Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
ରାଜ୍ୟରେ ଆଉ ନାହିଁ ବନ୍ୟା ସ୍ଥିତି
ଭୁବନେଶ୍ବର: ରାଜ୍ୟରେ ଆଉ ନାହିଁ ବନ୍ୟା ସ୍ଥିତି । ହୀରାକୁଦକୁ ଜଳ ପ୍ରବାହ କମିଛି । ୫ଲକ୍ଷ କ୍ୟୁସେକ୍ ଥିଲା, ତାହା କମିଛି । ହୀରାକୁଦ ଜଳଭଣ୍ଡାରର ଆଉ ୫ ଗେଟ୍ ଖୋଲିଛି । ଜଳସ୍ତର ଏବେ ୬୨୦.୫୮ ଫୁଟ ରହିଛି । ୧୭ ଗେଟ ଖୋଲା ଅଛି ।ବାମପଟୁ ୧୧, ଦକ୍ଷିଣ ପଟୁ ୬ଟି ଗେଟ୍ ଦେଇ ବନ୍ୟାଜଳ…
ଅପରାହ୍ନରେ ହୀରାକୁଦର ଅଧିକ ଗେଟ୍ ଖୋଲିବା ସମ୍ଭାବନା
ଭୁବନେଶ୍ୱର: ଲଗାଣ ବର୍ଷା କେବଳ ଉତ୍ତରଭାରତର ମୁଣ୍ଡବ୍ୟଥା ବଢ଼ାଇନି ଓଡ଼ିଶାରେ ବି ସମସ୍ୟା ଆଣିଛି । ବର୍ଷା ପାଇଁ ଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ସେପଟେ ମୁଣ୍ଡଳୀରେ ୭ ଲକ୍ଷ କ୍ୟୁସେକ ତଳେ ମହାନଦୀ ବନ୍ୟାଜଳ ପ୍ରବାହିତ ହେଉଛି । ବନ୍ୟାସ୍ଥିତି ନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ…
ନଦୀରେ ବଢୁଛି ପାଣି: ବନ୍ୟା ଆଶଙ୍କା
ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ଲଗାଣ ବର୍ଷା ପାଇଁ ଏବେ ଚାରିଆଡ଼େ ପାଣି । ପଶ୍ଚିମ ଓଡ଼ିଶା, ଉପକୂଳ ଓଡ଼ିଶାରେ ଆଜି ବି ପ୍ରବଳ ବର୍ଷା ହେବ । ତେଣୁ ସତର୍କ ରହିବାକୁ ଜିଲ୍ଲା ପ୍ରଶାସକୁ ନିର୍ଦ୍ଦେଶ ରହିଛି । ଏଥିପାଇଁ ୧୦ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।…
ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା କଲେ ୮ ଜିଲ୍ଲାପାଳ
ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା,ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ…
ଲଘୁଚାପ ପ୍ରଭାବ, ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି
ଭୁବନେଶ୍ୱର : ଗତକାଲିଠୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ସକାଳୁ ପ୍ରବଳ ବର୍ଷା ହେଉଛି । ବିଶେଷକରି ଉତ୍ତର ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଆସନ୍ତାକାଲି ପର୍ଯ୍ୟନ୍ତ ଏପରି ବର୍ଷା ଜାରି ରହିବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ…
ଲଘୁଚାପ ପ୍ରଭାବରେ ପୁଣି ପ୍ରବଳ ବର୍ଷା ହେବ : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।
https://twitter.com/mcbbsr/status/1685586676171837440?s=20
ଏନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…
ଲଘୁଚାପ ପ୍ରଭାବରେ ବର୍ଷା ଜାରି
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ୫ ଦିନ ପର୍ଯ୍ୟନ୍ତ ବର୍ଷାରେ ନିସ୍ତାର ମିଳିବ ନାହିଁ । ଅଗଷ୍ଟ ୧ ଏବଂ ୨ରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…
ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା
ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୈାସୁମୀ ପ୍ରଭାବରେ କାଲିଠୁ…
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି…
ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଫଳରେ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ବିଶେଷ…