Browsing Category

Weather Report

News about state of the atmosphere

ଥଣ୍ଡା ଅସ୍ତବ୍ୟସ୍ତ ଜନଜୀବନ, ୧୦ ଡିଗ୍ରୀ ଛୁଇଁଲା ରାଜଧାନୀ ପାରଦ

ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ । ଥଣ୍ଡା ଅସ୍ତବ୍ୟସ୍ତ ଜନଜୀବନ । ୧୦ ଡିଗ୍ରୀ ଛୁଇଁଲା ରାଜଧାନୀ ପାରଦ । ସକାଳ ୫ଟା ୩୦ ରେ ରେକର୍ଡ ହୋଇଛି ତାପମାତ୍ରା । ତେବେ ଗତ ୪ ଦିନରେ ସବୁଠୁ କମ୍ ତାପମାତ୍ରା ରେକର୍ଡ ହୋଇଛି । ସେହିଭଳି ଶିମିଳିପାଳରେ ଆଜି ବି ମାଇନସ୍ ତାପମାତ୍ରା ରେକର୍ଡ଼ ।…

ଶିମିଳିପାଳରେ ମାଇନସ୍‌କୁ ଖସିଛି ପାରଦ,ଫଳରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ

ଅସମ୍ଭାଳ ଜାଡ଼ରେ ଥରୁଛି ଓଡ଼ିଶା । ମୟୁରଭଞ୍ଜ  ଜିଲ୍ଲା ଶିମିଳିପାଳରେ ମାଇନସ୍‌କୁ ଖସିଛି ପାରଦ । ଫଳରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ସେହିପରି ରାଉରକେଲାରେ ୩.୬ ଡିଗ୍ରୀ ପାରଦ ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୪.୬ ଡିଗ୍ରି ରେକର୍ଡ ହୋଇଛି । ଶୀତରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ପାରଦ ।…

ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ଥଣ୍ଡା ଜାରି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ

ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଶୀତର ପ୍ରକୋପ । ଝାରସୁଗୁଡ଼ାରେ ପୁଣି ରେକର୍ଡ ଥଣ୍ଡା । ସକାଳ ସାଢ଼େ ୫ଟା ସୁଦ୍ଧା ପାରଦ ୫ ଦଶମିକ ୬ ଡିଗ୍ରି ରେକର୍ଡ ହୋଇଛି । ସେହିପରି ରାଜଧାନୀରେ ବି ପାରଦ ତଳମୁହାଁ । ଭୁବନେଶ୍ବରରେ ୧୧ ଦଶମିକ ୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି । ସେପଟେ…

ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି, ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ

ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପାଇଁ କୋହଲା ପବନ ଯୋଗୁ ଶୀତ ବଢ଼ିଛି। ହେଲେ ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ୨ ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ମାତ୍ର…

ଅସହ୍ୟ ଶୀତରେ କଲବଲ ହେଲା ଟ୍ୱିନ୍‌ ସିଟି,ଆସନ୍ତା ୨ରୁ ୩ ଦିନ ଯାଏ ପୂରା ଓଡ଼ିଶା ଥରିବ

ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା। ୫ ଡିଗ୍ରୀକୁ ଖସି ଆସିଲା ଥଣ୍ଡା। ଅସମ୍ଭାଳ ଜାଡ଼ ଥରାଇ ଦେଲା। ଖାଲି ଆଭ୍ୟନ୍ତରୀଣ କି ଦକ୍ଷିଣ ଓଡ଼ିଶା ନୁହେଁ, ଉପକୂଳ ବି ଥରିଲା। ଅସହ୍ୟ ଶୀତରେ କଲବଲ ହେଲା ଟ୍ୱିନ୍‌ ସିଟି। ଆଗକୁ ବି ଏଥିରୁ ତ୍ରାହି ମିଳିବାର ଆଶା ନାହିଁ। ଆସନ୍ତା ୨ରୁ ୩ ଦିନ ଯାଏ…

ଆସନ୍ତା ତିନି ଦିନରେ ସାରା ରାଜ୍ୟରେ ରାତି ତାପମାତ୍ରା ପ୍ରାୟ ୩ ଡିଗ୍ରୀ ଯାଏ କମିପାରେ – ପାଣିପାଗ ବିଶେଷଜ୍ଞ

ରାତି ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ କମିପାରେ। ଏଥିପାଇଁ ଶୀତ ବଢ଼ିବ । ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, କଟକ, ଗଜପତି ଓ କନ୍ଧମାଳରେ ଘନ କୁହୁଡ଼ି ମଧ୍ୟ ଦେଖାଦେବ। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ତିନି…

ରାଜ୍ୟରେ ପୁଣି ଶୀତ ବଢ଼ିବ , ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ

ସୋମବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି । ସୋମବାର ଫୁଲବାଣୀ, ବୌଦ୍ଧ, ଅନୁଗୁଳ, ସୋନପୁର, ବଲାଙ୍ଗୀର, ଟିଟିଲାଗଡ଼, ନୂଆପଡ଼ା,…

ଆହୁରି ଦୁଇ ଦିନ ଏଭଳି ବାଟ ଓଗାଳିବ ଭୀଷଣ କୁହୁଡ଼ି

କିଛି ଦିଶିଲାନି । ଧୂଆଁର ବହଳ ଆସ୍ତରଣ । ଚାରି ପାଖ ଅନ୍ଧାର । ରାସ୍ତାରେ ଯାଉଥିବା ଲୋକେ ଆଗକୁ ବଢ଼ି ପାରିଲେନି । ସମସ୍ତେ ଫସି ରହିଲେ । ଆଗକୁ ଆହୁରି କଲବଲ କରିବ କୁହୁଡି । ଆହୁରି ଦୁଇ ଦିନ ଏଭଳି ଭୀଷଣ କୁହୁଡ଼ି ବାଟ ଓଗାଳିବ । ପାଣିପାଗ ବିଭାଗ ଏହି ଆକଳନ କରିଛି । ୪ ଓ ୫ ତାରିଖ (…

ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ କିଛି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ନୟାଗଡ଼, ଢେଙ୍କାନାଳ, ବୌଦ୍ଧ, ପାରାଦ୍ବୀପ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗୋପାଳପୁର, ରାଉରକେଲା, ପାରଳାଖେମୁଣ୍ଡି, କୋରାପୁଟ, ଫୁଲବାଣୀ, ଭୁବନେଶ୍ବର, ସମ୍ବଲପୁର, ଭବାନୀପାଟଣା, ଚାନ୍ଦବାଲି, ବାରିପଦା ଏବଂ ହୀରାକୁଦ ଅଞ୍ଚଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି। ଘନ କୁହୁଡ଼ି ଯୋଗୁଁ ବିମାନ…

ଆଜିର ରାଶିଫଳ

ମେଷ: ଭ୍ରାତୃତ୍ବର ବନ୍ଧନ ନିବିଡ଼ ହେବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସେବା ମନୋଭାବର ହେବେ। କିଛିଟା ଅଶୁଭ ଫଳ ମିଳିପାରେ। ସୁଖୀ ଜୀବନ ବିତାଇବେ। ବୃଷ: ଚଳଚଞ୍ଚଳ ଓ ମତିଯୁକ୍ତ ହେବେ। ହଠାତ୍‌ କିଛି ଧନ ପ୍ରାପ୍ତିର ସୂଚନା ମିଳୁଛି।…