Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Uncategorized
ପଦ୍ମପୁର ଉପନିର୍ବାଚନ; କିଏ ଜିତିବ ବାଜି
ବରଗଡ଼ : ବରଗଡ଼ ଜିଲ୍ଲାର ପଦ୍ମପୁର ଉପନିର୍ବାଚନ ପାଇଁ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ଟିକେଟ ଦେବ ବିଜେପି । ଏନଇ ବିଜେପିର ତୁଙ୍ଗ ନେତାମାନେ ପଦ୍ମପୁରରେ ଡେରା ପକାଇଲେଣି । ଦଳୀୟ ନେତା, କର୍ମୀ ମହଲରେ ଏବେ ବିଜୟ ପାଇଁ ରଣନୀତି ଚାଲିଛି । କଂଗ୍ରେସ ଦଳ ପୂର୍ବତନ ବିଧାୟକ!-->…
୨୫ ହଜାର ମାଟି ଦୀପରେ ୨୫ ଫୁଟ ଉଚ୍ଚର ବାଲି ବୋଇତ ନିର୍ମାଣ
କଟକ : ବାଲିଯାତ୍ରା ପଡ଼ିଆରେ ୨୫ ହଜାର ମାଟି ଦୀପରେ ୨୫ ଫୁଟ ଉଚ୍ଚର ବାଲି ବୋଇତ ନିର୍ମାଣ କରାଯାଇଛି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ଟିମ୍ ଦ୍ବାରା ଶହେଟନ୍ ବାଲିରେ ‘ବୋଇତ’ ପ୍ରସ୍ତୁତ କରାଯାଇଛି। ୨୦ରୁ ଅଧିକ ଛାତ୍ରଛାତ୍ରୀ ଏହି!-->…
ପ୍ରଫେସର କିଶୋର ବସାଙ୍କୁ ନୂଆ ଦାୟିତ୍ବ
ଭୁବନେଶ୍ବର: ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର କିଶୋର କୁମାର ବସାଙ୍କୁ କେନ୍ଦ୍ର ସରକାର ଜାତୀୟ ସ୍ମାରକୀ ପ୍ରାଧିକରଣ(ଏନ୍ଏମ୍ଏ)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି।କେନ୍ଦ୍ର ସରକାର ସଂସ୍କୃତି ବିଭାଗ ଦ୍ବାରା ପରିଚାଳିତ ଏହି ସଂସ୍ଥାର!-->…
ବାଲେଶ୍ୱରରେ ୮୦୦ରୁ ଉର୍ଦ୍ଧ୍ବ ଗୋରୁ ଜବତ, ୪ ଅଟକ
ଆଜି ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଗୋରୁ ଚୋରାଚାଲାଣ ବେଳେ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରୁ ୫ଟି ଓ ବେଲି ଗୋପୀନାଥପୁର ଗ୍ରାମରୁ ୩ଟି ଗୋରୁ ବୋଝେଇ କଣ୍ଟେନର ସହିତ ୮୦୦ରୁ ଉର୍ଦ୍ଧ୍ବ ଗୋରୁ ଜବତ କରିଛି ଜଳେଶ୍ବର ପୁଲିସ। ବାଲେଶ୍ୱର ଜିଲ୍ଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଦେଇ!-->…
ଦଳିଦେଲା ଦନ୍ତା: ବାପା ମାଆଙ୍କ ଆଗରେ ଦୁଇ ଛୁଆଙ୍କ ମୃତ୍ୟୁ
ଝାରସୁଗୁଡା: ଇଟାଭାଟିରେ ପଲିଥିନ ତଳେ ଶୋଇଥିବା ବେଳେ ହାତୀ ଦଳିଦେଲା ଦୁଇ ଛୁଆଙ୍କୁ । ପିତା ମାତାଙ୍କ ଆଗରେ ଦୁଇ ନାବାଳକ ପୁଅଙ୍କୁ ହାତୀ ଦଳିଦେଇ ମାରିଦେଲା । ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ାରେ । ଏହାକୁ ନେଇ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳାଇ ଦେଇଛି। ଶ୍ରମିକ ପରିବାର!-->…
