Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Weather Report
News about state of the atmosphere
ପୁଣି ଲଘୁଚାପ ଆସୁଛି
ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟା ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ…
ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ
ଖଣ୍ଡ ଖଣ୍ଡ ଧଳା ମେଘ ସୁନୀଳ ଅମ୍ୱରେ, ଭାସଇ ବୋଇତ ଯଥା ନୀଳ ସମୁଦ୍ରରେ।’ ଶରତ ଋତୁର ଏହି ବୈଶିଷ୍ଟ୍ୟ ଯେମିତି ହଜିଯାଇଛି। ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଆକାଶରେ ଭସା ବାଦଲ ନାହିଁ। ଆକାଶ ନିର୍ମଳ ରହୁଛି। ରାତି କିନ୍ତୁ ଶରତ ଭଳି ଅନୁଭୂତ ହେଉଛି। ରାତି ତାପମାତ୍ରା…
ଆସୁଛି ଆଉ ଏକ ଲଘୁଚାପ
ଆସୁଛି ଆଉ ଏକ ଲଘୁଚାପ । ଚଳିତ ସପ୍ତାହ ଶେଷ ଆଡକୁ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।
ସେପଟେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ…
ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା
ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ…
ରାଜ୍ୟରେ ପୁଣି ବଢିବ ବର୍ଷା
ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ କାଁ ଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଶୁକ୍ରବାର କଟକରେ ୪୯.୨ ମି.ମି. ବର୍ଷା ହୋଇଥିବାବେଳେ ଭୁବନେଶ୍ବର ୩୨.୬,…
୪ଦିନ ବିଜୁଳି ଘଡ଼ଘଡି ସହ ବର୍ଷା ,ସତର୍କତା ଜାରି କଲା ବିଭାଗ
ଓଡ଼ିଶା ଉପରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବ…
ଦୁଇ ଦିନ ଲାଗିରହିବ ବର୍ଷା
କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ଼ ଓ…
4 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଥିବା ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏଥିସହ…