Browsing Category

Weather Report

News about state of the atmosphere

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ୪୬ ଡିଗ୍ରୀ ଟପିଛି ତାପମାତ୍ରା

ଆକାଶରୁ ବର୍ଷୁଛି ନିଆଁ । ରାତି ନପାହୁଣୁ ଅସହ୍ୟ ଗରମ ଓ ଗୁଳୁଗୁଳି। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ୪୬ ଡିଗ୍ରୀ ଟପିଛି ତାପମାତ୍ରା । ରାଜ୍ୟରେ ଦୁଇ ଦୁଇଟି ସ୍ଥାନରେ ପାରଦ ୪୬ ଡିଗ୍ରୀ ଛୁଇଁଛି । ଗତକାଲି ଝାରସୁଗୁଡ଼ା ଓ ସମ୍ବଲପୁରରେ ସର୍ବାଧିକ ୪୬ ଡିଗ୍ରୀ ସେଲସିଅସ ତାପମାତ୍ରା…

ଆଜିଠୁ ଆହୁରି ବଢ଼ିବ ତାତି , ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

ଅସହ୍ଯ ତାତିରେ ଜଳୁଛି ସାରା ଓଡ଼ିଶା । ଆଜିଠୁ ଆହୁରି ବଢ଼ିବ ତାତି । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ପୂରା ରାଜ୍ୟକୁ ଆଲର୍ଟ ଜାରି । ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ବାକି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରକୋପ, ଆସନ୍ତା ୧୫ ଦିନ ଛଟପଟ କରିବ ସାରା ଓଡ଼ିଶାକୁ

ଦିନରେ ନିର୍ଘାତ୍ ଝାଞ୍ଜି ମାଡ଼। ରାତିରେ ଘର ଭିତରେ ଅଣନିଃଶ୍ୱାସୀ କରୁଛି ତତଲା ହୁଳା । ତାତି ଆହୁରି ବଢ଼ିବ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରକୋପ ଆସନ୍ତା ୧୫ ଦିନ ଛଟପଟ କରିବ ସାରା ଓଡ଼ିଶାକୁ । ପଶ୍ଚିମରୁ ଉପକୂଳ, ଆଭ୍ୟନ୍ତରୀଣ ସବୁ ଅଞ୍ଚଳ ଧୁ ଧୁ ଖରା, ଝାଞ୍ଜି ମାଡ଼ରେ ଜଳିବ । ଗତ ୨/୩ ଦିନ ହେବ…

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି,ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । କାଳବୈଶାଖୀ ପ୍ରଭାବ ରହୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ପାରଦ ଉପରମୁହାଁ ହୋଇଛି ।  ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା । ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୧୯ ଓ ୨୦ ତାରିଖ ବେଳକୁ ବଲାଙ୍ଗିର, ଟିଟିଲାଗଡ଼,…

ରାଜ୍ୟରେ ଗରମ ପ୍ରକୋପ ଆହୁରି ବଢ଼ିବ,ସେପଟେ ଆଣ୍ଡାମାନ ଛୁଇଁଛି ମୌସୁମୀ

ରାଜ୍ୟରେ ଗରମ ପ୍ରକୋପ ଆହୁରି ବଢ଼ିବ। ଆସନ୍ତା ୨ ଦିନ ପରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ। ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ରାଜ୍ୟରେ ବର୍ତ୍ତମାନ ଗରମ ଓ ଗୁଳୁଗୁଳି ବଢ଼ିଛି। ରବିବାର ରାଜ୍ୟର ୯ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ଥିଲା । ହୀରାକୁଦ…

ଓଡ଼ିଶାରେ ଜୁନ୍ ୧୦ରୁ ୧୩ ତାରିଖ ସୁଦ୍ଧା ଆସିବ ମୌସୁମୀ

ଓଡ଼ିଶାରେ ଜୁନ୍ ୧୦ରୁ ୧୩ ତାରିଖ ସୁଦ୍ଧା ମୌସୁମୀ ପହଞ୍ଚିପାରେ। ଏଭଳି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶାରଦ । ଚଳିତବର୍ଷ ମୌସୁମୀ ସାମାନ୍ୟ ଆଗୁଆ ଦେଶକୁ ଆସିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ ଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆଇଏମଡିର ତାଜା ପୂର୍ବାନୁମାନ ଅନୁସାରେ ଆସନ୍ତା…

୧୯ ତାରିଖ ଯାଏ ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ବର୍ଷା

ରାଜ୍ୟରେ ଆଗକୁ ତାତି ବଢ଼ିପାରେ । ୨ଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶୁକ୍ରବାର ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳରେ ଝଡ଼ ବର୍ଷା…

ଦିନରେ ଡହ ଡହ ଖରା , ଅପରାହ୍ନ ରେ କାଳବୈଶାଖୀ

ଦିନରେ ଡହ ଡହ ଖରା ହେଉଥିବା ବେଳେ ଅପରାହ୍ନ ରେ କାଳବୈଶାଖୀ ।  ଅସହ୍ୟ ଖରା ଗରମ ଗୁଳୁଗୁଳୁରେ ସାରା ଓଡିଶା ସିଝୁଥିବା ବେଳେ କାଳବୈଶାଖୀ ବର୍ଷାରେ ଭିଜୁଛି ।  ପବନ ସହ କାଳବୈଶାଖୀ ତାଣ୍ଡବ ରଚୁଥୁବା ବେଳେ ଆହୁରି ୫ ଦିନ ଯାଏ ରହିବ ପ୍ରଭାବ ।  ଆସନ୍ତା ୨୪ ଘଂଟାରେ ସାରା ରାଜ୍ୟରେ ବିଜୁଳି…

ଆସନ୍ତା ୬ରୁ ୭ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା କମ୍ । ଆଗାମୀ ୪୮ ଘଣ୍ଟାରେ ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ । କିନ୍ତୁ ଅବପାତ ହେବାର କ୍ୱଚିତ୍ ସମ୍ଭାବନା ଅଛି । ତେବେ ଆସନ୍ତା ୬ରୁ ୭ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ…

ମେ’ ୨୦ ରେ ବର୍ଷାର ଆଗମନ ,ଆଣ୍ଡାମାନରେ ପହଞ୍ଚିବ ମୌସୁମୀ!

ମୌସୁମୀ ଆସିବାକୁ ବାଟ ସଫା । ମେ’ ୨୦ ରେ ବର୍ଷାର ଆଗମନ । ଆଣ୍ଡାମାନରେ ପହଞ୍ଚିବ ମୌସୁମୀ! । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ୍ ସମୟରେ ଭାରତୀୟ ଭୂଖଣ୍ଡରେ ପ୍ରବେଶ କରିବାକୁ ଯାଉଛି । ମେ ୨୦ ସୁଦ୍ଧା ଆଣ୍ଡାମାନ ସାଗର, ଦକ୍ଷିଣ…