Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Uncategorized
ଭବାନୀପାଟଣାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ଭବାନୀପାଟଣାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ପ୍ରଭୁ ଜଗନ୍ନାଥ ମା ମାଣିକେଶ୍ୱରୀଙ୍କୁ ପ୍ରଣାମ କରି ସମ୍ବୋଧନ ଆରମ୍ଭ କଲେ । କହିଲେ କଂଗ୍ରେସର ଏତେ ବର୍ଷର ଶାସନ ପରେ ବି ଗରୀବି କମିନି । ତିନି ତଲାକ ପ୍ରଥା ଦେଶରୁ ବିଜେପି ହଟାଇଛି ।ଓଡିଶାରେ ବିଜେପି ସରକାର କଲେ ଗରିବୀ ହଟିବ ।…
ଆଜିର ରାଶିଫଳ
ମେଷ: ଅଫିସ୍ରେ ଅଧିକାରୀଙ୍କ ସହଯୋଗ ଆପଣଙ୍କ ଉତ୍ସାହକୁ ବଢ଼ାଇବ। ବେପାରରେ ଧନଲାଭର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କର ମାନ ସମ୍ମାନ ବଢ଼ିବ।
ବୃଷ: ଆପଣଙ୍କ ମନରେ କୌଣସି ବିଚାର ଆସିବ ଯାହା ପ୍ରଗତିର ଦ୍ବାର ଖୋଲିଦେବ। କାରବାର ଦ୍ରୁତଗତିରେ ବୃଦ୍ଧି ହେବ। ଜୀବନସାଥୀ…
କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଲେ ରାହୁଲ ଗାନ୍ଧୀ
ନବୀନ ବାବୁ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଏହାର ଫାଇଦା କିଛି ଲୋକଙ୍କୁ ମିଳୁଛି। ଓଡ଼ିଶାକୁ ପାଣ୍ଡିଆନ୍ ଚଳାଉଛନ୍ତି। ଏକଥା କହି ବିଜେଡି ସରକାର ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ…
ବିଜେପି ମୁହାଁଇବେ କି ସୌମ୍ୟ!
ଦଳଡିଆଁ ପର୍ବ ବିଜେଡି ପାଇଁ ମହଙ୍ଗା ପଡ଼ିଛି । ଦଳର ବଡ଼ ବଡ଼ ନେତା ଶଙ୍ଖ ଛାଡ଼ି ଅନ୍ୟ ଦଳରେ ସାମିଲ ହୋଇଥିବା ବେଳେ ବିଜେଡି ଏବେ ନୂଆ ଚେହେରାଙ୍କୁ ଭରସା କରିଛି । ବର୍ତ୍ତମାନ ଖବର ଆସୁଛି ସେ ବିଜୁ ଜନତା ଦଳର ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ମଧ୍ୟ ବିଜେପିରେ ସାମିଲ ହେବାକୁ ଯାଉଛନ୍ତି…
ଭୁବନେଶ୍ବର ଲୋକସଭା ଆସନରେ କିଏ ଜିତିବ?
ଭୁବନେଶ୍ବର ଲୋକସଭା ଆସନରେ ଜିିତିବ କିଏ? ଏହା ହେଉଛି ସବୁଠୁ ବଡ଼ ପ୍ରଶ୍ନ । ଏହାର ଜବାବ ଭୋଟର ଦେବେ । ତେବେ ଏଠି ଫାଇଟ୍ ହେବ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଏବଂ ବିଜେପି ପ୍ରାର୍ଥୀ ତଥା ଗତଥରର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ମଧ୍ୟରେ । ଗତ ୫ ବର୍ଷରେ ସଂସଦରେ ଭୁବନେଶ୍ବରର ବିଭିନ୍ନ…
ଇରାନ ଜବତ କରିଥିବା ଇସ୍ରାଏଲ ଜାହାଜରେ ୧୭ ଭାରତୀୟ
ପୁଣି ଏକ ଯୁଦ୍ଧ ଆଶଙ୍କା ଦେଖାଦେଇଛି । ଇସ୍ରାଏଲ ଓ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦରେ ଫସିଛନ୍ତି ୧୭ ଭାରତୀୟ। ୟୁଏଇ ଉପକୂଳରୁ ଇରାନ ନୌସେନା ଇସ୍ରାଏଲ ସହ ଜଡ଼ିତ ଗୋଟିଏ ପଣ୍ୟବାହୀ ଜାହାଜକୁ ଜବତ କରିଛନ୍ତି। ଏହାକୁ ସେମାନେ ନିଜ ଅଧୀନରେ ଥିବା ଜଳ ସୀମାକୁ ନେଇ ଯାଇଛନ୍ତି। ଏହି ଜାହାଜରେ…
‘ଓଡ଼ିଶା ପରିବର୍ତ୍ତନ” ନାମରେ ଗୀତ ଗାଇଲେ କଣ୍ଠଶିଳ୍ପୀ କୈଳାଶ ଖେର
ଦେଶର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ପଦ୍ମଶ୍ରୀ କୈଳାଶ ଖେର ସାମାଜିକ ଗଣମାଧ୍ୟମ ଜରିଆରେ ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” ପୋଷ୍ଟ୍ କରିଛନ୍ତି । କୈଳାଶ ଖୈର ଟ୍ୱିଟ୍ କରିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’ ସମ୍ବଲେଶ୍ୱରୀ ଓଡ଼ିଶାର ପବିତ୍ର ଭୂମିରେ ସବୁ ଦେବାଦେବୀ ମାନେ ସଙ୍କେତ…
ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରିବ ପିସିସି
ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରିବ ପ୍ରଦେଶ କଂଗ୍ରେସ। ପ୍ରଗମନ ଆପ୍ରେ ବିଧାୟକ ପାଇଁ ୩ ହଜାର, ସାଂସଦ ପାଇଁ ୭୦୦ ଜଣ ଆଶାୟୀ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦ଟି ଟିକେଟ ଘୋଷଣା କରାଯିବ ବୋଲି ଆଜି ପ୍ରଦେଶ ନିର୍ବାଚନ କମିଟି ବୈଠକ ଅବସରରେ ପିସିସି…
ଅଷ୍ଟ୍ରେଲିଆ ୫୦ ଓଭରରେ ୭ ୱିକେଟ ହରାଇ ୨୫୩ ରନ କରିଛି
ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଚାଲିଥିବା ୧୯ ବର୍ଷରୁ କମ୍ କ୍ରିକେଟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି । ଏହି କ୍ରମରେ ପ୍ରଥମେ ଅଷ୍ଟ୍ରେଲିଆ ବ୍ୟାଟିଂ କରି ୨୫୩ ରନ କରିଛି । ଅଷ୍ଟ୍ରେଲିଆ ୫୦ ଓଭରରେ ୭ ୱିଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଚାଲିଥିବା ୧୯ ବର୍ଷରୁ କମ୍ କ୍ରିକେଟ ବିଶ୍ୱକପର ଫାଇନାଲ…
ଆଜିର ରାଶିଫଳ
ମେଷ: କୋର୍ଟ-କଚେରୀର ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ । ସମସ୍ତ ଦିଗରେ ସଫଳତା ହାସଲ କରିବେ । ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ ।
ବୃଷ: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ…