Trending
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
Browsing Category
Uncategorized
ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲାଯିବ
ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍ଲାଇନ୍ ବିଭାଗ…
ଆଜିର ରାଶିଫଳ
ମେଷ: କୌଣସି ଜରୁରି କାମ ସଂପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରୁଥିଲେ ସଫଳ ହେବେ। ବିନା ଭାବିଚିନ୍ତି ପଇସା ଧାର ଦିଅନ୍ତୁ ନାହିଁ। କୋର୍ଟ କଚେରିର ଫଇସଲା ଆପଣଙ୍କ ପକ୍ଷରେ ହେବ।
ବୃଷ: ଯାହା ବି କାମ କରିବେ କମ୍ ସମୟରେ ପୂରା ହୋଇଯିବ। ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ।…
କିଏ ହେବ ମୁଖ୍ୟମନ୍ତ୍ରୀ କଳ୍ପନା ଜଳପାନ ଆରମ୍ଭ
ଓଡ଼ିଶାର ଲୋକପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାନରେ କିଏ ଭାଜପା ମୁଖ୍ୟମନ୍ତ୍ରୀ ହେବେ ତାହାକୁ ନେଇ କଳ୍ପନା ଜଳପାନ ଆରମ୍ଭ ହୋଇଯାଇଛି। ସଂଖ୍ୟାଗରିଷ୍ଠ ଦଳ ଭାବେ ଭାଜପାର କୌଣସି ପରିଚିତ ମୁହଁ ରାଜ୍ୟବାସୀଙ୍କ ପାଖରେ ନାହିଁ। ସେଥିପାଇଁ ଭାଜପାର କେନ୍ଦ୍ରୀୟ ନେତୃତ୍ବର…
ରକ୍ ମେମୋରିଆଲରେ ଧ୍ୟାନ କରିବେ ନରେନ୍ଦ୍ର ମୋଦୀ
ମେ’୩୦ରେ ଲୋକସଭା ନିର୍ବାଚନ ପ୍ରଚାର ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କନ୍ୟାକୁମାରୀ ଗସ୍ତ କରିବେ। ଏଠାରେ ସେ ସ୍ବାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପାଇଁ ନିର୍ମିତ ସ୍ମାରକୀ ରକ୍ ମେମୋରିଆଲ୍ରେ ଧ୍ୟାନ କରିବେ। ମଙ୍ଗଳବାର ବିଜେପି ନେତାମାନେ କହିଛନ୍ତି ମୋଦୀ…
ଆଉ ସପ୍ତାହେ ସମୟ ମାଗିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ଦିଲ୍ଲୀ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କର ମଧ୍ୟବର୍ତ୍ତୀକାଳୀନ ଜାମିନ ଅବଧିକୁ ଆଉ ସାତ ଦିନ ବୃଦ୍ଧି କରିବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଗୁରୁତ୍ବ ବିଷୟରେ ଉଲ୍ଲେଖ କରି କେଜ୍ରିୱାଲ ୭ କିଲୋଗ୍ରାମ ଓଜନ ହ୍ରାସ ହେବା…
ରାଇରଙ୍ଗପୁର ବିଜେଡିର ପ୍ରଚାର ,ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ ଓ ଭିକେ ପାଣ୍ଡିଆନ୍
