Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
୧୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଏବଂ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ…
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା,ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ତିନି ଘଣ୍ଟା ପାଇଁ ଆଲର୍ଟ
ଟ୍ୱିନ୍ ସିଟିରେ ଭୟଙ୍କର ବର୍ଷା ଓ ବଜ୍ରପାତ । ୨୧ ମିନିଟରେ ୬ ହଜାର ୯୦୬ ଥର ମାରିଲା ବିଜୁଳି ଘଡ଼ଘଡ଼ି । ରାସ୍ତାରେ ଲହଡ଼ି ମାରିଲା ଆଣ୍ଠୁଏ ଉଚ୍ଚର ପାଣି । ଯାତାୟତ ଠପ୍ । ଆସନ୍ତା ତିନି ଘଣ୍ଟା ପାଇଁ ଆଲର୍ଟ କଲା ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁଁ ରାଜଧାନୀର ବିଭିନ୍ନ ଅଞ୍ଚଳ ଜଳମଗ୍ନ…
ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ
ଆଜି ପ୍ରବଳ ବର୍ଷା ନେଇ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ରାଜ୍ୟର…
ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । କଟକ, ଭୁବନେଶ୍ବରରେ ମଧ୍ୟ ବର୍ଷା ହେଉଛି । ଆସନ୍ତା ତିନି ଦିନ ପୁଣି ବର୍ଷା ହେବ । ଦୁଇଦିନ ପରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ନେଇ ୧୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି…
ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଦିନତମାମ୍ ବର୍ଷା ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟର ବିଭିନ୍ନ ସ୍ଥାନ ଯଥା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର,…
ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ
ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର…
୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା ରହିଛି । ସେଥିପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ମଧ୍ୟ ବଜ୍ରପାତ ନେଇ ସତର୍କତା କରାଯାଇଛି ।…
ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବା ବେଳେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି ।…
ରାଜ୍ୟରେ ଦୁର୍ବଳ ହେଲା ମୌସୁମୀ
ଭୁବନେଶ୍ବର: ରାଜ୍ୟରେ ଦୁର୍ବଳ ହେଲା ମୌସୁମୀ। ବର୍ତ୍ତମାନ ସ୍ବାଭାବିକ ଠାରୁ ଉତ୍ତର ଦିଗରେ ରହିଛି ମୌସୁମୀ ନିମ୍ନ ଚାପରେଖା । ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ ବର୍ଷା ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ…
ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା
ଭୁବନେଶ୍ୱର : ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରଭାବିତ ହେବ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା । ୧୩ ତାରିଖରେ ଗାଙ୍ଗେୟ ଉପତ୍ୟାକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା…