଲାଭ କରିବା ସହିତ ନିଜର କୈଶୋର ସମୟ…
ପ୍ରଥମ ବ୍ୟାଚ୍ ଅଗ୍ନିବୀରଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
ବହୁ ବାଦବିବାଦ ପରେ ପ୍ରଥମ ବ୍ୟାଚ୍ ଅଗ୍ନିବୀର ଏବେ ସେବା କରିବା ପାଇଁ ପ୍ରସ୍ତୁତ ହୋଇଛନ୍ତି । ସେନାବାହିନୀକୁ ସୁଦୃଢ଼ କରିବା ଏବଂ ଭବିଷ୍ୟତର ଆହ୍ବାନ ପାଇଁ ପ୍ରସ୍ତୁତ ରଖିବାରେ ଅଗ୍ନିପଥ ବିଶେଷ ସହାୟକ ହେବ। ୩ ସେନାର ପ୍ରଥମ ବ୍ୟାଚ୍ ଅଗ୍ନିବୀରମାନଙ୍କୁ ଭିଡିଓ କନଫରେନ୍ସ ମାଧ୍ୟମରେ…
ଚନ୍ଦ୍ରବାବୁ ନାଇଡ଼ୁଙ୍କ ରୋଡସୋ’ରେ ଦଳାଚକଟା, ୮ ମୃତ
ନେଲୋର : ଆନ୍ଧ୍ରପ୍ରଦେଶର ନେଲୋର ଜିଲ୍ଲାରେ ଅଭାବନୀୟ ଘଟଣା ଘଟିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡ଼ୁଙ୍କ ରୋଡ୍ସୋ’ ଓ ସାଧାରଣ ସଭା ବେଳେ ଅସମ୍ଭବ ଭିଡ଼ ଯୋଗୁ ଦଳାଚକଟା ହୋଇ କିଛି ଲୋକଙ୍କ ଜୀବନ ଯାଇଛି । ଏହି ସମୟରେ ପାଖରେ ଥିବା ଏକ ଡ୍ରେନ୍…
୫୯ ବର୍ଷରେ ଗୋବିନ୍ଦା, କାମନାହିଁ ତଥାପି ରୋଜଗାର କୋଟି କୋଟି
ବଲିଉଡ୍ ର ହିରୋ ନମ୍ବର ଓ୍ବାନ ଗୋବିନ୍ଦା ଆଜି ତାଙ୍କର ୫୯ତମ ଜନ୍ମଦିନ ପାଳନ କରୁଛନ୍ତି। କୋଟି କୋଟି ତାଙ୍କର ପ୍ରଶଂସକ ଗୋବିନ୍ଦାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆରେ ତାଙ୍କୁ ନେଇ ଅନେକ ଆଲୋଚନା ଚାଲିଛି । ୮୦ ଏବଂ ୯୦ ଦଶକରେ ଗୋବିନ୍ଦାଙ୍କ ଷ୍ଟାର୍ଡମ୍ ଖୁବ ଉଚ୍ଚରେ!-->…
ରାଜସ୍ଥାନରେ ମିଳିବ ଆସନ୍ତାବର୍ଷଠୁ ମିଳିବ ୫ଶହ ଟଙ୍କାରେ ଗ୍ୟାସ
ଜୟପୁର: ଦେଶରେ ଦିନକୁ ଦିନ ଦରବୃଦ୍ଧିକୁ ନେଇ ଜନସାଧାରଣ ଅତିଷ୍ଟ ହୋଇପଡିଥିବା ବେଳେ ଏବେ ରାଜସ୍ଥାନ କଂଗ୍ରେସ ସରକାର ଗ୍ୟାସ ଦର କମାଇବାକୁ ଘୋଷଣା କରିଛନ୍ତି । ଅଲୱାରରେ ଏକ ସଭାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ଘୋଷଣା କରିଛନ୍ତି। ଏବେ ରାଜସ୍ଥାନରେ ମାତ୍ର ୫୦୦ ଟଙ୍କାରେ ମିଳିବ!-->…
ଧନୁ ସଂକ୍ରାନ୍ତି ପାଇଁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି
ପୁରୀ : ଶ୍ରୀମନ୍ଦିରରେ ଧନୁ ସଂକ୍ରାନ୍ତି ପାଇଁ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ମହାଲକ୍ଷ୍ମୀଙ୍କ ହାତରନ୍ଧା ବଦଳରେ ମା’ଙ୍କ ହାତରନ୍ଧା ଖାଇବେ ମହାପ୍ରଭୁ। ଏଥିପାଇଁ ସଅଳ ନୀତିକାନ୍ତି ହେବ। ସଅଳ ମହାପ୍ରସାଦ ବାହାରିବ। ସଅଳ ଦ୍ବାରଫିଟା ଓ ସଅଳ ପହୁଡ଼ ବି ହେବ। ପ୍ରତିଦିନ ରାତି ୨ଟାରୁ!-->…
ଅରୁଣାଚଳ ସୀମାରେ ଭାରତ-ଚୀନ୍ ସେନା ମୁହାଁମୁହିଁ
ଅରୁଣାଚଳପ୍ରଦେଶର ସୀମାରେ ଭାରତ-ଚୀନ ସେନାଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିବା ଖବର ମିଳିଛି । ଏଲ୍ଏସି (ପ୍ରକୃତ ନିୟନ୍ତ୍ରଣ ରେଖା) ନିକଟରେ ଭାରତ ଏବଂ ଚୀନ୍ ସେନା ମୁହାଁମୁହିଁ ହୋଇଥିବା ବେଳେ କିଛି ସୈନିକ ଆହତ ହୋଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।!-->…
ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ଭାଇରାଲ ଘଟଣା
ଡ୍ରୋନ୍ ଉଡ଼ାଇ ଶ୍ରୀମନ୍ଦିରର ଓ ଏହାର ଆଖପାଖ ଅଞ୍ଚଳର କୋଣ ଅନୁକୋଣର ଭିଡିଓ ଉତ୍ତୋଳନ କରିବା ଓ ତାକୁ ସୋଶାଲ ମିଡିଆରେ ପୋଷ୍ଟ କରିବା ଘଟଣାରେ କ୍ଷମା ମାଗିଛନ୍ତି ବଙ୍ଗୀୟ ଯୁବକ ଅନିମେଶ ଚକ୍ରବର୍ତ୍ତୀ। ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହିତ ପୂରା ଓଡ଼ିଶାବାସୀଙ୍କୁ କ୍ଷମା ମାଗିଛନ୍ତି।ଅନିମେଶ!-->…
କୋରେଇ ମାଲବାହୀ ଟ୍ରେନ ଦୁର୍ଘଟଣା : ମୃତ ବ୍ୟକ୍ତିଙ୍କ ଲାଗି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ଭୁବନେଶ୍ବର : କୁହାଯାଏ ମୃତ୍ୟୁ କାହାକୁ କେଉଁଠାରେ ଅପେକ୍ଷା କରିଛି କେହି ଜାଣନ୍ତି ନାହିଁ । ଆଜି ସେହିଭଳି ଘଟଣା ଘଟିଛି ଯାଜପୁର କୋରେଇ ରେଳଷ୍ଟେସନରେ । ସୁରକ୍ଷିତ ଯାତ୍ରା ପାଇଁ ଟ୍ରେନକୁ ଅପେକ୍ଷା କରିଥିବା ବେଳେ ପ୍ଲାଟଫର୍ମ ଉପରେ ମାଲବାହୀ ଟ୍ରେନ ଓଲଟି ପଡି ଜୀବନ ଯାଇଛି । ଏହାକୁ ନେଇ!-->…