Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Browsing Category
Uncategorized
ଡ୍ରଗ୍ସ ଓ ନାର୍କୋ ବ୍ୟବସାୟ ବିପକ୍ଷରେ ଅଭିଯାନ
କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର ଆମର ଯୁବବର୍ଗଙ୍କୁ ନିଶା ଦ୍ରବ୍ୟ କବଳରୁ ରକ୍ଷା କରି ଏକ ନିଶାମୁକ୍ତ ଭାରତ ଗଠନ ପାଇଁ ପ୍ରତିଶ୍ରୁତିବଦ୍ଧ ।
ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ…
ଲୋକଙ୍କ ଘରେ କ୍ଷେପଣାସ୍ତ୍ର ଗଚ୍ଛିତ ରଖିଛି ଆତଙ୍କବାଦୀ ସଂଗଠନ ଯାହାର ଫଟୋ ଜାରି କରିଛି ଇସ୍ରାଏଲ
ଲୋକଙ୍କ ଘରେ କ୍ଷେପଣାସ୍ତ୍ର ଗଚ୍ଛିତ ରଖିଛି ଆତଙ୍କବାଦୀ ସଂଗଠନ ହେଜବୋଲ୍ଲା। ଘରେ ଘରେ ରହିଛି ଅସ୍ତ୍ରଶସ୍ତ୍ର। ଯାହାର ଫଟୋ ଜାରି କରିଛି ଇସ୍ରାଏଲ। ଇସ୍ରାଏଲ ବିରୋଧରେ ଏସବୁ ଅସ୍ତ୍ରଶସ୍ତ୍ରକୁ ବ୍ୟବହାର କରୁଛି ହେଜବୋଲ୍ଲା, ଯେଉଁଥିପାଇଁ ଏବେ ଯୁଦ୍ଧ ଘନେଇବାରେ ଲାଗିଛି।
ପୂର୍ବରୁ ଇସ୍ରାଏଲ…
ଚେନ୍ନାଇ ଟେଷ୍ଟରେ ଅଶ୍ବିନୀଙ୍କ ଶତକ
ଶହେ ତମ ଟେଷ୍ଟରେ ଶତକ କରି ରେକର୍ଡ କଲେ ଅଶ୍ବିନୀ । ଟିମ୍ ଇଣ୍ଡିଆର ଷ୍ଚାର ବୋଲର ଆଜି ଷ୍ଟାର ବ୍ୟାଟର । ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଆର ଅଶ୍ବିନୀ ୧୦୨ ରନ କରିଥିବା ବେଳେ ଜାଡେଜା ୮୬ ରନ କରି ଅପରାଜିତ ଅଛନ୍ତି । ଆସନ୍ତା କାଲି ପୁଣି ଖେଳିବେ ଅଶ୍ବିନୀ, ଜାଡେଜା । ଟେଷ୍ଟରେ ଯଶସ୍ବୀ…
ବିଧାନସଭାରେ ରେଭେନ୍ସା ଝଡ଼
ଆଜି ବିଧାନସଭାରେ ପୁଣି ରେଭେନ୍ସା ପ୍ରସଙ୍ଗ ଉଠିଛି। ବିରୋଧୀ ବିଜେଡି ଓ କଂଗ୍ରେସ ସଭ୍ୟମାନେ ରେଭେନ୍ସା ନାମ ବଦଳାଇବା ପ୍ରସ୍ତାବକୁ ବିରୋଧ କରିଥିଲେ। ବିଜେପି ସଭ୍ୟମାନେ ସପକ୍ଷରେ ଯୁକ୍ତି ବାଢ଼ିଥିଲେ। ଶୂନ୍ୟକାଳରେ ବିଜେଡି ସଭ୍ୟ ବ୍ୟୋମକେଶ ରାୟ କହିଥିଲେ, କେନ୍ଦ୍ର ମନ୍ତ୍ରୀ…
ଆଜି ପବିତ୍ର ଗୁରୁ ଦିବସ
ଗୁରୁ ବିନା ଜୀବନ ଅନ୍ଧକାର । ଜୀବନର ପ୍ରଥମ ପଥ ପ୍ରଦର୍ଶକ ହେଉଛନ୍ତି ଗୁରୁ । ସେ ହେଉଛନ୍ତି ସାକ୍ଷାତ ଇଶ୍ବର । ଗୁର ଅର୍ଥ ଅନ୍ଧକାର ଏବଂ ରୁ ର ଅର୍ଥ ଆଲୋକ । ସେଥିପାଇଁ ତ କୁହାଯାଏ ଅନ୍ଧକାରରୁ ଆଲେକର ପ୍ରଦୀପ ଜାଳନ୍ତି ଗୁରୁ । କୁହାଯାଏ ଗୁରୁଙ୍କୁ ନମଳିବ ନର ଗୁରୁ ହିଁ ସାକ୍ଷାତ ଇଶ୍ବର । …
ସୁଭଦ୍ରା ଯୋଜନା ପାଇଁ ବିଏମ୍ସି ପକ୍ଷରୁ ଆବେଦନପତ୍ର ବା ଫର୍ମ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ
