Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Weather Report
News about state of the atmosphere
ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମୁଛି,ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ଡିଗ୍ରୀ ଛୁଇଁଛି
ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମୁଛି। ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ଡିଗ୍ରୀ ଛୁଇଁଛି। ଫୁଲବାଣୀରେ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି। ଶୁକ୍ରବାର ଅପେକ୍ଷା କନ୍ଧମାଳ ଜିଲାର ଉଭୟ ସ୍ଥାନରେ ରାତି ତାପମାତ୍ରା କମିଛି। ଅନୁରୂପ ଭାବେ ଭୁବନେଶ୍ବର ଏବଂ କଟକରେ ପାରଦ…
ରାଜ୍ୟରେ ବଢୁଛି ଶୀତ , କୁହୁଡ଼ିର ଶୀତୁଆ ସକାଳରେ ମଜା ନେଉଛନ୍ତି ସଭିଏଁ
ବିଳମ୍ବ ହେଲେ ବି କନ୍ଧମାଳକୁ ଛୁଇଁଛି ପହିଲି ଶୀତ। କୁହୁଡ଼ିର ଶୀତୁଆ ସକାଳରେ ମଜା ନେଉଛନ୍ତି ସଭିଏଁ । ପ୍ରାତଃ ଭ୍ରମଣ କରିବା ସହ ପଡ଼ିଆରେ ଦେଖିବାକୁ ମିଳୁଛି ଭିଡ଼ । କନ୍ଧମାଳ ଜିଲାରେ ଆସିଛି ପହିଲି ଶୀତ । ଗତ ଦୁଇଦିନ ହେଲା ଫୁଲବାଣୀ ସହରରେ ସକାଳୁ ଘନ କୁହୁଡ଼ି ସାଙ୍ଗକୁ ହାଲୁକା ଥଣ୍ଡା…
ଓଡ଼ିଶାରେ ଶୀତର ପ୍ରକୋପ ଆରମ୍ଭ
ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାତିର ତାପମାତ୍ରା ପ୍ରାୟ ପାଞ୍ଚ ଡିଗ୍ରି ସେଲସିୟସ ହ୍ରାସ ପାଇଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ଅନୁଭବ ହେବା ଆରମ୍ଭ ହୋଇଛି । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରି ସେଲସିୟସ ତଳେ…
ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା
ରାଜ୍ୟକୁ ଏବେ ବର୍ଷା ଭୟ ନାହିଁ। ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲେ ମଧ୍ୟ ବାକି ସମସ୍ତ ଜିଲାର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ରାୟଗଡ଼ା ଓ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ…
ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ
ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ନଭେମ୍ବର ୨ ତାରିଖ ଆଡ଼କୁ ସାରା ରାଜ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ।…
ଆଗାମୀ ୨ ଦିନ ଯାଏ ବର୍ଷା
‘ମୋନ୍ଥା’ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ୩୧ଟି ସ୍ଥାନରେ ପ୍ରବଳ, ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ଆଗାମୀ ୨ ଦିନ ଯାଏ କିଛି ଜିଲାରେ ବର୍ଷା ହେବ। ୨ ଦିନ ପରେ ବର୍ଷା ସମ୍ପୂର୍ଣ୍ଣ କମିଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା…
ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ କେତେବେଳେ ସାମାନ୍ୟ କମି ଯାଉଛି।…
ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
ଭୟ ନକରି ସତର୍କ ରୁହନ୍ତୁ। ଆମେ ଏକାଠି ବାତ୍ୟାର ମୁକାବିଲା କରିବା। ବାତ୍ୟା 'ମୋନ୍ଥା'ର ଲ୍ୟାଣ୍ଡଫଲ୍ ପୂର୍ବରୁ ଓଡ଼ିଶାବାସୀଙ୍କ ମନୋବଳ ବଢ଼ାଇଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ବାତ୍ୟା 'ମୋନ୍ଥା'ର ପ୍ରଭାବରେ ଏବେ ଓଡ଼ିଶାରେ ପ୍ରବଳ ବର୍ଷା…
ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
ବାତ୍ୟା ‘ମୋନ୍ଥା’ର ଗତି ଏବଂ ଅବସ୍ଥିତି ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋନ୍ଥା ଗତ ୬ ଘଣ୍ଟାରେ ୧୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରି ଆଜି ସକାଳ ୫.୩୦ ରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ବର୍ତ୍ତମାନ…
ଭୀଷଣ ବାତ୍ୟାର ରୂପ ନେଲା ଘୂର୍ଣ୍ଣିଝଡ଼ “ମୋନ୍ଥା”, ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି
ଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିଝଡ଼ "ମୋନ୍ଥା" ଭୀଷଣ ବାତ୍ୟାର ରୂପ ନେଲା। ଗତ ୬ ଘଣ୍ଟା ମଧ୍ୟରେ ୧୫ କିଲୋମିଟର ଘଣ୍ଟା ବେଗରେ ଉତ୍ତର-ଉତ୍ତରପଶ୍ଚିମ ଆଡକୁ ଗତି କରି ଏକ ଭୟଙ୍କର ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଥିଲା ଏବଂ ଆଜି ସକାଳ ସାଢ଼େ ୫ଟାରେ କେନ୍ଦ୍ରୀଭୂତ ହୋଇଥିଲା। ଏହା…