Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Browsing Category
Uncategorized
ପଞ୍ଜାବର ସମସ୍ତ ୧୩ଟି ଲୋକସଭା ଆସନରେ ଆପ୍ ଏକା ନିର୍ବାଚନ ଲଢ଼ିବ
ଆଗକୁ ଲୋକସଭା ନିର୍ବାଚନରେ କଂଗ୍ରେସ ସହ ଆପ୍ କୌଣସି ମେଣ୍ଟ କରିବନି। ଆମ୍ ଆଦମୀ ନିର୍ବାଚନ ଏକା ଲଢ଼ିବ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେପଟେ ଆମ୍ ଆଦମୀ ପାର୍ଟି ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ମଧ୍ୟ ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବା…
OSRTC ବସ୍କୁ ପଛରୁ ଧକ୍କା ଦେଲା ଘରୋଇ ବସ୍
ଆଜି ଭୋର ସମୟରେ OSRTC ବସ୍ଟି ଯାତ୍ରୀଙ୍କୁ ଉଠାଇବା ପାଇଁ ରାସ୍ତାକଡ଼କୁ ଗାଡ଼ି ସାଇଡ୍ କରୁଥିଲେ। ଏହି ସମୟରେ ଘରୋଇ ବସ୍ଟି ଦ୍ରୁତ ଗତିରେ ଆସି OSRTC ବସ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଆହତ ହୋଇଛନ୍ତ। । ଦୁର୍ଘଟଣାରେ ଦୁଇଟି ବସର ଡ୍ରାଇଭର ସମେତ…
ଦେଶରେ ଚାଲିଛି ଶୀତ ଲହରୀ: ଦିଲ୍ଲୀରେ ପ୍ରବଳ ଶୀତ
ଦେଶରେ ଏବେ ଶୀତ ଲହରୀ ଚାଲିଛି । ଦିଲ୍ଲୀରେ ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ପାଇଁ ଦେଖା ଯାଉନି ରାସ୍ତା ଘାଟ । ଦୃଶ୍ୟମାନ ଦୂରତା ୨୦ ମିଟରରୁ କମ ରହୁଥିବାରୁ ବିମାନ ଚଳାଚଳ ବାଧାପ୍ରାପ୍ତ । ଇନ୍ଦିରା ଗାନ୍ଧି ବିମାନ ବନ୍ଦରରୁ ଦେଶର ବିଭିନ୍ନ ସ୍ଥାନକୁ ଯିବାକୁ ଥିବା ବିମାନ ବିଳମ୍ବରେ…
ଆଜିର ରାଶିଫଳ
ମେଷ: ରବିବାର ଓ ସୋମବାର ଅସୁସ୍ଥତା ଦେଖାଦେବ। ମାନସିକ ଅବସାଦ ଦେଖାଦେଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ କିଛିଟା ପରିବର୍ତ୍ତନ ଆସିବ। ବ୍ୟବସାୟରେ ଲାଭବାନ ହେବେ। ପୈତୃକ ସମ୍ପତ୍ତି ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଶତ୍ରୁଠାରୁ ଦୂରେଇ ରହିବା ଭଲ। ବାକ୍ ସଂଯମତା ରକ୍ଷା…
ଆଜିର ରାଶିଫଳ
ମେଷ: ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୂରଣରେ ବାଧା ଆସିବ । ବନ୍ଧୁବାନ୍ଧବଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ।
ବୃଷ: ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ…
ଦିଆଯିବ ୨ ଲକ୍ଷ ୬ଶହ ୮ କୋଟି ଟଙ୍କାର ଋଣ
ଭୁବନେଶ୍ବର: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କ୍ରେଡିଟ୍ ପ୍ଲାନ ପ୍ରସ୍ତୁତ କରିଛି ନାବାର୍ଡ। ୨ ଲକ୍ଷ କୋଟି ଟଙ୍କାରୁ ଅଧିକ ଋଣ ପ୍ରଦାନ ପାଇଁ ବିଭିନ୍ନ ବ୍ୟାଙ୍କ ସମ୍ମତି ପ୍ରକାଶ କରିଛନ୍ତି। ନାବାର୍ଡ ପକ୍ଷରୁ ଭୁବନେଶ୍ବରରେ ଆୟୋଜିତ ରାଜ୍ୟ କ୍ରେଡିଟ୍ ସେମିନାରରେ ଏହି ଯୋଜନା ହସ୍ତାନ୍ତର…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଗାଁ ଗାଁରେ ଉତ୍ସବ
ଭୁବନେଶ୍ବର: ୧୭ରେ ମହାପ୍ରଭୁଙ୍କ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ । ଅତ୍ୟନ୍ତ ଭବ୍ୟ ହେବାକୁ ଯାଉଛି ଏହି ଲୋକାର୍ପଣ ଉତ୍ସବ । ଏହା ମାଧ୍ୟମରେ ବିଶ୍ବ ଜାଣିବ ଓଡ଼ିଶାରେ ହେଉଥିବା ଦେବସ୍ଥଳର ରୂପାନ୍ତରଣ ସମ୍ପର୍କରେ । ପରିକ୍ରମା ଲୋକାର୍ପଣ ପୂର୍ବରୁ ସାରା ରାଜ୍ୟରେ ଗାଁକୁ ଗାଁ ବୁଲୁଛି…
ଦେଢ଼ଦିନରେ ଲଢ଼େଇ ଶେଷ
ଭାରତ-ଦକ୍ଷିଣ ଆଫ୍ରିକା ୫ ଦିନିଆ ଟେଷ୍ଟ୍ ୫ ସେସନ୍ରେ ଶେଷ ହୋଇଯିବା ସହ ଏହି ରେକର୍ଡ ହୋଇଛି। ନ୍ୟୁଲାଣ୍ଡ୍ସ କ୍ରିକେଟ୍ ପଡ଼ିଆରେ ଦକ୍ଷିଣ ଆଫ୍ରିକାକୁ ଭାରତ ୭ ୱିକେଟ୍ରେ ପରାସ୍ତ କରିଛି। ଏହି ଟେଷ୍ଟ୍ ସବୁଠୁ କମ୍ ସମୟ ମଧ୍ୟରେ ଶେଷ ହେବାରେ କୀର୍ତ୍ତିମାନ କରିଛି। ଉଭୟ ଦଳ ମୋଟ ୬୪୨…
ରଥଯାତ୍ରା ପାଇଁ ରଥକାଠ ଗଛକଟା ଅନୁକୂଳ ପୂଜାର୍ଚ୍ଚନା
ନୟାଗଡ଼: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ରୀତିନୀତି ପାଇଁ ପୂଜାର୍ଚ୍ଚନା ହୋଇଛି । ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବଡ଼ରାଉଳ ପୀଠରେ ପାରମ୍ପରିକ ରୀତି ନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ୪ ଜଣିଆ ସ୍ବତନ୍ତ୍ର ପ୍ରତିନିଧି ଦଳ ଆଜ୍ଞାମାଳ,…
ପୁଲଓ୍ଵାମାରେ ୩ ଜଣ ସନ୍ଦିଗ୍ଧ ଗିରଫ
ଶ୍ରୀନଗର: ପୁଲଓ୍ଵାମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ୩ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯିବା ସହ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ବର୍ତ୍ତମାନ ପୁଲିସ ଓ ସେନା ସନ୍ଦିଗ୍ଧଙ୍କୁ ପଚରାଉଚରା କରୁଛନ୍ତି। ନିର୍ଦ୍ଦିଷ୍ଟ ସୂଚନା ଆଧାରରେ ଭାରତୀୟ ସେନା ଓ…