ସୁଭଦ୍ରା ଯୋଜନା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଆବେଦନପତ୍ର ବା ଫର୍ମ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମହାନଗର ନିଗମାଞ୍ଚଳର ୬୬୫ଟି ସ୍ଥାନରେ ଏହି ଫର୍ମ ବଣ୍ଟନ କରାଯିବ। ପ୍ରତି ୱାର୍ଡରେ ଅତି କମ୍ରେ ୨ଟି ସ୍ଥାନରେ ଫର୍ମ ବା ଆବେଦନପତ୍ର ଗ୍ରହଣ ପାଇଁ ବ୍ୟବସ୍ଥା…
ହାଇକୋର୍ଟ ବେଞ୍ଚ ପ୍ରସଙ୍ଗକୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ
ହାଇକୋର୍ଟ ବେଞ୍ଚ ପ୍ରସଙ୍ଗକୁ ନେଇ ପଶ୍ଚିମ ଓଡ଼ିଶାରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା ବେଳେ ସରକାର ଏକ ସ୍ପଷ୍ଟିକରଣ ରଖିଛନ୍ତି । ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବା ଉପରେ ସରକାର କାମ କରୁନାହାଁନ୍ତି । ଏଭଳି…
ଜୁନିୟର୍ କରାଟେ ପ୍ରତିଯୋଗିତାରେ ଓଡ଼ିଆ ଝିଅ ଆଲିଶା ସୁବୁଦ୍ଧିଙ୍କୁ କାଂସ୍ୟ ପଦକ
ଭୁବନେଶ୍ବର: ଫିଲିପାଇନ୍ସର ମାନିଲାରେ ଚାଲିଥିବା ଏସୀୟ କ୍ୟାଡେଟ୍ ଓ ଜୁନିୟର୍ କରାଟେ ପ୍ରତିଯୋଗିତାରେ ଓଡ଼ିଆ ଝିଅ ଆଲିଶା ସୁବୁଦ୍ଧି କାଂସ୍ୟ ପଦକ ଜିତି ରାଜ୍ୟର ଗୌରବ ବଢ଼ାଇଛନ୍ତି। ୧୫ ବର୍ଷୀୟା ଆଲିଶା ପୂର୍ବରୁ ଜାତୀୟସ୍ତରରେ ସ୍ବର୍ଣ୍ଣ ଏବଂ ଦକ୍ଷିଣ ଏସୀୟ କରାଟେ ପ୍ରତିଯୋଗିତାର କାଟା…
ମଙ୍କିପକ୍ସ ବିପଦ ପାଇଁ ଭାରତ ପ୍ରସ୍ତୁତ
ମଙ୍କିପକ୍ସକୁ ବିଶ୍ୱ ଜନସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କରାଯିବା ପରେ ସରକାର ଜରୁରୀକାଳୀନ ୱାର୍ଡ ପ୍ରସ୍ତୁତି ଏବଂ ବିମାନବନ୍ଦରକୁ ସତର୍କ କରିବା ସମେତ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଦାଗ ଥିବା ରୋଗୀଙ୍କୁ ଚିହ୍ନଟ କରି ଆଇସୋଲେସନ୍ ୱାର୍ଡ ପ୍ରସ୍ତୁତ…
ଆଜି ଓଡ଼ିଆ ସାମ୍ବାଦିକତା ଦିବସ
ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶା ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉଛି । ଏହି ଦିନ ଜନ୍ମ ନେଇଥିଲା ଓଡ଼ିଶାର ପ୍ରଥମ ମୁଦ୍ରିତ ଓଡ଼ିଆ ସମ୍ବାଦପତ୍ର ‘ଉତ୍କଳ ଦୀପିକା’। ୧୮୬୬ ମସିହା ଅଗଷ୍ଟ ୪ ତାରିଖ ଦିନ କର୍ମବୀର ଗୌରୀଶଙ୍କର ରାୟ ଓ ବାବୁ ବିଚିତ୍ରାନନ୍ଦ ଦାସଙ୍କ ମିଳିତ ସହଯୋଗରେ ଏକ…