Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Uncategorized
ରାଜସ୍ଥାନରେ ଭୋଟ୍: କିଏ ଗଢ଼ିବ ସରକାର
ଜୟପୁର: ରାଜସ୍ଥାନ ବିଧାନସଭା ପାଇଁ ମତଦାନ ଆରମ୍ଭ ହୋଇଛି । ୨୦୦ ଆସନ ବିଶିଷ୍ଟ ବିଧାନସଭାରେ ୧୯୯ଟି ଆସନରେ ଭୋଟଗ୍ରହଣ ଚାଲିଛି। ଶ୍ରୀଗଙ୍ଗାନଗରର କରନପୁର ଆସନରେ କଂଗ୍ରେସ ପ୍ରାର୍ଥୀ ଗୁରମିତ ସିଂହ କୁନରଙ୍କ ମୃତ୍ୟୁ ଯୋଗୁ ସେଠାରେ ନିର୍ବାଚନ ସ୍ଥଗିତ ରହିଛି। ସକାଳ ୭ଟାରୁ ଭୋଟଗ୍ରହଣ…
ଆଜିଠୁ ଭାରତ-ଅଷ୍ଟ୍ରେଲିଆ ଟ୍ବେଣ୍ଟି-୨୦
ବିଶାଖାପାଟଣା:ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ଶୃଙ୍ଖଳା ଗୁରୁବାରଠୁ ଆରମ୍ଭ ହେଉଛି। ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ରାତି ୭ଟାରେ ବିଶାଖାପାଟଣାରେ ଖେଳାଯିବ। ଚଳିତ ବର୍ଷ ଏହି ଦୁଇ ଦଳ ପରସ୍ପର ସହିତ ସର୍ବାଧିକ କ୍ରିକେଟ୍ ଖେଳିସାରିଲେଣି। ଫେବ୍ରୁଆରି-ମାର୍ଚ୍ଚ…
ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ…
ଛାତି ଯନ୍ତ୍ରଣାକୁ ଜମା କରନ୍ତୁନି ଅଣଦେଖା
ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ମଧ୍ୟରେ ଛାତି ଯନ୍ତ୍ରଣା, କାନ୍ଧ ଯନ୍ତ୍ରଣା ଇତ୍ୟାଦି ଅନ୍ତର୍ଭୁକ୍ତ। ହୃଦଘାତର ମୁଖ୍ୟ କାରଣ ହେଉଛି ଧମନୀରେ ଅବରୋଧ। ଏହି କାରଣରୁ, ସଠିକ୍ ପରିମାଣର ରକ୍ତ ହୃଦୟରେ ପହଞ୍ଚେ ନାହିଁ। ଯେତେବେଳେ ହୃଦୟ ଟିସୁରେ ରକ୍ତ ପ୍ରବାହ ଅବରୋଧ ହୁଏ, ଛାତିରେ ଯନ୍ତ୍ରଣା…
ଆଜିର ରାଶିଫଳ
ମେଷ: ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଜମି ବ୍ୟବସାୟୀଙ୍କୁ ଲାଭ ହେବ। ରାଜନୀତିରେ ସଫଳତା ପାଇବେ। ନବବିବାହିତଙ୍କ ଲାଗି ଦିନଟି ବହୁତ ଭଲ।
ବୃଷ: ଧର୍ମକାର୍ଯ୍ୟରେ ମନ ଲାଗିବା ଯୋଗୁଁ ଶାନ୍ତି ପାଇବେ। ପଡ଼ୋଶୀ ମନୋମାଳିନ୍ୟ ପାସୋରି ଆପଣଙ୍କ ଆଡ଼କୁ ବନ୍ଧୁତାର ହାତ…
ଶ୍ରମିକଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି
ଉତ୍ତରାଖଣ୍ଡ: ଉତ୍ତରକାଶୀର ସିଲକ୍ୟାରା ଟନେଲ ଦୁର୍ଘଟଣାର ଶୁକ୍ରବାର ଥିଲା ଷଷ୍ଠ ଦିନ। ଟନେଲରେ ଫସି ରହିଥିବା ୪୦ଜଣ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି। କିନ୍ତୁ ଏହା ଭିତରେ ଉଦ୍ଧାର କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ଦ୍ୱିତୀୟ ଆଗର୍ ମେଶିନ ସହିତ…
ଆଜିଠୁ ନନ୍ଦନକାନନରେ ରୋପ୍-ୱେର ମଜାନେବେ ପର୍ଯ୍ୟଟକ
ବାରଙ୍ଗ: ୧୩ ବର୍ଷ ଧରି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବନ୍ଦ ରହିଥିବା ରୋପ୍-ୱେ ସୁବିଧା ଆଜିଠାରୁ ପୁଣି ଆରମ୍ଭ ହୋଇଛି। କାଞ୍ଜିଆ ହ୍ରଦ ଉପରେ ହୋଇଥିବା ଏହି ରୋପ୍ୱେ ଜରିଆରେ ପର୍ଯ୍ୟଟକମାନେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ଯାଇ ଆସିପାରିବେ। ଏହି…
ସାହାରା ଗ୍ରୁପ ପ୍ରତିଷ୍ଠାତା ସୁବ୍ରତ ରାୟଙ୍କ ପରଲୋକ
ସାହାରା ଇଣ୍ଡିଆ ଗ୍ରୁପର ମୁଖ୍ୟ ସୁବ୍ରତ ରାୟଙ୍କ ପରଲୋକ ହୋଇଛି । ଆଜି ତାଙ୍କର ଶେଷକୃତ୍ୟ ହେବ । ୭୫ ବର୍ଷ ବୟସରେ ମୁମ୍ବାଇର ଏକ ହସପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ୧୯୪୮ ମସିହାରେ ବିହାରର ଆରାରିଆରେ ଜନ୍ମ ହୋଇଥିଲେ ସୁବ୍ରତ ରାୟ । ଜଣେ ପ୍ରମୁଖ…
ଆଜିର ରାଶିଫଳ
ମେଷ: ଆପଣ ବହୁ ଦିନର କଠିନ ପରିଶ୍ରମର ଫଳ ପାଇବେ। ଭଲ ଲୋକଙ୍କ ସଂଗତିରୁ କିଛି ଶିକ୍ଷାଲାଭ କରିବେ। ବଡ଼ ଲୋକଙ୍କ କଥାକୁ ଧ୍ୟାନ ଦେଇ ଶୁଣନ୍ତୁ।
ବୃଷ: ଆପଣ ନିଜର ସଉକ ପୂରା କରିବା ପାଇଁ ଯଥେଷ୍ଟ ସମୟ ପାଇବେ। ଜୀବନସାଥୀ ଆପଣଙ୍କର ମନପସନ୍ଦ ଜିନିଷ ଆଣିପାରନ୍ତି। ଛାତ୍ରଛାତ୍ରୀ ନିଜର ପାଠପଢ଼ା…
ନିର୍ବାଚନରେ ଉପହାର ପ୍ରଦାନ ନେଇ ରାଜନୈତିକ ଦଳକୁ ରୋକାଯାଇପାରିବ ନାହିଁ
ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଧାନସଭା ନିର୍ବାଚନ ପୂର୍ବରୁ ଫ୍ରିବିଜ ବାଣ୍ଟିବା ମାମଲାରେ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। କୋର୍ଟ ଉଭୟ ରାଜ୍ୟ ସରକାରଙ୍କ ଠାରୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ, ଜଷ୍ଟିସ ଜେ ବି ପାରଦିଓ୍ବାଲା ଓ ଜଷ୍ଟିସ ମନୋଜ ମିଶ୍ରଙ୍କ…