Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Weather Report
News about state of the atmosphere
ଆସନ୍ତା ୬ରୁ ୭ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ
ରାଜ୍ୟରେ ଏବେ ଖରାଟିଆ ଓ ଶୁଖିଲା ପାଗ ଲାଗିରହିଛି। ରାଜ୍ୟ ଓ ଦେଶରୁ ଏଇ ବର୍ଷ ପାଇଁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଫେରିଯିବାକୁ ପାଗ ଅନୁକୂଳ ହେଉଛି। ଏଥିସହ ଦକ୍ଷିଣ ଉପଦ୍ବୀପ ଭାରତ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ…
ଆସନ୍ତା ୨ ଦିନରେ ସାରା ଦେଶରୁ ବିଦାୟ ନେବ ମୌସୁମୀ
ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଜାରି ରହିଛି। ଆଜି ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି। ଆସନ୍ତା ୨ ଦିନରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ଫେରିଯିବାକୁ ପରିବେଶ ଅନୁକୂଳ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, କେବଳ…
ଆଜି ଠାରୁ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବ
ସୋମବାରଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବ। ଏବେ ମୌସୁମୀ ବାୟୁର ପ୍ରତ୍ୟାହାର ରେଖା ବାରଣାସୀ, ଜବଲପୁର, ଆକୋଲା, ଅହଲ୍ୟାନଗର, ଆଲିବାଗ ଦେଇ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ସିକିମ୍, ତେଲେଙ୍ଗାନାର କିଛି ଅଞ୍ଚଳ,…
ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ବିଦାୟ ନେବ
ପାଖାପାଖି ୨ ସପ୍ତାହ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏଥର ଓଡ଼ିଶା ଛୁଇଁଥିଲା। ୪ ମାସ ୧୩ ଦିନର ରହଣି ପରେ ଏବେ ଓଡ଼ିଶା ଛାଡ଼ିବାକୁ ପ୍ରସ୍ତୁତ ହେଉଛି ମୌସୁମୀ ବାୟୁ। ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଯିବ। ମହାରାଷ୍ଟ୍ର, ମଧ୍ୟପ୍ରଦେଶ,…
ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ
ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ I ରାଜ୍ୟର କିଛି ସ୍ଥାନରୁ ମୌସୁମୀ ବିଦାୟ ନେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କିଛି ସ୍ଥାନରେ ଲାଗିରହିଛି ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା ହେବ ।…
୧୨ ତାରିଖ ଯାଏଁ ବର୍ଷା
ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ଆଜି ଧୀରେ ଧୀରେ ଅସ୍ପଷ୍ଟ ହୋଇଛି। ଅନ୍ୟପଟେ ଦକ୍ଷିଣ ଓଡ଼ିଶାରୁ ମ୍ୟାମାର୍ ଯାଏଁ ଲମ୍ବିଥିବା ଟର୍ଫ ଲାଇନ୍ ଦକ୍ଷିଣ ଓଡ଼ିଶାରୁ ଉପକୂଳ ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ ଦେଇ ଗତି କରିଛି। ଏହାର ପ୍ରଭାବରେ…
୧୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା
ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ। ଏଥିସହ ନୂଆପଡ଼ାରେ ୧୬ ମିମି ଓ ଚାନ୍ଦବାଲିରେ ୧୩.୨ ମିମି ଲେଖାଏଁ…
୧୧ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା
ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଲଘୁଚାପର କୌଣସି ସମ୍ଭାବନା ନାହିଁ। ତେବେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ୧୧ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୪ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ…
ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷା
ଓଡ଼ିଶା ଉପରେ ଏବେ ସେମିତି କୌଣସି ପାଣିପାଗର ନିୟାମକ ସକ୍ରିୟ ନାହିଁ। ତେବେ ଲଘୁଚାପ ଯୋଗୁଁ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ମଧ୍ୟରେ ପାରାଦୀପରେ ରାଜ୍ୟର ସର୍ବାଧିକ…
ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଥିବା ଅବପାତ ଆଜି ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିଛି। ଏହା ଧୀରେ ଧୀରେ ଦୁର୍ବଳ ହେବା ସହ ଶନିବାର ସୁଦ୍ଧା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏଥିସହ ଏକ ଟ୍ରଫ୍ ଏହି ଅବପାତର କେନ୍ଦ୍ର ଦେଇ ମଧ୍ୟପ୍ରଦେଶ ଯାଏଁ ଗତି…