Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Uncategorized
ସରୁନି ବିଏମ୍ସି ନୂଆ ମୁଖ୍ୟାଳୟ ନିର୍ମାଣ
ମେଟ୍ରୋ ଟିଭି ଓଡିଶା (୪.୭.୨୦୨୨)
ଆରମ୍ଭ ହେବାର ଦୁଇବର୍ଷ ପରେ ବି ବହୁ ପ୍ରତୀକ୍ଷିତ ବିଏମ୍ସିର ନୂତନ ମୁଖ୍ୟାଳୟ ନିର୍ମାଣ କାର୍ଯ୍ୟ ସରିବାର ନାଁ ଧରୁନି। ୨୦୧୯ ଜୁନ୍ରେ ସତ୍ୟନଗର ଶ୍ମଶାନ ସମ୍ମୁଖରେ ଏହି ବିଲ୍ଡିଂ ନିର୍ମାଣ ଆରମ୍ଭ ହୋଇଥିଲା। ଦୁଇବର୍ଷ ମଧ୍ୟରେ ଅର୍ଥାତ୍ ୨୦୨୧ ଜୁନ୍!-->!-->!-->…
ଇଡିରେ ହାଜର ହେଲେ ଜ୍ୟାକ୍ଲିନ୍
ମେଟ୍ରୋ ଟିଭି ଓଡିଶା (୨୭.୬.୨୦୨୨)
ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି ବଲିଉଡ଼ ଅଭିନେତ୍ରୀ ଜ୍ୟାକ୍ଲିନ୍ ଫର୍ଣ୍ଣାଣ୍ଡିସ୍। ସୋମବାର ତାଙ୍କୁ ଇଡି କାର୍ଯ୍ୟାଳୟ ବାହାରେ ଦେଖିବାକୁ ମିଳିଛି। ସୂଚନା ମୁତାବକ, ସୁକେଶ ଚନ୍ଦ୍ରଶେଖରଙ୍କ ୨୦୦ କୋଟି ଟଙ୍କା ବଳପୂର୍ବକ ଗ୍ରହଣ!-->!-->!-->…
ଅର୍ଜୁନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜାହ୍ନବୀ
ମେଟ୍ରୋ ଟିଭି ଓଡିଶା (୨୬.୬.୨୦୨୨)
ଆଜି ଅର୍ଥାତ୍ ଜୁନ୍ ୨୬ରେ ବଲିଉଡ୍ ଅଭିନେତା ଅର୍ଜୁନ କପୁର ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ସେ ପ୍ୟାରିସରେ ତାଙ୍କ ଲେଡି ଲଭ୍ ମଲାଇକା ଆରୋରାଙ୍କ ସହ ଅଛନ୍ତି। ଫଟୋରେ ସେ ତାଙ୍କର ଏହି!-->!-->!-->!-->!-->…