Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Browsing Category
Uncategorized
ଆଜି ପବିତ୍ର ଗୁରୁ ଦିବସ
ଗୁରୁ ବିନା ଜୀବନ ଅନ୍ଧକାର । ଜୀବନର ପ୍ରଥମ ପଥ ପ୍ରଦର୍ଶକ ହେଉଛନ୍ତି ଗୁରୁ । ସେ ହେଉଛନ୍ତି ସାକ୍ଷାତ ଇଶ୍ବର । ଗୁର ଅର୍ଥ ଅନ୍ଧକାର ଏବଂ ରୁ ର ଅର୍ଥ ଆଲୋକ । ସେଥିପାଇଁ ତ କୁହାଯାଏ ଅନ୍ଧକାରରୁ ଆଲେକର ପ୍ରଦୀପ ଜାଳନ୍ତି ଗୁରୁ । କୁହାଯାଏ ଗୁରୁଙ୍କୁ ନମଳିବ ନର ଗୁରୁ ହିଁ ସାକ୍ଷାତ ଇଶ୍ବର । …
ସୁଭଦ୍ରା ଯୋଜନା ପାଇଁ ବିଏମ୍ସି ପକ୍ଷରୁ ଆବେଦନପତ୍ର ବା ଫର୍ମ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ
ସୁଭଦ୍ରା ଯୋଜନା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଆବେଦନପତ୍ର ବା ଫର୍ମ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମହାନଗର ନିଗମାଞ୍ଚଳର ୬୬୫ଟି ସ୍ଥାନରେ ଏହି ଫର୍ମ ବଣ୍ଟନ କରାଯିବ। ପ୍ରତି ୱାର୍ଡରେ ଅତି କମ୍ରେ ୨ଟି ସ୍ଥାନରେ ଫର୍ମ ବା ଆବେଦନପତ୍ର ଗ୍ରହଣ ପାଇଁ ବ୍ୟବସ୍ଥା…
ହାଇକୋର୍ଟ ବେଞ୍ଚ ପ୍ରସଙ୍ଗକୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ
ହାଇକୋର୍ଟ ବେଞ୍ଚ ପ୍ରସଙ୍ଗକୁ ନେଇ ପଶ୍ଚିମ ଓଡ଼ିଶାରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା ବେଳେ ସରକାର ଏକ ସ୍ପଷ୍ଟିକରଣ ରଖିଛନ୍ତି । ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବା ଉପରେ ସରକାର କାମ କରୁନାହାଁନ୍ତି । ଏଭଳି…
ଜୁନିୟର୍ କରାଟେ ପ୍ରତିଯୋଗିତାରେ ଓଡ଼ିଆ ଝିଅ ଆଲିଶା ସୁବୁଦ୍ଧିଙ୍କୁ କାଂସ୍ୟ ପଦକ
ଭୁବନେଶ୍ବର: ଫିଲିପାଇନ୍ସର ମାନିଲାରେ ଚାଲିଥିବା ଏସୀୟ କ୍ୟାଡେଟ୍ ଓ ଜୁନିୟର୍ କରାଟେ ପ୍ରତିଯୋଗିତାରେ ଓଡ଼ିଆ ଝିଅ ଆଲିଶା ସୁବୁଦ୍ଧି କାଂସ୍ୟ ପଦକ ଜିତି ରାଜ୍ୟର ଗୌରବ ବଢ଼ାଇଛନ୍ତି। ୧୫ ବର୍ଷୀୟା ଆଲିଶା ପୂର୍ବରୁ ଜାତୀୟସ୍ତରରେ ସ୍ବର୍ଣ୍ଣ ଏବଂ ଦକ୍ଷିଣ ଏସୀୟ କରାଟେ ପ୍ରତିଯୋଗିତାର କାଟା…
ମଙ୍କିପକ୍ସ ବିପଦ ପାଇଁ ଭାରତ ପ୍ରସ୍ତୁତ
ମଙ୍କିପକ୍ସକୁ ବିଶ୍ୱ ଜନସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କରାଯିବା ପରେ ସରକାର ଜରୁରୀକାଳୀନ ୱାର୍ଡ ପ୍ରସ୍ତୁତି ଏବଂ ବିମାନବନ୍ଦରକୁ ସତର୍କ କରିବା ସମେତ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଦାଗ ଥିବା ରୋଗୀଙ୍କୁ ଚିହ୍ନଟ କରି ଆଇସୋଲେସନ୍ ୱାର୍ଡ ପ୍ରସ୍ତୁତ…
