Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Uncategorized
ଅର୍ଜୁନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜାହ୍ନବୀ
ମେଟ୍ରୋ ଟିଭି ଓଡିଶା (୨୬.୬.୨୦୨୨)
ଆଜି ଅର୍ଥାତ୍ ଜୁନ୍ ୨୬ରେ ବଲିଉଡ୍ ଅଭିନେତା ଅର୍ଜୁନ କପୁର ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ସେ ପ୍ୟାରିସରେ ତାଙ୍କ ଲେଡି ଲଭ୍ ମଲାଇକା ଆରୋରାଙ୍କ ସହ ଅଛନ୍ତି। ଫଟୋରେ ସେ ତାଙ୍କର ଏହି!-->!-->!-->!-->!-->…
ଓ୍ବାର୍ମଅପ୍ ମ୍ୟାଚ: ଭାରତ ୮୨ ରନ୍ରେ ଅଗ୍ରଣୀ
ମେଟ୍ରୋ ଟିଭି ଓଡିଶା (୨୫.୬.୨୦୨୨)
ସ୍ଥାନୀୟ ଗ୍ରେସ୍ ରୋଡଠାରେ ଭାରତ ଓ ଲିସେଷ୍ଟର ମଧ୍ୟରେ ଗୁରୁବାରଠାରୁ ୪ ଦିନିଆ ଓ୍ବାର୍ମଅପ୍ ମ୍ୟାଚ୍ରେ ଭାରତ ଅଗ୍ରଣୀ ହାସଲ କରିଛି। ଭାରତ ଏହାର ପ୍ରଥମ ଇନିଂସକୁ ୨୪୬/୮ରେ ଘୋଷଣା କରିଥିଲା। ଦଳ ପକ୍ଷରୁ ଶ୍ରୀକର ଭରତ ସର୍ବାଧିକ ୭୦ ରନ୍କରି!-->!-->!-->…
ଭୋକରେ ଯାଉଛି ଜୀବନ?
ମେଟ୍ରୋ ଟିଭି ଓଡିଶା (୨୪.୬.୨୦୨୨)
ପ୍ରତିଦିନ ବିଶ୍ୱରେ ଅନାହାରରେ କେତେ ଜଣଙ୍କ ଜୀବନ ଯାଏ ? ମିଳିତ ଜାତିସଂଘର ସଦ୍ୟ ରିପୋର୍ଟ ସମସ୍ତଙ୍କୁ ଚକିତ କରାଇଛି । ରିପୋର୍ଟ ଅନୁସାରେ ଭୋକ ଏବଂ ଏହା ସହ ଜଡିତ କାରଣ ଯୋଗୁଁ ପ୍ରତିଦିନ ୨୫ ହଜାର ଲୋକ ଜୀବନ ହାରୁଛନ୍ତି । ଏଥିରେ ସବୁଠୁ ଅଧିକ!-->!-->!-->…