Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Uncategorized
ରେଲଓ୍ବେ ଅଣ୍ଡରପାସ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ
ବାଲେଶ୍ବର: ବାଲେଶ୍ବରର ଚାନ୍ଦବାଲି ବ୍ଲକ୍ ଜନ୍ତୁଳି ନୂଆ ଗାଁ ଗ୍ରାମପଂଚାୟତର ଶତାଧିକ ଚାଷୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ଭଦ୍ରକ ଏବଂ ଧାମରା ମଧ୍ୟରେ ଆଦାନି ପୋର୍ଟ ଦ୍ବାରା କରାଯାଇଥିବା ରେଲଲାଇନ ଏହି ଚାଷୀଙ୍କ ପାଇଁ ଏବେ ଦୁର୍ବିସହ ହୋଇପଡିଛି । ଚାଷୀମାନଙ୍କ ଧାନ ବିଲ!-->!-->!-->…
ଆଶ୍ରିତାଙ୍କ ବୟ ଫ୍ରେଣ୍ଡଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର: ଏମ୍ସିଏ ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣାରେ ଆଶ୍ରିତାଙ୍କ ବୟଫ୍ରେଣ୍ଡକୁ ଗିରଫ କଲା କମିଶନରେଟ ପୁଲିସ । ଆଶ୍ରିତାଙ୍କ ସୁଇସାଇଡ୍ ନୋଟକୁ ଭିତ୍ତି କରି ତାଙ୍କୁ ଗିରଫ କରିଛି ପୁଲିସ । ଗତକାଲି ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାରର!-->!-->!-->…
ସରୁନି ବିଏମ୍ସି ନୂଆ ମୁଖ୍ୟାଳୟ ନିର୍ମାଣ
ମେଟ୍ରୋ ଟିଭି ଓଡିଶା (୪.୭.୨୦୨୨)
ଆରମ୍ଭ ହେବାର ଦୁଇବର୍ଷ ପରେ ବି ବହୁ ପ୍ରତୀକ୍ଷିତ ବିଏମ୍ସିର ନୂତନ ମୁଖ୍ୟାଳୟ ନିର୍ମାଣ କାର୍ଯ୍ୟ ସରିବାର ନାଁ ଧରୁନି। ୨୦୧୯ ଜୁନ୍ରେ ସତ୍ୟନଗର ଶ୍ମଶାନ ସମ୍ମୁଖରେ ଏହି ବିଲ୍ଡିଂ ନିର୍ମାଣ ଆରମ୍ଭ ହୋଇଥିଲା। ଦୁଇବର୍ଷ ମଧ୍ୟରେ ଅର୍ଥାତ୍ ୨୦୨୧ ଜୁନ୍!-->!-->!-->…
ଇଡିରେ ହାଜର ହେଲେ ଜ୍ୟାକ୍ଲିନ୍
ମେଟ୍ରୋ ଟିଭି ଓଡିଶା (୨୭.୬.୨୦୨୨)
ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି ବଲିଉଡ଼ ଅଭିନେତ୍ରୀ ଜ୍ୟାକ୍ଲିନ୍ ଫର୍ଣ୍ଣାଣ୍ଡିସ୍। ସୋମବାର ତାଙ୍କୁ ଇଡି କାର୍ଯ୍ୟାଳୟ ବାହାରେ ଦେଖିବାକୁ ମିଳିଛି। ସୂଚନା ମୁତାବକ, ସୁକେଶ ଚନ୍ଦ୍ରଶେଖରଙ୍କ ୨୦୦ କୋଟି ଟଙ୍କା ବଳପୂର୍ବକ ଗ୍ରହଣ!-->!-->!-->…