ରାଇରଙ୍ଗପୁରରେ ବିଜେଡିର ପ୍ରଚାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ଦୁଇ ନମ୍ବର ଷ୍ଟାର ପ୍ରଚାରକ ଭିକେ ପାଣ୍ଡିଆନ୍ ରାଇରଙ୍ଗପୁରରେ ପ୍ରଚାର କରିଛନ୍ତି । ଭିକେ ପାଣ୍ଡିଆନ୍ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ସବୁଠୁ ଭଲ ଜାଗାରେ ଆଦିବାସୀ ଭାଇ ଭଉଣୀମାନଙ୍କୁ…
ଖଲ୍ଲିକୋଟ ହିଂସା ଘଟଣାରେ ଏସଆଇଟି ତଦନ୍ତ
ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗାଁରେ ଘଟିଥିବା ରାଜନୈତିକ ହଂସା ଓ ହତ୍ୟା ଘଟଣାରେ ଏସ୍ଆଇଟିର ତଦନ୍ତ । ଆଇପିଏସ୍ ଆରକେ ଶର୍ମାଙ୍କୁ ଖଲ୍ଲିକୋଟ ଦାୟିତ୍ୱ ଦିଆଯାଇଛି । ଗତକାଲି ସେ ଖଲ୍ଲିକୋଟ ଥାନାକୁ ଯାଇ ତଦନ୍ତ କରିଥିଲେ । ଦକ୍ଷିଣାଞ୍ଚଳ ଆଇଜି ଜୟରାମ ପଙ୍କଜ ମଧ୍ୟ ଖଲ୍ଲିକୋଟ ଥାନାକୁ…
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପି ପ୍ରତିନିଧିମଣ୍ଡଳୀ
“ନିଷ୍କ୍ରିୟ ଶାସନ ବ୍ୟବସ୍ଥା, ବେକାରୀ ସମସ୍ୟା ଓ ଦାରିଦ୍ର୍ୟ, ଭ୍ରଷ୍ଟାଚାର ଓ ଦୁର୍ନିତୀ, ନିମ୍ନ ମାନର ସେବା, ଓଡିଆ ଅସ୍ମିତା ଓ ଅଣ ଓଡିଆଙ୍କ ଆଧିପତ୍ୟ, ନିର୍ବାଚନ ପୂର୍ବରୁ ଅନ୍ଧାରି ବିଜେ” ଏହି ୬ଟି ପ୍ରସଙ୍ଗ ଉପରେ ଭାରତୀୟ ଜନତା ପାର୍ଟି ସ୍ୱର ଉଠାଇବା ପରେ ବିଜେଡି ଛାନିଆ ହୋଇଯାଇଛି ।…
ବିଜେପିରେ ଯୋଗ ଦେଲେ ବିଜୁ ଯୁବ ଜନତା ଦଳର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ତ୍ରିଲୋଚନ ତରାଇ
ବିଜୁ ଜନତା ଦଳ ସରକାର ଦୀର୍ଘ ୨୫ବର୍ଷ ଶାସନରେ ରହିବି ଓଡ଼ିଶାକୁ ଗରିବୀରୁ ବାହାରକୁ ଆଣିପାରିଲାନି । ସାରା ଓଡିଶାରେ ବିଜେଡି ସରକାର ଉପରେ ଲାକଙ୍କ ପ୍ରବଳ ଆକ୍ରୋଶ ରହିଛି । ଲୋକ କହୁଛନ୍ତି “ଆଉ କେତେ ଦିନ ସହିବ ଓଡ଼ିଶା” । ନବୀନ ଓଡ଼ିଶା ସରକାର ଅଣଓଡ଼ିଆ ଦ୍ୱାରା ପରିଚାଳିତ ହେଉଛି । ବିଜେଡି…
ପ୍ରତିଟି ଗରିବ ପରିବାରକୁ ଦାରିଦ୍ର୍ୟରୁ ବାହାର କରିବ- ମୋଦି ଗ୍ୟରେଣ୍ଟି
ମୋଦି ଗ୍ୟରେଣ୍ଟି: ପ୍ରତିଟି ଗରିବ ପରିବାରକୁ ଦାରିଦ୍ର୍ୟରୁ ବାହାର କରିବା ଓ ସମ୍ମାନଜନକ ଜୀବନଯାପନ ପାଇଁ ସହାୟତା କରିବାକୁ ବିଜେପି ପ୍ରତିଶ୍ରୁତିବଦ୍ଧ। ବିଭିନ୍ନ କାର୍ୟ୍ୟକ୍ରମ ମାଧ୍ୟମରେ ଦାରିଦ୍ର୍ୟ ଦୂରୀକରଣ ପାଇଁ ଏକ ମିଶନରେ କାର୍ୟ୍ୟ କରିବ ବୋଲି ସଂକଳ୍ପପତ୍ରରେ ଉଲ୍ଲେଖ କରିଛି। ଗରିବ…