ସରିଲା ଧାମନଗର ଉପନିର୍ବାଚନ
ଧାମନଗର: ସରିଲା ଧାମନଗର ଉପନିର୍ବାଚନ । ଇଭିଏମରେ ସିଲ୍ ହୋଇଛି ୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ । ସଂଧ୍ୟା ୬ଟା ସୁଦ୍ଧା ୬୬. ୬୩ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କଠାରୁ ସୂଚନା ମିିଳିଛି । କୌଣସି ବୁଥରେ ହିଂସାକାଣ୍ଡ ଘଟି ନାହିଁ କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ!-->…
ଧାମନଗର ଉପନିର୍ବାଚନ : 11 ଟା ସୁଦ୍ଧା 22 ପ୍ରତିଶତ ଭୋଟିଂ
ଭଦ୍ରକ: ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଭୋଟରମାନେ ଉତ୍ସାହର ସହ ମତଦାନ କରୁଛନ୍ତି । ଧାମନଗର ଉପନିର୍ବାଚନ ପାଇଁ ମତଦାନ ଜାରି ରହିଥିବା ବେଳେ ସକାଳ ୧୧ଟା ସୁଦ୍ଧା ୨୨.୩୬% ମତଦାନ ହୋଇଥିବା CEO ସୂଚନା ଦେଇଛନ୍ତି । ଆରମ୍ଭରୁ ୫ଟି ବୁଥ୍ରେ ସାମାନ୍ୟ ତ୍ରୁଟି ଥିଲା,!-->…
ଆଜିଠୁ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୧୧ଟାରେ ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି) ଙ୍କ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସିଭିସିଙ୍କ ନୂତନ ଅଭିଯୋଗ ପରିଚାଳନା ସିଷ୍ଟମ ପୋର୍ଟାଲ!-->…
ଡିଆରଡିଓ ଦ୍ବାରା ଓଡ଼ିଶା ଉପକୂଳରୁ ବାଲିଷ୍ଟିକ କ୍ଷେପଣାସ୍ତ୍ର ଇଣ୍ଟରସେପ୍ଟର ପର୍ଯ୍ୟାୟ-୨ର ପ୍ରଥମ ପରୀକ୍ଷଣ ସଫଳ
ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ ପକ୍ଷରୁ ପ୍ରତିରକ୍ଷା ବାଲିଷ୍ଟିକ କ୍ଷେପଣାସ୍ତ୍ର (ବିଏମଡି) ଇଣ୍ଟରସେପ୍ଟର ପର୍ଯ୍ୟାୟ-୨ର ପ୍ରଥମ ସଫଳ ପରୀକ୍ଷଣ ହୋଇଛି । ୨ ନଭେମ୍ବର, ୨୦୨୨ରେ ଉପକୂଳସ୍ଥିତ ଏପିଜେ ଅବଦୁଲ କାଲାମ ଦ୍ବୀପରୁ ଅଧିକ ମାରକ ଉଚ୍ଚତା ପରିଧି ସହିତ ଏହି ଇଣ୍ଟରସେପ୍ଟର ଏଡି-୧!-->…
ଭୁବନେଶ୍ୱରରେ ମହିଳାଙ୍କୁ ଗଣଦୁଷ୍କର୍ମ,ଦୁଇ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର : ରାଜଧାନୀରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ! ଘରେ ଥଇଥାନ କରାଇ ଦେବାକୁ ଡାକି ନେଇ ଜଣେ ପରେ ଜଣେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏଭଳି ଜଘନ୍ୟ ଘଟଣାକୁ ନେଇ ପୀଡ଼ିତା ଅଭିଯୋଗ କରିବା ପରେ କମିଶନରେଟ୍ ପୁଲିସ୍ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବା!-->…