Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Uncategorized
ରାଜ୍ ଠାକରେ ନୂପୁର ଶର୍ମାଙ୍କୁ ସମର୍ଥନ କଲେ
ବିବାଦରେ ଫସିଥିବା ନୂପୁର ଶର୍ମାଙ୍କୁ ସମର୍ଥନ କରିଛନ୍ତି ମହାରାଷ୍ଟ୍ର ନବନିର୍ମାଣ ସେନାର ଅଧ୍ୟକ୍ଷ ରାଜ୍ ଠାକରେ । ପ୍ରଫେଟ୍ ମହମ୍ମଦଙ୍କ ଉପରେ ବୟାନ ଦେଇ ବିବାଦରେ ଫସିଥିବା ନୂପୁର ଶର୍ମାଙ୍କୁ ରାଜଙ୍କ ସମର୍ଥନ ମିଳିଛି । ବିଜେପିରୁ ନିଲମ୍ୱିତ ହୋଇଥିବା ନୂପୁରଙ୍କୁ ସମର୍ଥନ ରାଜ!-->…
ପ୍ରଭୁ ଶ୍ରୀରାମଙ୍କ ଗୃହ ପ୍ରବେଶର ତାରିଖ ଧାର୍ଯ୍ୟ
ରାମନଗରୀ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଯୁଦ୍ଧସ୍ତରରେ ଚାଲିଛି । ପୂରା ଦେଶ ସେହି ସମୟକୁ ଅପେକ୍ଷା କରିଛି ଯେତେବେଳେ ପ୍ରଭୁ ଶ୍ରୀରାମ ମନ୍ଦିରର ଗର୍ଭ ଗୃହରେ ବିରାଜିବେ । ଏହା ମଧ୍ୟରେ ଖବର ଆସୁଛି କି ପ୍ରଭୁ ଶ୍ରୀରାମଙ୍କ ଗୃହ ପ୍ରବେଶର ତାରିଖ ଧାର୍ଯ୍ୟ ହୋଇସାରିଛି । ସୂଚନା ମୁତାବକ!-->…
ସରକାରୀ ଦଳର ନେତାମାନେ ସାଜିଛନ୍ତି ବାଲି ମାଫିଆ
ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ ବାଲି ଚୋରାଚାଲଣକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଜୟଦେବ ବିଧାନସଭା କ୍ଷେତ୍ରର ଦୁଇଟି ବ୍ଲକ ବାଲିଅନ୍ତା ଏବଂ ବାଲିପାଟଣା ରେ କୁଆଖାଇ ଏବଂ କୁଷଭଦ୍ରା ନଦୀ କୂଳରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି!-->!-->!-->…
ସଂଗ୍ରାମଙ୍କ ସଂଗ୍ରାମ କଂଗ୍ରେସ ପାଇଁ ପ୍ରେରଣା ହୋଇ ରହିବ
ସଂଗ୍ରାମ କେଶରୀ ଜେନା ସ୍ମୃତି ସଂସଦ ପକ୍ଷରୁ ସ୍ମୃତି ସଂସଦର ସଭାପତି ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତିଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ସ୍ୱର୍ଗତ ସଂଗ୍ରାମ କେଶରୀ ଜେନାଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳନ ଅବସରରେ ଏକ ସର୍ବଦଳୀୟ ସ୍ମୃତିସଭା ଆୟୋଜିତ ହୋଇଥିଲା । ସ୍ୱର୍ଗତ ସଂଗ୍ରାମ!-->…
ପୂର୍ବତଟ ରେଳ ଦ୍ବାରା ସଦଭାବନା ଦିବସ ପାଳିତ
ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ସଦନ ଏବଂ ସମସ୍ତ ରେଳମଣ୍ଡଳ ମାନଙ୍କ ଠାରେ ସଦଭାବନା ଦିବସ ପାଳନ କରାଯାଇଅଛି I ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରେଳବାଇ କର୍ମଚାରୀ ଓ ଅଧିକାରୀ ମାନେ!-->…
ସିଶୋଦିଆ କହିଲେ, ସିବିଆଇ ଗିରଫ କରିପାରେ!
ସିବିଆଇ ରେଡ୍ର ୧୫ ଘଣ୍ଟା ପରେ ମୁହଁ ଖୋଲିଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଶ ସିଶୋଦିଆ । ସେ କହିଛନ୍ତି ଯେ, ସିବିଆଇ ରେଡ୍ରେ ସେ ଭୟଭୀତ ନୁହଁନ୍ତି । କିନ୍ତୁ ସିବିଆଇ ତାଙ୍କୁ ଗିରଫ କରିପାରେ । ଦିଲ୍ଲୀ ଅବକାରୀ ନୀତିରେ ଦୂର୍ନୀତି ହୋଇଥିବା ଅଭିଯୋଗ ପରେ ମନିଶ ସିଶୋଦିଆଙ୍କ!-->…
ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସ୍ଥିତି ଅନୁଧ୍ୟାନ
ରାଜ୍ୟର ଅନେକ ଅଞ୍ଚଳ ପାଣିଘେରରେ ଥିବାବେଳେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆକାଶମାର୍ଗରୁ ପାଣିଘେରରେ ଥିବା ଜିଲ୍ଲାର ବନ୍ୟା ସ୍ଥିତି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
https://twitter.com/ANI/status/1560220688749051904
ଲଗାଣ!-->!-->!-->!-->!-->…
ବିଜେପିର ସଂସଦୀୟ ବୋର୍ଡରୁ ନୀତିନ ଗଡକରି ବାହାରିଲେ
ବିଜେପି ଏହାର ସଂସଦୀୟ ବୋର୍ଡରେ ପରିବର୍ତ୍ତନ କରିଛି । କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଏବଂ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ବିଜେପି ଏଥିରୁ ବାଦ ଦେଇଛି ।
!-->!-->!-->…
ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଓଡ଼ିଆ ଅନୁବାଦ ।
ସ୍ୱାଧୀନତାର ୭୫ ବର୍ଷ ପୂରଣ ହେବା ଅବସରରେ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା । କେବଳ ଭାରତର ପ୍ରତ୍ୟେକ କୋଣରେ ନୁହେଁ, ବରଂ ବିଶ୍ୱର ପ୍ରତ୍ୟେକ କୋଣ ଅନୁକୋଣରେ ଆଜି କୌଣସି ନା କୌଣସି!-->!-->!-->…
ଅନାଲୋଚିତ ସଂଗ୍ରାମୀ ମାନଙ୍କୁ ଇତିହାସ ପୃଷ୍ଠାରେ ଲିପିବଦ୍ଧ କରିବେ ମୋଦି ସରକାର
ମୋଦି ସରକାର ଇତିହାସର ପୁନଃରଚନା କରିବା ଦିଗରେ ନୁହେଁ ବରଂ ଇତିହାସ ପୃଷ୍ଠାରେ ଅନାଲୋଚିତ ବୀର ସଂଗ୍ରାମୀ ମାନଙ୍କୁ ଲିପିବଦ୍ଧ କରି ଭାରତବର୍ଷର ଗୌରବମୟ ଇତିହାସକୁ ଶ୍ରୀବୃଦ୍ଧି କରିବା କାର୍ଯ୍ୟରେ ପ୍ରଚେଷ୍ଟାରତ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ!-->…