Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Browsing Category
Uncategorized
ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର
ଭୁବନେଶ୍ବର: ରତ୍ନଭଣ୍ଡାର ଜୁଲାଇ ୧୪ ତାରିଖରେ ଖୋଲିବା ପ୍ରାୟତଃ ସ୍ପଷ୍ଟ ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଗଣମାଧ୍ୟମକୁ ପ୍ରତିକିୟା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ପରିଚାଳନା କମିଟି ମୋହର ମାରିଛି ।…
ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ପାକିସ୍ତାନ ଯିବନି ଭାରତ
ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନରେ ଆୟୋଜିତ ହେବ। ଏହି ଟୁର୍ନାମେଣ୍ଟ ପାଇଁ ଟିମ୍ ଇଣ୍ଡିଆ ପାକିସ୍ତାନ ଯିବାର କୌଣସି ସମ୍ଭାବନା ନାହିଁ ବୋଲି ଜଣାଯାଇଛି।ବିସିସିଆଇ ଏନେଇ ଆଇସିସି ସହିତ ଆଲୋଚନା କରିବ। ଏଭଳି ସ୍ଥିତିରେ ହାଇବ୍ରିଡ ମଡେଲ ଅଧୀନରେ ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହୋଇପାରେ।…
ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲାଯିବ
ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍ଲାଇନ୍ ବିଭାଗ…
ଆଜିର ରାଶିଫଳ
ମେଷ: କୌଣସି ଜରୁରି କାମ ସଂପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରୁଥିଲେ ସଫଳ ହେବେ। ବିନା ଭାବିଚିନ୍ତି ପଇସା ଧାର ଦିଅନ୍ତୁ ନାହିଁ। କୋର୍ଟ କଚେରିର ଫଇସଲା ଆପଣଙ୍କ ପକ୍ଷରେ ହେବ।
ବୃଷ: ଯାହା ବି କାମ କରିବେ କମ୍ ସମୟରେ ପୂରା ହୋଇଯିବ। ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ।…
କିଏ ହେବ ମୁଖ୍ୟମନ୍ତ୍ରୀ କଳ୍ପନା ଜଳପାନ ଆରମ୍ଭ
ଓଡ଼ିଶାର ଲୋକପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାନରେ କିଏ ଭାଜପା ମୁଖ୍ୟମନ୍ତ୍ରୀ ହେବେ ତାହାକୁ ନେଇ କଳ୍ପନା ଜଳପାନ ଆରମ୍ଭ ହୋଇଯାଇଛି। ସଂଖ୍ୟାଗରିଷ୍ଠ ଦଳ ଭାବେ ଭାଜପାର କୌଣସି ପରିଚିତ ମୁହଁ ରାଜ୍ୟବାସୀଙ୍କ ପାଖରେ ନାହିଁ। ସେଥିପାଇଁ ଭାଜପାର କେନ୍ଦ୍ରୀୟ ନେତୃତ୍ବର…
ରକ୍ ମେମୋରିଆଲରେ ଧ୍ୟାନ କରିବେ ନରେନ୍ଦ୍ର ମୋଦୀ
ମେ’୩୦ରେ ଲୋକସଭା ନିର୍ବାଚନ ପ୍ରଚାର ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କନ୍ୟାକୁମାରୀ ଗସ୍ତ କରିବେ। ଏଠାରେ ସେ ସ୍ବାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପାଇଁ ନିର୍ମିତ ସ୍ମାରକୀ ରକ୍ ମେମୋରିଆଲ୍ରେ ଧ୍ୟାନ କରିବେ। ମଙ୍ଗଳବାର ବିଜେପି ନେତାମାନେ କହିଛନ୍ତି ମୋଦୀ…
ଆଉ ସପ୍ତାହେ ସମୟ ମାଗିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ଦିଲ୍ଲୀ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କର ମଧ୍ୟବର୍ତ୍ତୀକାଳୀନ ଜାମିନ ଅବଧିକୁ ଆଉ ସାତ ଦିନ ବୃଦ୍ଧି କରିବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଗୁରୁତ୍ବ ବିଷୟରେ ଉଲ୍ଲେଖ କରି କେଜ୍ରିୱାଲ ୭ କିଲୋଗ୍ରାମ ଓଜନ ହ୍ରାସ ହେବା…
ରାଇରଙ୍ଗପୁର ବିଜେଡିର ପ୍ରଚାର ,ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ ଓ ଭିକେ ପାଣ୍ଡିଆନ୍
ରାଇରଙ୍ଗପୁରରେ ବିଜେଡିର ପ୍ରଚାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ଦୁଇ ନମ୍ବର ଷ୍ଟାର ପ୍ରଚାରକ ଭିକେ ପାଣ୍ଡିଆନ୍ ରାଇରଙ୍ଗପୁରରେ ପ୍ରଚାର କରିଛନ୍ତି । ଭିକେ ପାଣ୍ଡିଆନ୍ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ସବୁଠୁ ଭଲ ଜାଗାରେ ଆଦିବାସୀ ଭାଇ ଭଉଣୀମାନଙ୍କୁ…
ଖଲ୍ଲିକୋଟ ହିଂସା ଘଟଣାରେ ଏସଆଇଟି ତଦନ୍ତ
ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗାଁରେ ଘଟିଥିବା ରାଜନୈତିକ ହଂସା ଓ ହତ୍ୟା ଘଟଣାରେ ଏସ୍ଆଇଟିର ତଦନ୍ତ । ଆଇପିଏସ୍ ଆରକେ ଶର୍ମାଙ୍କୁ ଖଲ୍ଲିକୋଟ ଦାୟିତ୍ୱ ଦିଆଯାଇଛି । ଗତକାଲି ସେ ଖଲ୍ଲିକୋଟ ଥାନାକୁ ଯାଇ ତଦନ୍ତ କରିଥିଲେ । ଦକ୍ଷିଣାଞ୍ଚଳ ଆଇଜି ଜୟରାମ ପଙ୍କଜ ମଧ୍ୟ ଖଲ୍ଲିକୋଟ ଥାନାକୁ…
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପି ପ୍ରତିନିଧିମଣ୍ଡଳୀ
“ନିଷ୍କ୍ରିୟ ଶାସନ ବ୍ୟବସ୍ଥା, ବେକାରୀ ସମସ୍ୟା ଓ ଦାରିଦ୍ର୍ୟ, ଭ୍ରଷ୍ଟାଚାର ଓ ଦୁର୍ନିତୀ, ନିମ୍ନ ମାନର ସେବା, ଓଡିଆ ଅସ୍ମିତା ଓ ଅଣ ଓଡିଆଙ୍କ ଆଧିପତ୍ୟ, ନିର୍ବାଚନ ପୂର୍ବରୁ ଅନ୍ଧାରି ବିଜେ” ଏହି ୬ଟି ପ୍ରସଙ୍ଗ ଉପରେ ଭାରତୀୟ ଜନତା ପାର୍ଟି ସ୍ୱର ଉଠାଇବା ପରେ ବିଜେଡି ଛାନିଆ ହୋଇଯାଇଛି ।…