ଆଜି ଓଡ଼ିଆ ସାମ୍ବାଦିକତା ଦିବସ
ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶା ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉଛି । ଏହି ଦିନ ଜନ୍ମ ନେଇଥିଲା ଓଡ଼ିଶାର ପ୍ରଥମ ମୁଦ୍ରିତ ଓଡ଼ିଆ ସମ୍ବାଦପତ୍ର ‘ଉତ୍କଳ ଦୀପିକା’। ୧୮୬୬ ମସିହା ଅଗଷ୍ଟ ୪ ତାରିଖ ଦିନ କର୍ମବୀର ଗୌରୀଶଙ୍କର ରାୟ ଓ ବାବୁ ବିଚିତ୍ରାନନ୍ଦ ଦାସଙ୍କ ମିଳିତ ସହଯୋଗରେ ଏକ…
ଆଜି ବନ୍ଧୁତ୍ୱ ଦିବସ
ଆଜି ବନ୍ଧୁତ୍ୱ ଦିବସ। ବନ୍ଧୁଙ୍କ ଲାଗି ଦିନଟିଏ। ଅଗଷ୍ଟ ମାସର ପ୍ରଥମ ରବିବାରକୁ ବିଶ୍ବରେ ଫ୍ରେଣ୍ଡସିପ ଡେ’ ବା ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ । ବହୁ ବର୍ଷ ତଳୁ ବନ୍ଧୁତ୍ୱର ଏହି ପବିତ୍ର ଦିବସ ପାଳନ ଚାଲିଆସିଛି। ଯୁବପିଢିଙ୍କ ପାଇଁ ବହୁତ ଖାସ୍ ଦିନ ହୋଇଥିବାରୁ ଯୁବବର୍ଗ ଏହାକୁ…
ବରିଷ୍ଠ ଭାଜପା ନେତାଙ୍କ ଦେହାନ୍ତ
ବରିଷ୍ଠ ଭାଜପା ନେତା ତଥା ରାଜ୍ୟ ସଭା ଏମ୍ପି ପ୍ରଭାସ ଝାଙ୍କର ଦେହାନ୍ତ ହୋଇଛି। ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। ସେ ମେଦାଣ୍ଟା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେ ମୂଳତଃ ବିହାରର ଥିଲେ।ରାଜ୍ୟ ସଭାର ୨ଥର ଏମ୍ପି ଥିବା ଭାଜପା ନେତା ପ୍ରଭାତ ଝା ଦିଲ୍ଲୀର ମେଦାଣ୍ଟା ହସ୍ପିଟାଲରେ ଶେଷ…
ଟ୍ରେନ୍ ଆଗକୁ ଡେଇଁଲେ ସାମ୍ବାଦିକା
ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା। ବାପୁଜୀ ନଗର ନିକଟ ରେଳ ଧାରଣାରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମହିଳା ଜଣଙ୍କ ଏକ ୱେବ୍ ଚ୍ୟାନେଲରେ କାମ କରୁଥିଲେ। ତେବେ ମହିଳାଜଣକ ଆତ୍ମହତ୍ୟା କରିବା ପୂର୍ବରୁ ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଭିଡିଓ ଏବେ ଭାଇରାଲ୍…
ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର
ଭୁବନେଶ୍ବର: ରତ୍ନଭଣ୍ଡାର ଜୁଲାଇ ୧୪ ତାରିଖରେ ଖୋଲିବା ପ୍ରାୟତଃ ସ୍ପଷ୍ଟ ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଗଣମାଧ୍ୟମକୁ ପ୍ରତିକିୟା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ପରିଚାଳନା କମିଟି ମୋହର ମାରିଛି ।…